ଗଞ୍ଜାମ

ଭୁବନେଶ୍ୱରରୁ ଶିଶୁପୁତ୍ର ଅପହରଣ ଘଟଣା: ଗୋଳନ୍ଥରାରୁ ମହିଳା ଗିରଫ

ଗୋପାଳପୁର,୨୪ା୧-ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍‌ରେ ରହୁଥିବା ଜନୈକା ମହିଳାଙ୍କୁ ବୁଧବାର ଗିରଫ କରିଥିଲା। ଖାରବେଳନଗର ଥାନା ପୋଲିସ ଗୁରୁବାର ଗୋଳନ୍ଥରାରେ ପହଞ୍ଚତ୍ ଗିରଫ…

ପ୍ରଫୁଲ ହତ୍ୟା ମାମଲା ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ବ୍ରହ୍ମପୁର ଅଫିସ,୨୪ା୧-ସଦର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ରହୁଥିବା ପ୍ରଫୁଲ୍ଲ ସାହୁଙ୍କୁ ତାଙ୍କ ସ୍ତ୍ରୀ ମିତା ଓ ପ୍ରେମିକ ସରୋଜ ମହାରଣା ଗତ ମଙ୍ଗଳବାର ରାତିରେ ଯୋଜନାବଦ୍ଧ ଭାବେ ହତ୍ୟା କରି ଅପମୃତ୍ୟୁର ରୂପ ଦେଇଥିଲେ। ଘଟଣାରେ ପୋଲିସ ଉଭୟ ହତ୍ୟାକାରୀଙ୍କୁ ବୁଧବାର…

କୁହିଡ଼ି ପାଇଁ କାର୍‌ ଓଲଟି ୬ ଆହତ

କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍‌ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ପି.ଗୋପାଳ (୨୩)ଙ୍କ ଅବସ୍ଥା ଗୁରୁତର…

ଅଟୋ-କାର ଧକ୍କା: ଜଣେ ମୃତ, ୪ ଆହତ

କୁକୁଡାଖଣ୍ଡି,୨୩ା୧(ଡି.ଏନ.ଏ.)-ସଦର ଥାନା ଅନ୍ତର୍ଗତ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଆମ୍ବଗଡ ନିକଟରେ ବୁଧବାର ମଧ୍ୟରାତିରେ ଏକ ଅଟୋ ଓ କାର ମୁହଁ।ମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଟୋ ଡ୍ରାଇଭର ଗୌତମୀ ଗ୍ରାମର କାମନା ସ୍ବାଇଁ(୪୦)। ଗୌତମୀର ଗୋଟିଏ ପରିବାରର…

ପରକୀୟା ପ୍ରୀତିରୁ ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୩ା୧- ସଦର ଥାନା ସୁକୁଣ୍ଡା ମଶାଣିପଦର ସାହିରେ ବୁଧବାର ପରକୀୟା ପ୍ରୀତିରୁ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ପ୍ରଫୁଲ୍ଲ ସାହୁ (୩୨)। ପୋଲିସ ମୃତ ପ୍ରଫୁଲ୍ଲଙ୍କ ଦାଦା ପୁଅ ଭାଇ ମହେନ୍ଦ୍ରଙ୍କ ଅଭିଯୋଗ କ୍ରମେ ଏକ ହତ୍ୟା ମାମଲା…

ଅପରିଚିତ ଶିଶୁପୁତ୍ରଙ୍କୁ ରଖିବା ନେଇ ଥାନାରେ ଅଭିଯୋଗ

ଗୋପାଳପୁର,୨୩ା୧- ଆୟୁର୍ବେଦିକ କ୍ଲିନିକ୍‌ କରିଥିବା ଜଣେ ଡାକ୍ତର ଏକ ଅପରିଚିତ ଶିଶୁକୁ ସନ୍ଦେହଜନକ ଭାବେ ରଖିଥିବା ନେଇ ଗୋଳନ୍ଥରା ଥାନାରେ ବୁଧବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ଡାକ୍ତରଙ୍କ ସହ ୨ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି।…

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ

ଗୋପାଳପୁର,୨୩ା୧- ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ ହୋଇ…

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ: ନଷ୍ଟ କଲେ ଧାନ, କଦଳୀ ଓ ପନିପରିବା

ଗୋପାଳପୁର,୨୨ା୧: ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ ହୋଇ…

ପାଗଳ ମାଙ୍କଡ଼ କାମୁଡ଼ାରେ ବୃଦ୍ଧା ମୃତ, କେଏନ୍‌ପୁରରେ ଆତଙ୍କ

ପୁରୁଷୋତ୍ତମ ପୁର, ୨୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନ୍‌ ପୁର ଗ୍ରାମରେ ଏକ ପାଗଳ ହନୁମାଙ୍କଡ଼ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜମ୍ଭୁ ଗୌଡ଼(୬୨)। ଘଟଣା ପରେ ଲୋକେ ଆତଙ୍କିତ ହୋଇ ଘରୁ…

ଗଞ୍ଜାମ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟଙ୍କ ପୁଣ୍ୟମାଟି: ବାଚସ୍ପତି

ଦିଗପହଣ୍ଡି,୨୨ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଖେମୁଣ୍ଡି ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି…

ଟିକସ ଆଦାୟ ଲକ୍ଷ୍ୟ ପୂରଣ ନ ହେଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୨୨୧(ଡି.ଏନ.ଏ)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ମଙ୍ଗଳବାର ଗଞ୍ଜାମ, କନ୍ଧମାଳ ଓ ନୟାଗଡ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ…

ବାସନାପଲ୍ଲୀ ରାଜସ୍ବ ଗ୍ରାମ ଏନ୍‌ଏସିରେ ମିଶିବାକୁ ରାଜି

ଛତ୍ରପୁର,୨୨ା୧(ଡି.ଏନ୍‌.ଏ.) -ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି କରିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନ୍‌ଏସିର ଆଖପାଖ ଅଞ୍ଚଳକୁ ସାମିଲ କରି ମ୍ୟୁନିସିପାଲିଟି କରିବା ପାଇଁ ସ୍ଥିର ହୋଇଛି। ଚିକଲଖଣ୍ଡି ପଞ୍ଚାୟତ ବାସନାପଲ୍ଲୀ, ଶାନ୍ତିନଗର, ଦାମିୟନ ନଗରର କେତେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri