ଗଞ୍ଜାମ

ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୧୫ା୨ – ରନ୍ଧନ ଗ୍ୟାସ ଏଲ୍‌ପିଜି ମୂଲ୍ୟ ବୃଦ୍ଧି କରାଯାଇଥିବା ପ୍ରତିବାଦରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କର୍ମକର୍ତ୍ତାମାନେ କମାପଲ୍ଲୀ ଛକରେ ବିକ୍ଷୋଭ କରିଛନ୍ତି। କେନ୍ଦ୍ର ସରକାର ପୂର୍ବରୁ ସାଧାରଣ ଲୋକଙ୍କୁ ଉଜ୍ଜ୍ୱଳା ଯୋଜନାରେ…

ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ଧାରଣା, ରାସ୍ତାରୋକୋ

ଆସିକା,୧୫ା୨ (ଡି.ଏନ୍‌.ଏ.) – ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ଆସିକା ସହରର ଜନଗହଳିପୂର୍ଣ୍ଣ କୁମ୍ଭାରସାହି ଛକ, ବିନାୟକ ବଜାର, ଲକ୍ଷ୍ମୀ ବଜାର, ବସ୍‌ଷ୍ଟାଣ୍ଡ, କଳିଙ୍ଗା ରୋଡ ଆଦି ଅଞ୍ଚଳରେ ଥିବା ବେଆଇନ ନିର୍ମାଣ ଓ ଦୋକାନ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି।…

ଦକ୍ଷିଣା ଲାଗି ଖଣ୍ଡାରେ ହାଣିବା ଅଭିଯୋଗ ମିଥ୍ୟା

ପୁରୁଷୋତ୍ତମପୁର,୧୫ା୨(ଡି.ଏନ.ଏ.)-ପୁରୁଷୋତ୍ତମପୁର ମା’ ତାରାତାରିଣୀ ପୀଠରେ ମଙ୍ଗଳବାର ଦକ୍ଷିଣା ଲାଗି ଜଣେ ଭକ୍ତଙ୍କୁ ସେବାୟତ ଖଣ୍ଡାରେ ହାଣିଥିଲେ। ପୁରୁଷୋତ୍ତମପୁର ଥାନାରେ କୋଦଳା ଜାପଟା ରାମପଲ୍ଲୀର ସାରସ ବାରିକ ଏନେଇ ଅଭିଯୋଗ କରିଥିଲେ। ପୋଲିସ ୩ ଜଣ ସେବାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ତାରାତାରିଣୀ ମନ୍ଦିର ପ୍ରଶାସନ, ସେବାୟତଙ୍କ ଖବରଦାତା ସମ୍ମିଳନୀ: ଦକ୍ଷିଣା ଲାଗି ଖଣ୍ଡାରେ ହାଣିବା ଅଭିଯୋଗ ମିଥ୍ୟା

ପୁରୁଷୋତ୍ତମପୁର,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦକ୍ଷିଣା ଲାଗି ଭକ୍ତଙ୍କୁ ସେବାୟତ ଖଣ୍ଡାରେ ହାଣି ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଶୁକ୍ରବାର ମନ୍ଦିର ପ୍ରଶାସନ ଓ ସେବାୟତମାନଙ୍କ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ…

ଛାତ୍ରୀଙ୍କୁ ଆଡ୍‌ମିଟ୍‌ କାର୍ଡ ମିଳି ନ ଥିବା ପ୍ରସଙ୍ଗ: ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ବାପା

ଗଞ୍ଜାମ,୧୪।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷା ଆଉ ମାତ୍ର ୫ ଦିନ ଥିବା ବେଳେ ଗଞ୍ଜାମ ବ୍ଲକ ହୁମାଠାରେ ଥିବା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡିଙ୍କ ଆଡ୍‌ମିଟ୍‌ କାର୍ଡ ଏଯାବତ୍‌ ଆସିନାହିଁ। ଏହି ଘଟଣାରେ ଲିଲିଙ୍କ ବାପା ବାପା…

ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ହାତୀ ମୃତଦେହ ଠାବ

ଭଞ୍ଜନଗର,୧୪।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଶୁକ୍ରବାର ସକାଳେ ଏକ ହାତୀ ମୃତଦେହ ଠାବ ହୋଇଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି। ହାତୀଟିର କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି…

ଉଚ୍ଛେଦ ପ୍ରତିବାଦରେ ଧାରଣା

ଆସିକା,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ସହରାଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସିକା କଳିଙ୍ଗାରୋଡ୍‌ ପାର୍ଶ୍ୱସ୍ଥ ଟେଲିଫାନ୍‌ ଭବନ ସମ୍ମୁଖରେ ଥିବା କେତେକ ବେଆଇନ ନିର୍ମାଣକୁ ମଧ୍ୟ ଉଚ୍ଛେଦ କରାଯାଇଥିଲା। ତେବେ ଏହି ଉଚ୍ଛେଦ ପ୍ରତିବାଦରେ ସଂପୃକ୍ତ ସ୍ଥାନରେ…

ଜମାକାରୀଙ୍କ ଟଙ୍କା ଠକେଇ ଘଟଣା: ଜେଲ ଗଲେ ସାଇଲ୍ୟାଣ୍ଡ ଚିଟ୍‌ଫଣ୍ଡ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୪ା୨- ସାଇଲ୍ୟାଣ୍ଡ କେଶୁରିଆ ଗ୍ରୁପ ଚିଟଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଗୋପାଳ ଚନ୍ଦ୍ର ରାଉତ(୪୪)ଙ୍କୁ ଟଙ୍କା ଠକେଇ ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ୨ ବର୍ଷ ପରେ ଗିରଫ କରିଛି। ମାମଲା ନଂ. ୮୬/୧୭ରେ ଉକ୍ତ ଚିଟଫଣ୍ଡ ସଂସ୍ଥା ଏମ୍‌ଡ଼ି…

ବ୍ରହ୍ମପୁରରେ ଜୁଡିସିଆଲ ଏକାଡେମୀର ୨୬ ଜଣିଆ ସଦସ୍ୟ

ବ୍ରହ୍ମପୁର ଅଫିସ,୧୪ା୨- ନ୍ୟାୟ ପରିଷଦ (ଜୁଡିସିଆଲ ଏକାଡେମୀ) ସଦସ୍ୟା ଓ ସଦସ୍ୟମାନେ ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଥିଲେ। ୧୫ ଜିଲାର ୨୬ ଜଣିଆ ଟିମ୍‌ ପ୍ରଥମେ ସୁଧାର ଗୃହରେ ରହୁଥିବା ବାଳ ଅପରାଧୀମାନଙ୍କୁ ଭେଟିଥିଲେ। ସେଠାରେ ସେମାନଙ୍କର ରହଣି, ଖାଦ୍ୟପେୟ, ସ୍ବାସ୍ଥ୍ୟାବସ୍ଥା ଓ…

ମୃତକଙ୍କ ପରିବାରକୁ ଭେଟିଲେ କଂଗ୍ରେସ ନେତା

ଗୋପାଳପୁର,୧୪ା୨- ଗତ ରବିବାର ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ନିର୍ବନ୍ଧ ପାଇଁ ଯାଉଥିବା ବସ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ୧୦ ଜଣଙ୍କ ଜୀବନ ଯାଇଥିଲା। ଗୁରୁବାର ଅପରାହ୍ନରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଓ…

କାଗଜପତ୍ର ଜବତ କଲା ପୋଲିସ: ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଜାଲ ସାର୍ଟିଫେକେଟ ଦେଇ ଅନେକ ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଜଣାପଡ଼ିବା ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାର ସମସ୍ତ ୨୨ ବ୍ଲକରେ ଏହାର ଖୋଳାତାଡ ଆରମ୍ଭ ହୋଇଛି । ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା…

ଲାଞ୍ଚ ନେଇ ଆର୍‌ଡି କିରାଣି ଗିରଫ

ଫୁଲବାଣୀ ଅଫିସ, ୧୩ା୨-କାମ କରୁନି ସରକାରଙ୍କ ୫-ଟି ଫର୍ମୁଲା । ସାଧାରଣ ଲୋକଙ୍କୁ ସରକାରୀ କର୍ମଚାରୀମାନେ ହଇରାଣ କରିବା କଥା ଛାଡ, ଖୋଦ ନିଜ ବିଭାଗର କର୍ମଚାରୀଙ୍କୁ ବି ଛାଡୁ ନାହାନ୍ତି। ଅବସରକାଳୀନ ସହାୟତା ଏବଂ ପେନସନ୍‌ କରିଦେବା ପାଇଁ ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri