ଗଞ୍ଜାମ

କାନ୍ଥ ନିର୍ମାଣ ନେଇ ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୩ ଗୁରୁତର: ୫ ଗିରଫ

ଆସିକା,୨।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗ୍ରାମରେ ଶନିବାର ବିଳମ୍ବତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଉକ୍ତ ଗ୍ରାମର ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଗୌଡ, ତାଙ୍କ ପୁଅ…

୧୮ ଫୁଟ ଖାଲରେ ଖସିପଡ଼ିଲା ହାତୀ: ୫ ଘଣ୍ଟାର ଅପରେଶନ ପରେ ଉଦ୍ଧାର କଲା ବନବିଭାଗ

ଶେରଗଡ଼/ଦିଗପହଣ୍ଡି,୨।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଳକ ଅଧୀନ ଅଲାରିଗଡ଼ ଗ୍ରାମ ଲଣ୍ଡା ଶିଖ ଜେନାଖୋଲ ପାହାଡ଼ ନିକଟରେ ପ୍ରାୟ ୧୮ ଫୁଟ ଖାଲରେ ଏକ ମାଈହାତୀ ଖସି ପଡ଼ିଥିଲା। ବନକର୍ମଚାରୀ, ଦମକଳବାହିନୀ ଏବଂ ଗ୍ରାମବାସୀଙ୍କ ପ୍ରଚେଷ୍ଟାରେ ଦୀର୍ଘ ୫ ଘଣ୍ଟା ପରେ…

କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ ତରଫରୁ ଏହି କାର୍ଯ୍ୟକ୍ରମ…

ମା’, ପୁଅଙ୍କୁ ଖଣ୍ଡାରେ ଆକ୍ରମଣ ଘଟଣା: ଜେଜେବିରେ ହାଜର ହେଲେ ନାବାଳକ

ବ୍ରହ୍ମପୁର ଅଫିସ,୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପଣ୍ଡା କଲୋନୀରେ ରହୁଥିବା ମୀନାକ୍ଷୀ ମିଶ୍ର ଓ ତାଙ୍କ ପୁଅ ରାଜା ଓରଫ କୃତ୍ତିବାସ ମିଶ୍ରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଜଣେ ନାବାଳକଙ୍କୁ ଶନିବାର ଜୁଭେନାଇଲ ଜଷ୍ଟିସ ବୋର୍ଡ (ଜେଜେବି)ରେ ହାଜର କରିଛି। ପରେ ନାବାଳକଙ୍କୁ…

ସମୟକୁ ଜ୍ଞାନ ଆହରଣରେ ଉପଯୋଗ କର: ମନ୍ତ୍ରୀ

ବ୍ରହ୍ମପୁର ଅଫିସ,୨ା୨-ପଠ୍ୟପୁସ୍ତକ ଅଧ୍ୟୟନ ଜୀବନର ମାପକାଠି ନୁହେଁ । କେବଳ ପାଠ୍ୟଖସଡା ସମ୍ପର୍କିତ ପୁସ୍ତକ ପଢି ପରୀକ୍ଷା ଦେବା ଶିକ୍ଷାର ମୂଳମନ୍ତ୍ର ନୁହେଁ । ପାଠ୍ୟପୁସ୍ତକ ସହ ଗ୍ରନ୍ଥାଗାରରେ ସଂଗୃହୀତ ପୁସ୍ତକ, ଖବରକାଗଜ ଅଧ୍ୟୟନ ମାଧ୍ୟମରେ ବାହ୍ୟଜ୍ଞାନ ଆହରଣ କରି ସମୟର…

ବଟି ମାଗିବାକୁ କେନ୍ଦ୍ରକରି ଥାନାରେ ଏତଲା

ଗଞ୍ଜାମ,୧ା୨(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମରେ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମ୍ୟ ଜଳ ଯୋଗାଣ ପକ୍ଷରୁ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। କିନ୍ତୁ କିଛି ଅସାମାଜିକ ବ୍ୟକ୍ତି ଆମ ଏରିଆରେ କାର୍ଯ୍ୟ ହେଉଛି, ତେଣୁ ଆମକୁ ବଟି ଦେବାକୁ…

ଦର ବୃଦ୍ଧି ନ କଲେ ଆଖୁ ଦେବେନି ଚାଷୀ

ଆସିକା,୧ା୨(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପରେ ଚଳିତ ବର୍ଷ ପାଇଁ ଶୁକ୍ରବାର ମଧ୍ୟାହ୍ନରେ ଆଖୁପେଡା ଆରମ୍ଭ ହୋଇଛି। ଶୁଭ ମୂହୁର୍ତ୍ତ ଦିନ ପ୍ରାୟ ୧ଟାବେଳେ କାରଖାନା ଆଖୁ ନାଳିରେ ଆଖୁପକାଯାଇ ଆନୁଷ୍ଠାନିକ ଭାବେ ଆଖୁପେଡା ଆରମ୍ଭ କରାଯାଇଥିଲା। ତେବେ ଆଖୁଚାଷୀଙ୍କୁ ସେମାନଙ୍କ ଆଖୁ କାଟିବା…

ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ ଓ ତାରାତାରିଣୀ ଶକ୍ତିପୀଠ ଗୋଳନ୍ଥରା ନିକଟ ଭୈରବୀପୀଠ ହଳଦିଆପଦର କନିଷି ପାଇଁ ଚଳାଚଳ ହେଉଥିଲା…

ପାଚେରିରେ ଅଟକିଛି ପ୍ଲାନେଟାରିୟମ ନିର୍ମାଣ

ବ୍ରହ୍ମପୁର ଅଫିସ,୧ା୨ – ଗୋପାଳପୁର ବେଳାଭୂମି ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଇବା ନିମନ୍ତେ ବିକ୍ରମପୁରଠାରେ ରାଜ୍ୟର ତୃତୀୟ ପ୍ଲାନେଟାରିୟମ ଓ ସାଇନ୍ସ ପାର୍କ ନିର୍ମାଣ ପାଇଁ ଯୋଜନା ହୋଇଛି । ହେଲେ କାର୍ଯ୍ୟରେ ଅଗ୍ରଗତି ହେଉ ନ ଥିବାରୁ ଏହା କେବଳ…

୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା ପାଇଁ…

୫-ଟି ସଚିବଙ୍କ ହିଞ୍ଜଳି ଗସ୍ତ: ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ, ଶିକ୍ଷା ବ୍ୟବସ୍ଥା ସୁଧାର ଉପରେ ଗୁରୁତ୍ୱ

ଶେରଗଡ଼, ୩୧।୧(ଡି.ଏନ୍‌.ଏ.): ରାଜ୍ୟର ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜଳି ବ୍ଲକ ଗସ୍ତରେ ଆସି ବିଭିନ୍ନ ବିଦ୍ୟାଳୟ ଏବଂ ପ୍ରକଳ୍ପ ବୁଲି ଦେଖିଛନ୍ତି। ସକାଳ ୮ଟାରେ ସେ ନନ୍ଦିକ ଗ୍ରାମରେ ଥିବା ଉନ୍ନତ ଉଚ୍ଚ ବିଦ୍ୟାଳୟ ପହଞ୍ଚି…

ତାରାତାରିଣୀଙ୍କୁ ଦର୍ଶନ କଲେ ଭି.କେ. ପାଣ୍ଡିଆନ: ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା

ପୁରୁଷୋତ୍ତମପୁର,୩୧।୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟିର ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ଅଚାନକ ଗଞ୍ଜାମ ଜିଲାର ମା’ତାରା ତାରିଣୀଙ୍କ ଦର୍ଶନ ଲାଗି ଶୁକ୍ରବାର ସକାଳେ ଆସି ପହଞ୍ଚିଛନ୍ତି। ସେ ମା’ଙ୍କ ଦର୍ଶନ କରିବା ସହ ମନ୍ଦିରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri