କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍ ଟର୍ମିନାଲ: ସିଟି ବସ୍ଷ୍ଟାଣ୍ଡରୁ ୩ ରୁଟ୍ରେ ଚାଲିଲା ୧୦ ସିଟିବସ
ବ୍ରହ୍ମପୁର ଅଫିସ,୩ା୧୦-ଦୀର୍ଘ ୩ ବର୍ଷ ପରେ କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍ ଟର୍ମିନାଲ ା ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଅନ୍ୟ ଜିଲାକୁ ଯାତାୟାତ କରୁଥିବା ସମସ୍ତ ଓଏସ୍ଆରଟିସି ବସ୍ ଟର୍ମିନାଲରୁ ବୁଧବାର ଚଳାଚଳ ଆରମ୍ଭ କରିଛି ା ଦିନରେ ୩...
ମାଛ ଧରାକୁ ନେଇ ସଂଘର୍ଷ ଘଟଣା: ୩ ମାମଲା ରୁଜୁ, ଗ୍ରାମରେ ପୋଲିସ ଛାଉଣୀ
ଗୋପାଳପୁର,୩ା୧୦-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ରାମେୟାପାଟଣା ଓ ଚନ୍ଦନବାଡ଼ ଗ୍ରାମର ବାହୁଦା ନଦୀରେ ମାଛ ଧରିବାକୁ ନେଇ ମଙ୍ଗଳବାର ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ଗୋଳନ୍ଥରା ପୋଲିସ ୩ ମାମଲା ରୁଜୁ କରିଛି । ବୁଧବାର ସଦର...
ଗୁଣି ସନ୍ଦେହରେ ୬ଜଣଙ୍କୁ ଅଖାଦ୍ୟ ଖୁଆଇବା ଘଟଣା: ୨୯ ମହିଳା, ପୁରୁଷ ଗଲେ ଜେଲ; ଗିରଫ ଭୟରେ ଗୋପପୁର ଗ୍ରାମ ପୁରୁଷଶୂନ୍ୟ
ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ଦାନ୍ତ ଭାଙ୍ଗି ୬ ଜଣ ବ୍ୟକ୍ତିଙ୍କୁ ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ...
ଇରାନିଆନ ଗ୍ୟାଙ୍ଗ ମାଷ୍ଟରମାଇଣ୍ଡ ସିକନ୍ଦର ଗିରଫ : ୮ ଘଟଣାର ପର୍ଦ୍ଦାଫାଶ, କର୍ନାଟକ ଯିବ ଏକ ଟିମ୍
ବ୍ରହ୍ମପୁର ଅଫିସ,୩ା୧୦-ବ୍ରହ୍ମପୁର ପୋଲିସ ମଙ୍ଗଳବାର କର୍ନାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୁଟ୍ କରୁଥିବା ଓ ପରେ ଓଡିଶାରେ ଡକାୟତି ଚଳାଇଥିବା ଇରାନିଆନ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲିିଙ୍କୁ ଗିରଫ କରିଛିି। ମଙ୍ଗଳବାର ରାତିରେ ଗୋଷାଣୀନୂଆଗଁା ପୋଲିସ...
ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍ ସେବା ବ୍ୟାହତ
ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍ସୁଲେଟର...
ଦୁର୍ନୀତି ଅଭିଯୋଗରେ ଆମରଣ ଅନଶନ
ଚିକିଟି,୨ା୧୦(ଡି.ଏନ.ଏ.): ଚିକିଟି ବ୍ଲକ୍ ନୂଆପଡା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାଯର୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଏହାର ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଏହାର ତଦନ୍ତ ଦାବିରେ ୧୭ ଜୁଲାଇ ୨୦୧୯ରେ ଉକ୍ତ ଗ୍ରାମର ସୂଚନାଅଧିକାରୀ ହୃଷିକେଶ ନାୟକ ବ୍ଲକ୍...
ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍
ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୂଟତରାଜ ଚଳାଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାରେ ତାଙ୍କ ରାଜ...
ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି: ଦୂଷିତ ପାଣି ପିଇ ପୁଣି ୧୦୦ ଆକ୍ରାନ୍ତ
ଗୋପାଳପୁର,୨ା୧୦ -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ମଙ୍ଗଳବାର ପୁଣି ୧୦୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ୨ ଡାକ୍ତରୀ ଦଳ ପହଞ୍ଚତ୍ ଅସୁସ୍ଥଙ୍କ ଚିକିତ୍ସା କରିଥିଲେ। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିଲେ...
୨ ମାସ ହେଲା ଝିଅ ପତ୍ତା ମିଳୁନି; ହତ୍ୟା ସନ୍ଦେହ: ଥାନାରେ ଅଭିଯୋଗ କଲେ ମା’
ବୁଗୁଡ଼ା,୨ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ଝିଅଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ମା’ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ପୋଲିସ କହିଛି। ଥାନା ପୁରୁଣାପାଣି କେଶର ଗ୍ରାମର ଦୁଃଖା...
ମେଡିସିନ ରିପ୍ରେଜେଣ୍ଟେଟିଭ୍ଙ୍କୁ ଦଲାଲ ଆଖ୍ୟାର ପ୍ରତିବାଦ: ଓସ୍ରୁର ବିକ୍ଷୋଭ, ଶୋଭାଯାତ୍ରା
ବ୍ରହ୍ମପୁର ଅଫିସ,୨ା୧୦-ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ୍ ୟୁନିୟନ (ଓସ୍ରୁ) ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ଶୋଭାଯାତ୍ରା ଏବଂ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ସରକାରୀ ଡ଼ାକ୍ତରଖାନା ଗୁଡିକରେ ମେଡିସିନ ରିପ୍ରେଜେଣ୍ଟେଟିଭ୍ମାନଙ୍କ ପ୍ରବେଶ ଉପରେ କଟକଣା ଏବଂ ସେମାନଙ୍କୁ ଦଲାଲ...
ହିଞ୍ଜିଳିକାଟୁ କୋର୍ଟରେ ସିଶୋର ଏମ୍ଡିଙ୍କ ଆତ୍ମସମର୍ପଣ
ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍.ଏ.): ସି-ଶୋର ଚିଟଫଣ୍ଡ ସଂସ୍ଥାର ଏମଡି ପ୍ରଶାନ୍ତ ଦାଶ ମଙ୍ଗଳବାର ହିଞ୍ଜିଳିକାଟୁ ଜେଏମ୍ଏଫସି କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ଆନ୍ତରୀଣ ଜାମିନ ନିର୍ଦ୍ଦେଶକ୍ରମେ ହିଞ୍ଜିଳିକାଟୁ କୋର୍ଟରୁ ସେ ୨ ଜଣ ଜାମିନଦାରଙ୍କ ଜରିଆରେ ୩୦ ହଜାର ଟଙ୍କା ଲେଖାଏ...
ଗୋପପୁରରେ ଗୁଣି ସନ୍ଦେହ: ୬ ଜଣଙ୍କୁ ମାଡ଼ ମାରି ଅଖାଦ୍ୟ ଖୁଆଇଲେ ଗ୍ରାମବାସୀ
ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ...
Archives


