ମାଟ୍ରିକ ପରୀକ୍ଷା ଲାଗି ପ୍ରଶ୍ନପତ୍ର ପହଞ୍ଚିଲା, ପ୍ରସ୍ତୁତି ଜୋର୍ଦାର
ଗଞ୍ଜାମ,୧୩।୨(ଡି.ଏନ୍.ଏ.): ଚଳିତମାସ ୧୯ ତାରିଖରେ ସାରା ରାଜ୍ୟରେ ହେବ ମାଟ୍ରିକ ପରୀକ୍ଷା l ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଜୋର୍ଦାର ଚାଲିଛି l ଗୁରୁବାର ମାଧ୍ୟମିକ ପରିଷଦ (କଟକ)ପକ୍ଷରୁ ଗଞ୍ଜାମ ଭାରତୀ ବିଦ୍ୟାପୀଠକୁ ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍ ଯୋଗେ ପ୍ରଶ୍ନପତ୍ର ପହଞ୍ଚିଛି। ଗଞ୍ଜାମ…
ଆସିକା ଏନ୍ଏସିରେ ଜବରଦଖଲ ଉଚ୍ଛେଦ
ଆସିକା, ୧୩।୨ (ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଏନଏସିର ବସ୍ଷ୍ଟାଣ୍ଡକୁ ଲାଗିଥିବା ରାସ୍ତା ବିନାୟକ ବଜାର, ଲକ୍ଷ୍ମୀ ବଜାର ଅଞ୍ଚଳରେ ଗୁରୁବାର ସକାଳୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଜନଗହଳି ପୂର୍ଣ୍ଣ ଏହି ବଜାର ଅଞ୍ଚଳରେ ସର୍ବଦା ଲାଗି ରହିଥିବା ଟ୍ରାଫିକ୍ ସମସ୍ୟାର…
ଏସ୍ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ
ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ପୁଅଙ୍କୁ ଏକ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ…
ପିକ୍ଅପ୍ ଭ୍ୟାନ ଓଲଟି ୭ ଆହତ
ସୋରଡା,୧୩ା୨(ଡି.ଏନ.ଏ.): ସୋରଡା-ଆସିକା ରାସ୍ତା ତତାବାଲି ଗ୍ରାମ ନିକଟରେ ବୁଧବାର ରାତି ପ୍ରାୟ ୮ଟାରେ ଏକ ପିକ୍ଅପ୍ ଭ୍ୟାନ ଓଲଟି ୭ଜଣ ଆହତ ହୋଇଛନ୍ତି। ସୋରଡା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ,…
ଗାଡ଼ି ସ୍ପିଡରେ କଟକଣା ଲଗାଇଲେ ଜିଲାପାଳ
ଛତ୍ରପୁର,୧୩ା୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା ସଂଖ୍ୟା ହ୍ରାସ କରିବାରୁ ବିଭିନ୍ନ ଗାଡ଼ିର ସ୍ପିଡ୍ ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲା ସଡ଼କ ସୁରକ୍ଷା କମିଟିର ଅଧ୍ୟକ୍ଷ ତଥା ଜିଲାପାଳ ମୋଟର ଭେହିକିଲ୍ ଆକ୍ଟ ୧୯୮୮ର…
ବିଦ୍ୟୁତ୍ ସଂସ୍ପର୍ଶରେ ମୃତ୍ୟୁ ଘଟଣା : ସାଉଥ୍କୋ ଅଫିସ ଆଗରେ ଧାରଣା ଦେଲା ଭାଜପା
ବ୍ରହ୍ମପୁର ଅଫିସ,୧୩ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ୍ ପରିବଣ୍ଟନ ସଂସ୍ଥା ସାଉଥ୍-କୋର ବ୍ରହ୍ମପୁରସ୍ଥ କର୍ପୋରେଟ ଅଫିସ ଆଗରେ ବୁଧବାର ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା। ଗତ ରବିବାର ରଙ୍ଗେଇଲୁଣ୍ଡା ବ୍ଲକ ମେଣ୍ଢରାଜପୁର ଛକ ରାସ୍ତାରେ ଚଳନ୍ତା ବସ୍…
ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା: ଜେଲ ଗଲେ ଫେରାର ବି. ଟେକ୍ ଛାତ୍ର
ଦିଗପହଣ୍ଡି,୧୨।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା ମାମଲାରେ ଫେରାର ଅଭିଯୁକ୍ତଙ୍କୁ ଦିଗପହଣ୍ଡି ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଉକ୍ତ ଅଞ୍ଚଳର ବି.ଟେକ୍ ଛାତ୍ର ପ୍ରିୟବ୍ରତ…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜେଜେମା’ ନାତିଙ୍କ ଜୀବନ ଗଲା
ଭଞ୍ଜନଗର,୧୨।୨(ଡି.ଏନ୍.ଏ.) : ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରାଠାରେ ବିଦ୍ୟୁତ୍ ତାର ଲାଗି ବସ୍ ଅଘଟଣ ମନରୁ ନ ଲିଭୁଣୁ ପୁଣି କୋକଳୁଣ୍ଡା ଗ୍ରାମରେ ବିଦ୍ୟୁତ୍ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି । ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ କୋକଳୁଣ୍ଡା…
ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’
ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ ଢାଳି ନିଆଁ ଲଗାଇବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ବ୍ରହ୍ମପୁର ଏସ୍ପି କାର୍ଯ୍ୟାଳୟ ପରିସରରେ…
ବସ୍ରେ ବିଦ୍ୟୁତ୍ ତାର ଲାଗି ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ
ଗୋପାଳପୁର,୧୨।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଛକରେ ଗତ ରବିବାର ବସ୍ ଦୁର୍ଘଟଣାରେ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରଠାରୁ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଥିବା ସୂଚନା ମିଳିଛି। ସେ ହେଲେ…
ଫାଇନାନ୍ସ ଏଜେଣ୍ଟଙ୍କୁ ମାରଣାସ୍ତ୍ର ଦେଖାଇ ୧.୩୮ଲକ୍ଷ ଲୁଟ୍
ସୋରଡା,୧୨ା୨(ଡି.ଏନ୍.ଏ.)- ସୋରଡା-ଶିଙ୍ଗିପୁର ରାସ୍ତାା କେଶରା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଏକ ଅର୍ଥଲଗାଣକାରୀ ସଂସ୍ଥାର ୨ କ୍ଷେତ୍ର କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ୧ଲକ୍ଷ ୩୮ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ସୋରଡା ଥାନାରେ ଅଭିଯୋଗ ପରେ…
ରାସ୍ତା ଉପରେ ପରିବା ବିକ୍ରି, ରହୁନି ଡଷ୍ଟବିନ୍
ଛତ୍ରପୁର,୧୨ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସନ୍ଧ୍ୟାରେ ଅଚାନକ ସାଇକେଲରେ ଛତ୍ରପୁର ଏନ୍ଏସି ବୁଲିଥିଲେ। ମଦ ଦୋକାନଠାରୁ ଆରମ୍ଭ କରି ଚା ଦୋକାନ, ପରିବା, ଛତୁ ଦୋକାନ, ଫାଷ୍ଟଫୁଡ୍ ଆଦିକୁ ଯାଇ ଜିଲାପାଳ ଯାଞ୍ଚ କରିଥିଲେ ା ସବୁଠି ଅବ୍ୟବସ୍ଥା…
Archives


