ଗଞ୍ଜାମ

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣାଟି ଗଞ୍ଜାମ ଥାନା ଅଧୀନ ଦୁର୍ଗାଦେବୀ ସାହିରେ ଘଟିଯାଇଛି। ମୃତ ମହିଳା ଜଣକ…

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯାଇଛି। ବୁଧବାର ସନ୍ଧ୍ୟାରେ ଘଟିଥିବା ଏହି ଅଭାବନୀୟ…

ଗଞ୍ଜାମ ବ୍ଲକ ସମୁଖରେ ବାମଦଳର ବିକ୍ଷୋଭ, ଏହି ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଆଞ୍ଚଳିକ କମିଟି ସିପିଆଇଏମ ପକ୍ଷରୁ ଗୁରୁବାର ଦିନ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପ୍ରଥମେ ଦଳୀୟ କର୍ମୀ ଓ ନେତାମାନେ ତ୍ରିବେଣୀ ମଠ ଛକ ଠାରୁ ବିରାଟ…

କେନ୍ଦ୍ରୀୟ ବିଦ୍ୟାଳୟରେ ବିଦ୍ୟା ପ୍ରବେଶ ଉତ୍ସବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା…

ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁବାର ପ୍ରଥମ ଶ୍ରେଣୀର ବିଦ୍ୟା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ପ୍ରଦୀପ କମାନୁ ସଭାପତିତ୍ୱ କରି କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଇତିହାସ ଓ ଶିକ୍ଷା ପ୍ରଣାଳୀ ସଂପର୍କରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି – ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।ଫଳରେ ୩ ଜଣ ଗୁରୁତର ଆହତ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ହୋଇ…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା ମା’ ବ୍ରହ୍ମଦେବୀ ମନ୍ଦିର ରାସ୍ତାରେ ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ସମୟରେ ଘଟିଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର ଲୋକପ୍ରିୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଭୂମି ପୂଜା କରିଛନ୍ତି । ଭୂମି…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ବଜ୍ରପାତ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?