ଗଞ୍ଜାମ

୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଛତ୍ରପୁର,୪ା୧୦(ଡି.ଏନ.ଏ.)- ଛତ୍ରପୁର ପୋଲିସ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣଙ୍କୁ ଗିରଫ କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ମିଲ୍‌ କତୁରୁ ଗଁ।ର ବି ସନ୍ତୋଷ ପାତ୍ର ଓରଫ ବୁଚି ପାତ୍ର।...

୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ ୧୩ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି। ଜୁଆଆଡ୍ଡାରୁ ୨୪ ହଜାର ୩୨୦ ଟଙ୍କା, ୪...

ଜମି ବିବାଦ ତୁଟିଲା, କାର୍ଯ୍ୟକ୍ଷମ ହେଲା ଅଙ୍ଗନଓ୍ବାଡି କୋଠା

ଖଲ୍ଲିକୋଟ,୪ା୧୦(ଡି.ଏନ.ଏ.)- ଜମି ବିବାଦ ଯୋଗୁ ଖଲ୍ଲିକୋଟ ବ୍ଲକ କହ୍ନେଇପୁର ପଞ୍ଚାୟତ କନ୍ଦିଗଁାରେ ପ୍ରାୟ ବର୍ଷେ ହେଲା ନିର୍ମିତ ଅଙ୍ଗନୱାଡ଼ି କେନ୍ଦ୍ର-୧ କୋଠା କାର୍ଯ୍ୟକ୍ଷମ ହୋଇପାରୁ ନ ଥିଲା। ପ୍ରଶାସନ ଓ ପୋଲିସ ହସ୍ତକ୍ଷେପ ପରେ ଗୁରୁବାର ଉକ୍ତ ଜମି ବିବାଦ...

ସୋସାଇଟି ସମ୍ପାଦକଙ୍କୁ ବ୍ୟାଙ୍କରେ ମିଳୁନି ନିଯୁକ୍ତି

ବ୍ରହ୍ମପୁର ଅଫିସ,୪ା୧୦- ପ୍ରତିଶ୍ରୁତି ପୂରିବାକୁ ଯାଉଛି ୪ ମାସ । ତଥାପି ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କରେ ସୋସାଇଟି ସମ୍ପାଦକଙ୍କୁ ମିଳୁନି ନିଯୁକ୍ତି। ସୂଚନାଯୋଗ୍ୟ, ଏହି ବ୍ୟାଙ୍କ ଅଧୀନ ଗଞ୍ଜାମ ଓ ଗଜପତି ଜିଲାରେ ୨୫୫ ପ୍ରାଥମିକ ସେବା...

ଲକ୍ଷ୍ମୀଦତ୍ତ ହତ୍ୟା ମାମଲା : ୨ ଜଣଙ୍କ ଜାମିନ ଆବେଦନ, ୨୩ରେ ଶୁଣାଣି

ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍‌.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର...

ବ୍ରେଲ୍‌ ଲିପିରେ ପ୍ରକାଶ ପାଇବ ଯୁକ୍ତ ୨ ପାଠ୍ୟପୁସ୍ତକ

ବ୍ରହ୍ମପୁର ଅଫିସ,୪ା୧୦- ବ୍ରହ୍ମପୁର ରେଡକ୍ରସ୍‌ କମ୍ପ୍ୟୁଟରୀକୃତ ବ୍ରେଲ ମୁଦ୍ରଣାଳୟ ପକ୍ଷରୁ ଖୁବଶୀଘ୍ର ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୨ କଳା ପାଠ୍ୟକ୍ରମର ବ୍ରେଲ ଲିପିର ପାଠ୍ୟପୁସ୍ତକ ପ୍ରକାଶ କରାଯିବ। ଏଥିସହ ଦୃଷ୍ଟିବାଧିତଙ୍କ ପାଇଁ ରାମାୟଣ, ମହାଭାରତ, ଭାଗବତକୁ ମଧ୍ୟ ଓଡିଆ...

ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା।...

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ କରିଛି। ବିଭାଗୀୟ ଅତିରିକ୍ତ ଅଧିକ୍ଷକ ଅଭିରାମ ବେହେରାଙ୍କ ସୂଚନା ଅନୁଯାୟୀ ବଡ଼ଗଡ଼ ବନବିଭାଗ...

ଜମିଜମା ଗଣ୍ଡଗୋଳ, ୩ ଗିରଫ

ବୁଗୁଡ଼ା,୩ା୧୦(ଡି.ଏନ.ଏ.)- ବୁଗୁଡ଼ା ଥାନା କୁଆନଳାରେ ହୋଇଥିବା ଜମିଜମାକୁ ନେଇ ଗଣ୍ଡଗୋଳ ମାମଲାରେ ବୁଗୁଡ଼ା ପୋଲିସ ଗୁରୁବାର ଗୋଟିଏ ପରିବାରର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଆନଳା ଗ୍ରାମର ସନ୍ୟାସୀ ଗୌଡ଼, ସ୍ତ୍ରୀ ବାସନ୍ତୀ ଗୌଡ଼...

ବାଇଗଣ ବୋଝେଇ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଭଞ୍ଜନଗର,୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କଳିଙ୍ଗାଘାଟିରେ ଏକ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣଙ୍କ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ପ୍ରତାପ ପ୍ରଧାନ(୩୫)। ସୂଚନାଯୋଗ୍ୟ, ବରପାଲିରୁ କବିସୂର୍ଯ୍ୟନଗରକୁ ବାଇଗଣ ବୋଝେଇ କରି ପିକ୍‌ଅପ୍‌ଟି ଆସୁଥିବାବେଳେ ବୁଧବାର ବିଳମ୍ବିତ ରାତିରେ...

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଗୋପାଳପୁର,୩ା୧୦- ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଗୋଳନ୍ଥରା ପୋଲିସ ବୁଧବାର ରାତିରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପଞ୍ଚମା ଗ୍ରାମର ଲକ୍ଷ୍ମୀନାରାୟଣ ପ୍ରଧାନ। ପ୍ରକାଶ ଯେ, ଏହି ଥାନା ଅଞ୍ଚଳର ଜଣେ ଯୁବତୀଙ୍କ...

ବ୍ୟବସାୟୀଙ୍କଠାରୁ ରୁପା ଅଳଙ୍କାର ଲୁଟ୍‌

ଗୋପାଳପୁର,୩ା୧୦-ଗୋପାଳପୁର ଥାନା କଦରପୁଲି ଗ୍ରାମରେ ମଙ୍ଗଳବାର ଜଣେ ରୂପା ବ୍ୟବସାୟୀଙ୍କଠାରୁ ୫ କେଜିରୁ ଊର୍ଦ୍ଧ୍ୱ ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ନଂ. ୧୧୪/୧୯ରେ ମାମଲା ରୁଜୁ କରିଛି। ଥାନାଧିକାରୀ ବିବେକାନନ୍ଦ ମହନ୍ତ ଘଟଣାସ୍ଥଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri