ଗଞ୍ଜାମ

ସାର ପାଇଁ କୃଷି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କଲେ ଚାଷୀ

ବୁଗୁଡ଼ା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳରେ ଚାଷୀମାନେ ସାର ନ ପାଇ ହଇରାଣ ହରକତ ହେଉଥିବା ବେଳେ ସେମାନେ ସାର ପାଇବା ପାଇଁ ସ୍ଥାନୀୟ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଧାରଣା ସହ ପ୍ରତିବାଦ କରିଥିବା ଜଣାପଡ଼ିଛି। ଖବର ପାଇ ତହସିଲଦାର…

ଗଣେଶ ପୂଜା ଦିନ ଛତ୍ରପୁର ସବ୍‌ଡିଭିଜନରେ ୫୦ ହଜାର ଟପିବ କରୋନା ଟେଷ୍ଟ

ଛତ୍ରପୁର,୨୧।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ସର୍ବସଧାରଣ ସ୍ଥାନରେ ପାଳନ ହେବନି ଗଣେଷ ପୂଜ। ତେବେ ଛତ୍ରପୁର ସବ୍‌ଡିଭିଜନରେ ଲୋକେ ଘରେ ପୂଜା କରନ୍ତୁ ବୋଲି ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ ପଟୱାରି ଶୁକ୍ରବାର ଅନୁଷ୍ଠିତ ଖବରଦାତା…

ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ମାଷ୍ଟରମାଇଣ୍ଡ୍‌ ସମେତ ୭ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୦ା୮: ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ତାଙ୍କ ଦୋକାନର ସେଲସମ୍ୟାନ୍‌ଙ୍କୁ ହତ୍ୟା ଉଦ୍ୟମ କରିଥିବା ଘଟଣାରେ ସଦର ଥାନା ପୋଲିସ ଘଟଣାର ମାଷ୍ଟରମାଇଣ୍ଡ୍‌ ସମେତ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ୍‌ ବେନ୍ଦାଳିଆ ଗ୍ରାମର ଦୁର୍ଦ୍ଦାନ୍ତ…

୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୦ା୮: ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ୍‌ ନମ୍ବର ୨୩୬/୨୦ ଅନୁସାରେ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ କାଳିଆ ସ୍ବାଇଁ (୩୨)ବୋଲି ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି ।…

କଣ୍ଟେନ୍‌ମେଣ୍ଟ ଜୋନ୍‌କୁ ନେଇ ତାତିଲେ ବ୍ୟବସାୟୀ, ଅତିରିକ୍ତ ତହସିଲଦାରଙ୍କୁ କଲେ ଘେରାଉ

ଜଗନ୍ନାଥପ୍ରସାଦ,୨୦ା୮: ବର୍ତ୍ତମାନ କରୋନା ନିୟମ କଟକଣାକୁ ନେଇ ପ୍ରଶାସନ ଓ ବ୍ୟବସାୟୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ଗୁରୁବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାଦୁଆ ଅଞ୍ଚଳରେ ଥିବା ବଜାରର କିଛି ଖୁଚୁରା ବ୍ୟବସାୟୀ ଦୋକାନ ସକାଳ ୮ଟାରେ ଖୋଲିଥିଲେ। ଏହା…

କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିବା ପ୍ରବାସୀଙ୍କୁ ମିଳି ନ ଥିଲା ସହାୟତା ରାଶି, ଆନ୍ଦୋଳନ ପରେ ହେଲା ଏମିତି

ଦିଗପହଣ୍ଡି,୨୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗ୍ରାମର କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିବା ପ୍ରବାସୀଙ୍କୁ ଦୀର୍ଘଦିନ ହେଲା ସରକାରୀ ସହାୟତା ଅର୍ଥରାଶି ପ୍ରଦାନ କରାଯାଇ ନ ଥିଲା। ଏ ନେଇ ସେମାନେ ବହୁବାର ଦାବି ଆପତ୍ତି କରିଥିଲେ ସୁଦ୍ଧା ସେମାନଙ୍କୁ ପ୍ରାପ୍ୟ…

ଅନ୍‌ଲାଇନ ପାଠପଢାରେ ବାଧା ସାଜିଛି ମୋବାଇଲ ନେଟୱାର୍କ: ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ର 

ପୁରୁଷୋତ୍ତମପୁର,୨୦।୮(ଡି.ଏନ.ଏ.): ସମଗ୍ର ବିଶରେ ମାରାତ୍ମକ ମହାମାରୀ କରୋନାର ପ୍ରକୋପ ଜାରି ରହିଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମୋବାଇଲ ନେଟୱାର୍କ କମ୍ପାନୀ ଛାତ୍ରୀଛାତ୍ରଙ୍କ ଉପରେ ଦାଉ ସାଧୁଛନ୍ତି। ଯାହାଦ୍ୱାରା ଶିିିକ୍ଷାଦାନ ସହ ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ରମାନେ। କରୋନା ଯୋଗୁ…

ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ରାଜ୍ୟର ମୋଟ ୪୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ଗଞ୍ଜାମ…

ମହଜୁଦ୍‌ ଥାଇ ବି ଚାଷୀଙ୍କୁ ଦେଲେନି ସାର

ବୁଗୁଡ଼ା,୨୦ା୮(ଡି.ଏନ୍‌.ଏ.)- ବୁଗୁଡ଼ାର କେତେକ ସାର ଦୋକାନରେ ସାର ମହଜୁଦ ଥାଇ ମଧ୍ୟ ଚାଷୀଙ୍କୁ ଦିଆଯାଉ ନ ଥିଲା। ଏ ନେଇ ଚାଷୀମାନେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ପ୍ରଶାସନର ହସ୍ତକ୍ଷେପ ଫଳରେ ଚାଷୀ ସାର ପାଇଥିବା ଜଣାପଡ଼ିଛି। ବର୍ତ୍ତମାନ ଚାଷ ପାଇଁ…

ବାଲି ଟ୍ରକ ଅଟକାଇ ଡକାୟତି ମାମଲା: ବୋମା, ଖଣ୍ଡା ଜବତ; ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଡକାୟତି ମାମଲାରେ କେ.ନୂଆଗାଁ ଥାନା ପୋଲିସ ବୁଧବାର ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି।…

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା ବେଳେ…

ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?