ଗଞ୍ଜାମ

ଦୁର୍ଘଟଣା ରୋକିବା ପାଇଁ ନୂଆ ପ୍ରୟାସ, ଜାତୀୟ ରାଜପଥ କଡ଼ରେ ଲୋକଙ୍କ ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ,୩୧ା୧- ସଡକ ଦୁର୍ଘଟଣା ଜନିତ ମୃତ୍ୟୁହାର କମାଇବା ପାଇଁ ସରକାର ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏପରିକି ଦ୍ରୁତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ଟ୍ରାଫିକ ନିୟମକୁ କଡାକଡି କରାଯାଇଛି। ଏହା ସତ୍ତ୍ବେ ମଧ୍ୟ ସଡକ ଦୁର୍ଘଟଣାରେ ଲୋକଙ୍କ…

ପୋଲିସ ପରିଚୟ ଦେଇ ସୁନାଚେନ୍‌, ମୁଦି ଲୁଟ୍‌

ଚିକିଟି,୩୧ା୧(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚିକିଟି ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ଜଣେ ବୃଦ୍ଧ ଲୁଟର ଶିକାର ହୋଇଛନ୍ତିି ା ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ବଇରିବାଡ ଗ୍ରାମର ପି.ଦଣ୍ଡ। ପୋଲିସ ପରିଚୟ ଦେଇ ଦୁର୍ବୃତ୍ତମାନେ ତାଙ୍କଠାରୁ…

ରାଧାରାଣୀ ପାଣି ପଞ୍ଚାୟତକୁ ଶ୍ରେଷ୍ଠ ପୁରସ୍କାର

ପୁରୁଷୋତ୍ତମପୁର,୩୧ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳି ଗ୍ରାମର ରାଧାରାଣୀ ପାଣିପଞ୍ଚାୟତକୁ ରାଜ୍ୟ ସରକାରଙ୍କ ଉଠା ଜଳ ସେଚନ ବିଭାଗ ପକ୍ଷରୁ ଶ୍ରେଷ୍ଠ ପାଣିପଞ୍ଚାୟତ ଭାବେ ପୁରସ୍କୃତ କରାଯାଇଛି। ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଭୁବନେଶ୍ୱର…

ମହାନଦୀ, ଶାଳିଆରୁ ଗଞ୍ଜାମକୁ ଆସିବ ପାଣି

ଛତ୍ରପୁର,୩୧ା୧(ଡି.ଏନ୍‌.ଏ.)- ନୟାଗଡ ଜିଲା ଦେଇ ଯାଇଥିବା ମହାନଦୀ ଓ ଖୋର୍ଦ୍ଧା ଜିଲା ଦେଇ ଯାଇଥିବା ଶାଳିଆ ଡ୍ୟାମ୍‌ରୁ ଗଞ୍ଜାମ ଜିଲାକୁ ପାଣି ଅଣାଯିବ। ଏନେଇ ୨ଟି ମେଗା ଜଳ ଯୋଗାଣ ପ୍ରସ୍ତାବ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ…

‘ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ’

ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ । ଉପେନ୍ଦ୍ର ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ ବୋଲି ଗୁରୁବାର ଶ୍ରୀପଞ୍ଚମୀରେ କବିସମ୍ରାଟଙ୍କ…

‘ସାମ୍ବାଦିକତାରେ ବିଘଟନ ସୃଷ୍ଟି ହୋଇଛି’

ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ ସାମ୍ବାଦିକତାର ଗୁଣାମତ୍କ ବିକାଶରେ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ତେଣୁ ଏନେଇ…

କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକଙ୍କ ଉଦ୍‌ବେଗ

ଛତ୍ରପୁର,୩୦ା୧(ଡି.ଏନ୍‌.ଏ.) -ଗଞ୍ଜାମ ଜିଲାପରିଷଦ ସାଧାରଣ ଅଧିବେଶନ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ। ବୈଠକ ପ୍ରାରମ୍ଭରୁ ହିଁ ଚାଷୀମାନଙ୍କୁ କାଳିଆ ଯୋଜନାରେ ଟଙ୍କା ମିଳୁ…

ମନମୋହିଲା ‘ବଡି ବିଲ୍ଡିଂ ଶୋ’ର ସୁନ୍ଦର ସ୍ବାସ୍ଥ୍ୟ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୩୦ା୧-ସ୍ଥାନୀୟ ଖଲ୍ଲିକୋଟ କଲେଜ ଖେଳ ପଡିଆରେ ଚାଲିଥିବା ୭ମ ମହାନଗର ମହୋତ୍ସବର ବୁଧବାର ଥିଲା ତୃତୀୟ ସନ୍ଧ୍ୟା ା ଏହାକୁ ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଶାନ୍ତନୁ କୁମାର ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ ା ମହୋତ୍ସବ…

ଗଞ୍ଜାମ ଜିଲାପରିଷଦ ବୈଠକ: କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକମାନଙ୍କ ଉଦ୍‌ବେଗ

ଛତ୍ରପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଳେଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଓଡ଼ିଶାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ, ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା…

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ( ୪୦),…

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri