ଗଞ୍ଜାମ

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ ସଂଗରୋଧ ଗୃହରେ ରଖାଯାଇଥିଲା। ପ୍ରବାସୀମାନେ ସଙ୍ଗରୋଧରେ ରହିବା ଦ୍ୱାରା ମହାମାରୀ କରୋନାର ମୁକାବିଲା କରାଯାଇପାରିବ…

ବୁଗୁଡ଼ାରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ବୁଗୁଡ଼ା,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ବିଭିନ୍ନ ସ୍ଥାନରେ ୭୪ତମ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ବ୍ଲକ କାର୍ଯ୍ୟାଳୟରେ ବିଡିଓ ତନ୍ମୟ ପାତ୍ରଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ ପତାକା ଉତ୍ତୋଳନ କରିଛନ୍ତି। ଏହା ସହ ବ୍ଲକ ପ୍ରଶାସନ ପକ୍ଷରୁ…

ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ ଓକିଲ ସଂଘ କାର୍ଯ୍ୟାଳୟରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଛନ୍ତି। ଏହା…

ବଞ୍ଚିଛି ମାନବିକତା: ମା’-ବାପା ଛେଉଣ୍ଡ ୩ ପିଲାଙ୍କୁ ସହାୟତାର ହାତ ବଢ଼ାଇଲେ…

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ଗାଁରେ। ମା’-ବାପା ଛେଉଣ୍ଡ ୩ ଅସହାୟ ପିଲାଙ୍କୁ ଛତ୍ରପୁର ଶକ୍ତି ଏଜୁକେଶନ ଆଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ପରିଚାଳିତ ୟୁରୋ କିଡ୍‌ସ…

ଗଞ୍ଜାମରେ ପାଳିତ ହେଲା ଜିଲାସ୍ତରୀୟ ସ୍ବାଧୀନତା ଦିବସ; ସଂଗ୍ରାମୀଙ୍କ ତ୍ୟାଗ, ବଳିଦାନ ପାଇଁ ଆମେ ପାଇଛୁ ସ୍ବାଧିନତା: ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ):ଗଞ୍ଜାମରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସମାରୋହ ଶନିବାର ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛିା ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରଛନ୍ତି । ଜିଲାପାଳ ତାଙ୍କ…

ମାଟିରେ ମିଶିବାକୁ ଯାଉଛି ବ୍ରିଟିଶ ଅମଳର ଐତିହାସିକ ପାରାଗୁଡି!

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଅନେକ ଐତିହାସିକ ସ୍ଥାନ ମଧ୍ୟରୁ ପାରାଗୁଡ଼ି ଅନ୍ୟତମ l ଏହା ଜୟଶ୍ରୀ ଛକଠାରୁ ଅନୀତି ଦୂର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ l ବ୍ରିଟିଶ ଅମଳରୁ ଏହା ନିର୍ମାଣ ହୋଇଥିବା ସ୍ଥାନୀୟ ଅଞ୍ଚଳର ବୟସ୍କ ବ୍ୟକ୍ତିମାନେ…

ଦିଗପହଣ୍ଡିରେ ପାଳିତ ହେଲା ସ୍ବାଧୀନତା ଦିବସ

ଦିଗପହଣ୍ଡି,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟରେ ମାଜିଷ୍ଟ୍ରେଟ ସଞ୍ଜୟ ଶୁଭବ୍ରତ ଆଚାର୍ଯ୍ୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ…

ଗଞ୍ଜାମରେ ୧ ଲକ୍ଷ ଟପିଛି କରୋନା ଟେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୮-ଗଞ୍ଜାମ ଜିଲାରେ କରୋନା ସ୍ଥିତି ସୁଧୁରୁଛି ା ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। କରୋନା ଟେଷ୍ଟ ବୃଦ୍ଧି ପାଇଛି ା ଜିଲାରେ ଟେଷ୍ଟ ସଂଖ୍ୟା ଏକ ଲକ୍ଷରେ ପହଞ୍ଚିଥିବା ଶୁକ୍ରବାର ବ୍ରହ୍ମପୁର ଟାଉନହଲ ପରିସରରେ ଅନୁଷ୍ଠିତ ଖବରଦାତା…

ଘରକୁ ବନ୍ଧୁ ଆଣିବାରୁ ହତ୍ୟା ଘଟଣା, ୪ ଗିରଫ

ଜଗନ୍ନାଥପ୍ରସାଦ,୧୪ା୮(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ଥାନା କରଡ଼ାପଲ୍ଲୀ ଗ୍ରାମରେ ବୁଧବାର ରାତିରେ କରୋନା କଟକଣା ବେଳେ ଘରକୁ ବନ୍ଧୁ ଆଣିଥିବାରୁ ପ୍ରମୋଦ ବେହେରାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ…

ସଂକ୍ରମିତଙ୍କୁ କଲ୍‌ ସହ ଜୁମ୍‌ ଭିସିରେ ବୁଝାଯାଉଛି ସ୍ବାସ୍ଥ୍ୟବସ୍ଥା: ୧୫ରୁ ଭ୍ରାମ୍ୟମାଣ ସ୍ବାସ୍ଥ୍ୟସେବା

ଛତ୍ରପୁର,୧୪।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଡିଭିଜନରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା କମୁଛି। ୮୧ ପ୍ରତିଶତ ଲୋକ କରୋନାରୁ ସୁସ୍ଥ ହେବା ସହ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୧.୦୪ ପ୍ରତିଶତଙ୍କ ମୃତ୍ୟୁ ଘଟିଛି । କୋଭିଡ୍‌ ନିୟନ୍ତ୍ରଣ ପାଇଁ ସଚେତନତା କାର୍ଯ୍ୟକ୍ରମ, ଟେଷ୍ଟ…

ଛତ୍ରପୁରବାସୀଙ୍କୁ ଡରାଉଛି କରୋନା: ୱାର୍ଡ ବାସିନ୍ଦା, ଦୋକାନୀଙ୍କ ସ୍ବାବ ସଂଗ୍ରହ

ହଛତ୍ରପୁର,୧୪।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁରବାସୀଙ୍କୁ କରୋନା ଡରାଇବାରେ ଲାଗିଛି । ଏଠାରେ ଦୈନିକ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଛି । ଗୁରୁବାର ଛତ୍ରପୁର ଏନ୍‌ଏସିର ୩ ନଂ. ୱାର୍ଡ ଅଧିନ ରେଲ୍‌ୱେ କଲୋନୀରେ ୯ ଜଣ, ରିକାପଲ୍ଲୀ ମେନ୍‌ ରୋଡ୍‌, କୋର୍ଟ…

ରାସ୍ତା ସମ୍ପ୍ରସାରଣ ଆଳରେ ମାଛ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିଲା, ରାସ୍ତାପାର୍ଶ୍ୱରେ ଚାଲିଛି ବ୍ୟବସାୟ

ଗଞ୍ଜାମ,୧୪ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ଜୟଶ୍ରୀ ଛକଠାରୁ ଦାମୋଦରପୁର ପର୍ଯ୍ୟନ୍ତ ଉଭୟ ପାର୍ଶ ରାସ୍ତା ନିର୍ମାଣ କାମ ଚାଲିଛି l ଏଥିପାଇଁ ବଜାରରେ ଥିବା ଦୋକାନ ଓ ଉଠା ଦୋକାନୀମାନଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ବଡ଼ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?