ଗଞ୍ଜାମ

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡା ଜିଲ୍ଲା ଟିକିରି ରୁ ୪୮ ଜଣ ଯାତ୍ରୀଙ୍କୁ ନେଇ ପୁରୁଷୋତ୍ତମପୁର…

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ ଜଣେ…

ମାସକରେ ସମ୍ପୂର୍ଣ୍ଣ ହେବ ରେଲୱେ ଓଭରବ୍ରିଜ୍‌

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଏବଂ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ନିର୍ମାଣାଧୀନ ରେଲୱେ ଓଭରବ୍ରିଜ ମାସକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ପୂର୍ତ୍ତ ବିଭାଗ ଇଞ୍ଜିନିୟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ କାର୍ଯ୍ୟରେ ବାଧକ…

ଏମ୍‌କେସିଜିରେ କରୋନା ଭାଇରସ ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ବ୍ରହ୍ମପୁର ଅଫିସ,୨୯ା୧: ଚାଇନାରୁ ଚିହ୍ନଟ କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବ୍ରହ୍ମପୁର ଏମ୍‌କେସିଜିରେ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ମିଳିଛି ା ଏନେଇ ଏମ୍‌କେସିଜିର କାଜୁଆଲିଟି ଉପରମହଲାରେ କରୋନା ଭାଇରସ୍‌…

ଟ୍ରକ୍‌ ଧକ୍କାରେ ଝିଅ ମୃତ, ବାପା ଆହତ

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ସହର ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ଫଳରେ ହଳଦିଆପଦର ଲେଭଲ କ୍ରସିଂଠାରୁ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ଚାଲିଯାଉଛି। ମଙ୍ଗଳବାର ହଳଦିଆପଦର ଦେଇ ଲାଞ୍ଜିପଲ୍ଲୀ…

ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର…

ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗସ୍ତ ଅବସରରେ ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ରାଜ୍ୟପାଳଙ୍କୁ…

ପିଏମ୍‌ଜିଏସ୍‌ୱାଇ: ମାର୍ଚ୍ଚ ୩୧ ସୁଦ୍ଧା ଖର୍ଚ୍ଚ ନ କଲେ ଅନୁଦାନ ଫେରିବ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପିଏମ୍‌ଜିଏସ୍‌ୱାଇ ଅନୁଦାନ ମାର୍ଚ୍ଚ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଲୋଚାପଡା ଲକ୍ଷ୍ମୀନଗରର ଚିଣ୍ଟୁ ସେଠୀ (୨୨)। ପୋଲିସ…

ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି ଓ ଜଙ୍ଗଲ ଅଧିକାର, ଆଦିବାସୀ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟସେବା, ପିଇବା ପାଣି, ଜଳସେଚନ, ସେତୁ…

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍‌ କୁମାର ପାତ୍ର ଆହାତ ହୋଇଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ରଙ୍କ ଏତଲାକୁ ଭିତ୍ତି କରି…

୭ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୭।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଂଗଠନ ପକ୍ଷରୁ ୭ ଦଫା ଦାବି ନେଇ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏଥିସହ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରାହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri