ଗଞ୍ଜାମ

ସର୍ଭେରେ ଅଟକିଛି ନୂଆ ରେଳପଥ ନିର୍ମାଣ

ବ୍ରହ୍ମପୁର ଅଫିସ,୭ା୨-ଗଞ୍ଜାମ ଜିଲା ବେଳାଭୂମି ସହର ଗୋପାଳପୁରରୁ ଶିଳ୍ପ ସହର ରାୟଗଡ଼ା ପର୍ଯ୍ୟନ୍ତ ନୂଆ ରେଳପଥ ନିର୍ମାଣ ପାଇଁ ହୋଇଥିବା ସର୍ଭେର ୧୦ ବର୍ଷ ପୂରିଛି। କେନ୍ଦ୍ର ଦ୍ୱିତୀୟ ଉପା ସରକାର ଏବଂ ଏନ୍‌ଡିଏ ସରକାରଙ୍କ ପ୍ରଥମ ପାଳିରେ ଅଣଦେଖା କରାଯାଇଥିଲା।…

ନାଚକରି ପାଠ ପଢ଼ାଇ ଚର୍ଚ୍ଚାରେ ଶିକ୍ଷକ

ଦିଗପହଣ୍ଡି,(ଡି.ଏନ.ଏ.)/ ପାଟପୁର,୭ା୨- ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପ୍ରାଥମିକ ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷକ ନାଚଗୀତ ମାଧ୍ୟମରେ ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚାରେ ରହିଛନ୍ତି। ଶିକ୍ଷକ ଜଣକ ହେଲେ ସଦାଶିବ ପାଢ଼ୀ। କେବଳ ପାଠପଢ଼ା ନୁହେଁ ନାଚ ଗୀତରେ ପିଲାଙ୍କୁ ନୀତିବାଣୀ ବି…

ଗଞ୍ଜାମରେ ସମୁଦ୍ର ପଥ ମୁକୁଳା, ସୁରକ୍ଷା ଚିନ୍ତା

ଛତ୍ରପୁର,୭ା୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇଯାଇଥିବା ସମୁଦ୍ର ପଥ ମୁକୁଳା ରହିଛି। ଏନେଇ ସୁରକ୍ଷା ଚିନ୍ତା ଆହୁରି ବଢିଯାଇଛି। ସାମୁଦ୍ରିକ ଥାନା ବୋଟ୍‌ରେ ସମୁଦ୍ରରେ ପାଟ୍ରୋଲିଂ ହୋଇପାରୁନି। ଅଧିକାଂଶ ମତ୍ସ୍ୟଜୀବୀଙ୍କ ନିକଟରେ ମତ୍ସ୍ୟ ବିଭାଗ ପ୍ରଦତ୍ତ ପରିଚୟ ପତ୍ର ନାହିଁ। ଅନେକ ବୋଟର…

କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଥିଲା । ତାଙ୍କ ନମୂନା ପରୀକ୍ଷା ପରେ ସେ…

୮ ଘଣ୍ଟା ମୃତଦେହ ପକାଇ ରଖିଲେ ପରିବାର: ଶୁଭେନ୍ଦୁ ହତ୍ୟାକାରୀଙ୍କ ଗିରଫ ପ୍ରତିଶ୍ରୁତି ମିଳିଲା

ରାଇକିଆ,୬ା୨(ଡ଼ି.ଏନ.ଏ)-ଗତ ଜାନୁୟାରୀ ୧୫ରୁ ନିଖୋଜ ଥିବା ରାଇକିଆ କନ୍ୟାଶ୍ରମ ସାହିର ଶୁଭେନ୍ଦୁ ମଲିକଙ୍କ ମୃତଦେହ ଗୁରୁବାର ଡଲାମାହା ପାହାଡ଼ରୁ ଠାବ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଓ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଛାଡ଼ି…

ଶ୍ରମିକ ପଞ୍ଜୀକରଣ ହେଉନି: ଶ୍ରମ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୬ା୨(ଡି.ଏନ.ଏ)-ଓଡିଶା ନିର୍ମାଣ ଶ୍ରମିକ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଧାରଣା ଦିଆଯାଇଥିଲା। ପରେ ଜିଲା ଶ୍ରମ ଅଧିକାରୀ ଶିବ ସାହୁଙ୍କ ସହ ୟୁନିୟନର ଏକ ପ୍ରତିନିଧି ଦଳର ଆଲୋଚନା ହୋଇଥିଲା…

ଜୁଆ ନିଶାରେ ମସ୍‌ଗୁଲ ଧରାକୋଟ ଥାନା ପୋଲିସ: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ଧରାକୋଟ, ୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ବାରାକ୍‌ ମଧ୍ୟରେ ଥାନାର ପୋଲିସ କର୍ମଚାରୀମାନେ ତାସ୍‌ ଖେଳିବା ଘଟଣା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୪ରୁ ୫ଜଣ କର୍ମଚାରୀ ଖାକି ଓ ସାଦା ପୋଷାକରେ ନଗଦ ଟଙ୍କା ଏବଂ ମୋବାଇଲ ରଖି…

୫୦ ଲକ୍ଷ ଡକାୟତି ଘଟଣାର ପର୍ଦ୍ଦାଫାଶ: ମୁଖ୍ୟ ଅଭିଯୁକ୍ତ ସମେତ ୫ ଗିରଫ

ବ୍ରହ୍ମପୁର ଅଫିସ,୬।୨: ବଡ଼ବଜାର ଥାନା ପୋଲିସ ଏକ ବଡ଼ଧରଣ ଡକାୟତି ଘଟଣାର ପର୍ଦ୍ଦାଫାଶ କରିଛି । ୩ ଜଣ ପେସାଦାର ଅପରାଧୀ ଓ ୨ ଜଣ ଲୁଟ୍‌ ଟଙ୍କା ରଖିଥିବା ଅଭିଯୋଗରେ ବୁଧବାର ବିଳମ୍ବିତ ରାତିରେ ସେମାନଙ୍କୁ ପୋଲିସ ଗିରଫ କରିଥିବା…

ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର ପ୍ରବେଶ…

ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନକଲି ଶିକ୍ଷୟିତ୍ରୀ…

ଘରୋଇକରଣ ପ୍ରୀତି

ଦକ୍ଷିଣ ଓଡ଼ିଶାର ବୃହତ୍ତମ ସହର ବ୍ରହ୍ମପୁର ପୌରସଂସ୍ଥାକୁ ୧୫୨ ବର୍ଷ ପୂରିଛି। ୧୦ ବର୍ଷ ତଳୁ ସରକାରଙ୍କ ପକ୍ଷରୁ ମହାନଗର ନିଗମ ମାନ୍ୟତା ମିଳିଛି। ତେଣୁ ବିଭିନ୍ନ ଉନ୍ନୟନ ଯୋଜନା ପାଇଁ ବିପୁଳ ପରିମାଣର ଅନୁଦାନ ଆସୁଛି। ଅନେକ ଜାତୀୟକରଣ ବ୍ୟାଙ୍କ…

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ଗଞ୍ଜାମ କଂଗ୍ରେସର ବିରୋଧ

ବ୍ରହ୍ମପୁର ଅଫିସ,୬ା୨-ବିଜୁଳି ଶୁଳ୍କ ବୃଦ୍ଧି ପାଇଁ ବିତରକ ସଂସ୍ଥାଗୁଡ଼ିକ ଜୋରସର ପ୍ରୟାସ ଚଳାଇଛନ୍ତି। ସେଥିପାଇଁ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଗତ ସୋମବାରରୁ ଶୁଣାଣି ଆରମ୍ଭ କରିଛନ୍ତି। ଏବେ ପ୍ରତି ୟୁନିଟ ପିଛା ଘରୋଇ ବ୍ୟବହାର ଲାଗି ୨ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri