ବସ୍ରେ ବିଦ୍ୟୁତ୍ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା
ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ମଧ୍ୟ ଜ୍ଞାପନ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାର…
ଯୋଗାଣ ବିଭାଗର ଚଢ଼ାଉ, ୧୪ ସିଲିଣ୍ଡର ଜବତ
ଭଞ୍ଜନଗର,୯।୨(ଡି.ଏନ.ଏ)- ଭଞ୍ଜନଗର ଉପଖଣ୍ଡ ଯୋଗାଣ ବିଭାଗ ପକ୍ଷରୁ ରବିବାର ସକାଳେ ସହରର ବିଭିନ୍ନ ହୋଟେଲରେ ଚଢ଼ାଉ କରାଯାଇ ବେନିୟମ ଭାବେ ବ୍ୟବହାର ହେଉଥିବା ୧୪ଟି ରନ୍ଧନ ଗ୍ୟାସ୍ ସିଲିଣ୍ଡର ଜବତ କରାଯାଇଛି। ବସ୍ଷ୍ଟାଣ୍ଡ ଓ ଏହା ନିକଟରେ ଥିବା ୪ ହୋଟେଲରେ…
ସେନା କର୍ମଚାରୀଙ୍କ ଘରୁ ଚୋରି ଅଭିଯୋଗ
ଦିଗପହଣ୍ଡି,୯ା୨(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକଆଁ ଛକ ନିକଟସ୍ଥ ସାରଥି ନରସିଂହ କଲୋନୀର ଅବସରପ୍ରାପ୍ତ ସେନା କର୍ମଚାରୀ ରବୀନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ଘରୁ ଶନିବାର ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବୀନ୍ଦ୍ରଙ୍କ ଏତଲା କ୍ରମେ ପୋଲିସ ନଂ. ୩୦/୨୦ରେ ମାମଲା ରୁଜୁ କରିଛି। ପ୍ରକାଶ…
୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲା ଯାତ୍ରୀବାହୀ ବସ୍ : ୯ ମୃତ, ୩୦ରୁ ଊର୍ଦ୍ଧ୍ୱ ଗୁରୁତର
ଗୋପାଳପୁର, ୯।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ…
ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ଜଣେ ଗିରଫ: କଲେଜ ଛାତ୍ର ସମେତ ୫ ଆହତ
ଗଞ୍ଜାମ,୯ା୨(ଡି.ଏନ.ଏ.)-ରମ୍ଭା ଥାନା ଅଧୀନ କାର୍ତ୍ତିକଢ଼ି ଗ୍ରାମର ଗୋଟିଏ ଗୋଷ୍ଠୀ ଓ ବେଣିଗୌରୀ ଗ୍ରାମବାସୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ଗଣ୍ଡଗୋଳ ଘଟିଛି। ଏହି ଘଟଣାରେ ବେଣିଗୌରୀ ଗ୍ରାମର କଲେଜ ଛାତ୍ର ଏସ୍. ସନ୍ତୋଷ ରେଡ୍ଡୀ, ଗୋପାଳ ରେଡ୍ଡୀ ଓ ଡମ୍ବୁରୁ…
ଗଞ୍ଜାମର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ପାଣି
ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟଜଳ ର ସୁବିଧା ଅଛି । ଜିଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ…
ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା
ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର ଏସ୍ପିଙ୍କୁ ନେଇ ବୈଠକ କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା…
ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ୫ଟି ଉପରେ କଲେ ସମୀକ୍ଷା
ବ୍ରହ୍ମପୁର ଅଫିସ,୮।୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ ସମ୍ମିଳନୀ କକ୍ଷରେ ୫ଟି ପୋଲିସ ଜିଲାର ଏସ୍ପିଙ୍କୁ ନେଇ ସମୀକ୍ଷା କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା…
ଓପନ୍ ମ୍ୟୁଜିୟମରେ ୨୦ ସ୍କ୍ରାପ୍ କଳାକୃତି
ବ୍ରହ୍ମପୁର ଅଫିସ,୮ା୨-ଦକ୍ଷତା ବିକାଶରେ ବ୍ରହ୍ମପୁର ଆଇଟିଆଇ ସାରା ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହା ରାଜ୍ୟର ଅନ୍ୟ ଆଇଟିଆଇ ଓ ବୈଷୟିକ ଅନୁଷ୍ଠାନ ପାଇଁ ଦକ୍ଷତା ବିକାଶର ସ୍ବାଭିମାନ, ଆଦର୍ଶର ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛି ବୋଲି ରାଜ୍ୟ…
ଚିହ୍ନଟ ୪ଗାଁର ବିସ୍ଥାପିତଙ୍କ ସହ ଆଲୋଚନା
ଦିଗପହଣ୍ଡି,୮ା୨(ଡି.ଏନ୍.ଏ.)-ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ଛେଳିଗଡ଼ ଗ୍ରାମ ନିକଟରେ ଏକ ବୃହତ ଜଳସେଚନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧୯୯୯ ମସିହାରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ୨୦୦୪ରେ ଏହି ପ୍ରକଳ୍ପ ସ୍ବୀକୃତି ପାଇବା ପରେ…
ପୀଠକୁ ବଢ଼ିଲା ବସ୍ ଭଡ଼ା, ଭୋଜି କଲେ ଫି ଆଦାୟ
ଛତ୍ରପୁର,୮ା୨(ଡି.ଏନ.ଏ)-ଗଞ୍ଜାମ ଜିଲାର ଆରାଧ୍ୟା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ଚଳିତବର୍ଷ ୫…
ଆଟେଣ୍ଡାଣ୍ଟଙ୍କ ଦ୍ୱାରା ଚାଲିଛି ପ୍ରାଣୀ ଚିକିତ୍ସା
ଗୋପାଳପୁର,୮ା୨-କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବଜେଟରେ ମଧ୍ୟ କୃଷକଙ୍କ ବିକାଶ ପାଇଁ ଲୋକାଭିମୁଖୀ ଯୋଜନା ମାଧ୍ୟମରେ ବ୍ୟୟ ଅଟକଳ କରୁଛନ୍ତି। ଚାଷୀମାନଙ୍କ ନିମନ୍ତେ ରିହାତିରେ ଋଣ ପ୍ରଦାନ ବ୍ୟବସ୍ଥା…
Archives


