ଗଞ୍ଜାମ

ଦକ୍ଷିଣା ନ ଦେବାରୁ ଭକ୍ତଙ୍କୁ ଖଣ୍ଡାରେ ହାଣିଲେ: ୨ ପୂଜକ ଗିରଫ

ପୁରୁଷୋତ୍ତମପୁର,୧୨ା୨(ଡି.ଏନ୍‌.ଏ.)- ଗଞ୍ଜାମର ଇଷ୍ଟଦେବୀ ପୁରୁଷୋତ୍ତମପୁରସ୍ଥିତ ମା’ ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦକ୍ଷିଣା ନ ଦେବାରୁ ଜଣେ ମହିଳା ଭକ୍ତଙ୍କୁ ପୂଜକ ଗାଳିଗୁଲଜ କରିବା ସହ ତାଙ୍କ ଜ୍ୱାଇଁଙ୍କୁ ଖଣ୍ଡାରେ ହାଣିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର…

ଡଙ୍କଲପାଡୁରେ ବସ୍‌ ଟ୍ରାଜେଡି: ଦ୍ରୌପଦୀଙ୍କୁ ସହାୟତା ପ୍ରତିଶ୍ରୁତି ଦେଲେ ଜିଲାପାଳ

ଗୋପାଳପୁର,୧୨ା୨-ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ରବିବାର ନିର୍ବନ୍ଧ ପାଇଁ ଯାଉଥିବା ଏକ ବସ୍‌ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗିଯିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଘଟଣାକୁ ତିନି ଦିନ ବିତିଯାଇଥିଲେ ମଧ୍ୟ ଉକ୍ତ ଗ୍ରାମରେ କାନ୍ଦବୋବାଳି…

ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି, ୩ ଶିକ୍ଷକ ଫେରାର

ଛତ୍ରପୁର,୧୧ା୨(ଡି.ଏନ.ଏ)-ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଟିଚର, ଶିକ୍ଷା ସହାୟକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ କରାଯାଉଛି। ଏହି କ୍ରମରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ…

ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ ବ୍ଲକ…

ଫାଇଲେରିଆ ବଟିକା ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ପାତ୍ରପୁର,୧୧ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟର ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସୋମବାର ଫାଇଲେରିଆ ବଟିକା ଖାଇ ଅସୁସ୍ଥ ହୋଇଥିଲେ। ସେମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଫେରିଥିବା…

ତାରାତାରିଣୀ ପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ସମ୍ପର୍କରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଦିଲୀପ କୁମାର ମହାନ୍ତି ସମୀକ୍ଷା କରିଛନ୍ତି। ସେ ମନ୍ଦିରର ଚାରିପଟେ ବୁଲି ଦେଖିବା…

କଲେଜ ଛାତ୍ରଙ୍କୁ ମାଡ ଅଭିଯୋଗ, ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ରାସ୍ତା ଅବରୋଧ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ବାଲି ମାଫିଆ ଖଣ୍ଡଦେଉଳି କଲେଜର ଯୁକ୍ତ ତିନି ଛାତ୍ରଙ୍କୁ ମାଡ ମାରିଥିବା ନେଇ ଶନିବାର ରମ୍ଭା ଥାନାରେ ଅଭିଯୋଗ ହୋଇଥିଲା l ଏହି ମାମଲାରେ ପୋଲିସ ସନ୍ତୋଷ ରେଡୀଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି l…

ଲାଇଟ୍‌ ଆଣ୍ଡ ସାଉଣ୍ଡ୍‌ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ଗଞ୍ଜାମ ଥାନା ଦୁର୍ଗାଦେବୀ ସାହି ସ୍ଥିତ ଷ୍ଟେଟବ୍ୟାଙ୍କ ଏଟିଏମଠାରେ ଲାଇଟ ଏଣ୍ଡ ସାଉଣ୍ଡ ମାଲିକ ବାଳକୃଷ୍ଣ ପଣ୍ଡାଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଜଣାପଡିଛି l ଏଥିରେ ସେ ଆହତ ହୋଇଛନ୍ତି। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ ଦିଲ୍ଲୀପ…

୧୦ ଲକ୍ଷ ଟଙ୍କାର ଫସଲ ନଷ୍ଟ କଲେ ହାତୀପଲ

ଶେରଗଡ଼,୧୦।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୁଷୁଣ୍ଡା ଗ୍ରାମ ନିକଟ ପାକିଡି ପାହାଡ଼ରେ ହାତୀପଲ ୫୦୦ ଭରଣ ଜମିରେ ଲାଗିଥିବା ପନିପରିବା ଫସଲ ନଷ୍ଟ କରିଦେଇଛନ୍ତି। ସୋମବାର ଭୋର ପ୍ରାୟ ୪ଟାରେ ୧୪ଟି ହାତୀ ଜଙ୍ଗଲ ଆଡକୁ ମୁହାଁଇ ଥିଲେ। ଫଳରେ…

୧୭୦ ପାଇପ୍‌ ଜଳ ପ୍ରକଳ୍ପ ଅଚଳ

ଛତ୍ରପୁର,୧୦ା୨(ଡି.ଏନ.ଏ.)-ଆଗକୁ ଖରାଦିନ ଆସୁଛି। ଅପରପକ୍ଷରେ ପୂର୍ବ ବର୍ଷମାନଙ୍କ ଭଳି ଗଞ୍ଜାମ ଜିଲାରେ ପିଇବା ପାଣି ଅଭାବ ଲାଗି ରହିବା ଆଶଙ୍କା ଦେଖାଦେଇଛି। ଜିଲା ଗ୍ରାମାଞ୍ଚଳରେ ଥିବା ୧୭୦ ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ଅଚଳ ରହିଥିବା ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ବ୍ରହ୍ମପୁର ଓ ଭଞ୍ଜନଗର…

ଜିଲା କଂଗ୍ରେସ ଓ ଭାଜପାର ଦାବି: ମୃତକଙ୍କ ପରିବାରକୁ ଦିଆଯାଉ ୧୦ ଲକ୍ଷ କ୍ଷତିପୂରଣ

ବ୍ରହ୍ମପୁର ଅଫିସ, ୧୦ା୨-ରଙ୍ଗେଇଲୁଣ୍ଡା ବ୍ଲକର ମେଣ୍ଢରାଜପୁର ନିକଟରେ ରାସ୍ତାରେ ଓହଳିଥିବା ୧୧ କେଭି ବିଦ୍ୟୁତ୍‌ ତାରରେ ବସ୍‌ ଲାଗି ଜୀବନ୍ତ ଦଗ୍ଧ ହୋଇଥିବା ୯ ଜଣଙ୍କ ପରିବାରକୁ ସରକାର ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବା ଓ ଜଣଙ୍କୁ ଚାକିରି…

ଗଞ୍ଜାମ ହୋଇନି ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ଜିଲା

ଛତ୍ରପୁର,୧୦ା୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସମ୍ପୂର୍ଣ୍ଣ ଭାବେ ବାହ୍ୟ ମଳମୁକ୍ତ ହୋଇ ନ ଥିବା ଜଣାପଡିଛି। ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ)ରେ ଗ୍ରାମାଞ୍ଚଳରେ ନିର୍ମାଣ କରାଯାଉଥିବା ଲକ୍ଷ୍ୟ ପୂରଣ ହେବା ପରେ ଗଞ୍ଜାମକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅପରପକ୍ଷରେ ସ୍ବଛ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri