ଗଞ୍ଜାମ

ଥାନାରେ ଖତ ଖାଉଛି ଜବତ ଗାଡି

ବ୍ରହ୍ମପୁର ଅଫିସ,୨୯ା୯-ଏବେ ସବୁ ଥାନାର ଅବସ୍ଥା ଏକା ପରି ଜବତ ହେଉଥିବା ଗାଡିରେ ଭର୍ତ୍ତି ହେଲାଣି ଥାନା କ୍ୟାମ୍ପସ। ଦୀର୍ଘ ବର୍ଷ ଧରି ପଡି ରହିଥିବା ଗାଡିଗୁଡିକ ମାଟି ଖାଇ ନଷ୍ଟ ହେବାକୁ ବସିଲାଣି। ଆଗରୁ ଥାନାରେ ସିଜ ହୋଇ...

ସିଆଇଟିୟୁ ନେତୃତ୍ୱରେ ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୯ା୯-ସିଆଇଟିୟୁ ଅନୁବନ୍ଧିତ ଓଡ଼ିଶା କନଷ୍ଟ୍ରକସନ୍‌ ୱାର୍କର୍ସ ୟୁନିୟନ (ଓସିଡବ୍ଲ୍ୟୟୁ) ଗଞ୍ଜାମ ଶାଖା ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସରକାରଙ୍କ ଶ୍ରମିକ ବିରୋଧୀ ନୀତି ଏବଂ ନିର୍ମାଣ ଶ୍ରମିକମାନଙ୍କ ନାମ ପଞ୍ଜୀକରଣ...

ବାୟୁ ସେନା ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନ ଏକତା, ଅଖଣ୍ଡତା, ସାର୍ବଭୌମତ୍ୱ ରକ୍ଷାରେ ସେନା ଭୂମିକା ପ୍ରଶଂସନୀୟ:ରାଷ୍ଟ୍ରପତି

ବ୍ରହ୍ମପୁର ଅଫିସ୍‌,୨୯ା୯-ଗଞ୍ଜାମ ଜିଲା ଗୋପାଳପୁର ସେନା ଷ୍ଟେଶନ୍‌ସ୍ଥିତ ସେନା ବାୟୁ ପ୍ରତିରକ୍ଷା ବାହିନୀ(ଆର୍ମି ଏୟାର୍‌ ଡିଫେନ୍ସ)କୁ ଶନିବାର ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ନିଜ ଅଭିଭାଷଣରେ...

ବଜ୍ରପାତରେ ଛେଳି ଚରାଳିଙ୍କ ମୃତ୍ୟୁ

ଭଞ୍ଜନଗର,୨୮।୯(ଡି.ଏନ୍‌.ଏ.): ଭଞ୍ଜନଗର ଥାନା ଡୁମାକୁମ୍ପାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଛେଳିଚରାଳି ମୃତ୍ୟୁବରଣ କରିଛନ୍ତି। ସେହେଲେ ଅମୁଲ୍ୟ ଗୌଡ (୨୭)। ଏଥିସହ ଜୁରିଆ ଗୌଡ (୫୯) ଗୁରୁତର ଆହତ ହୋଇଛନ୍ତି। ଜୁରିଆଙ୍କୁ ସ୍ଥାନୀୟ ହସ୍‌ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର...

ବର୍ଷାଜଳ ନିଷ୍କାସନ ନ ହେବା ନେଇ ଉଦ୍‌ବେଗ : କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଧମକ

ହିଞ୍ଜିଳିକାଟୁ,୨୮।୯(ଡି.ଏନ୍‌.ଏ.): ଚଳିତବର୍ଷ ବିଭିନ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ନଦୀରେ ସଠିକ୍‌ ଭାବରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ହିଞ୍ଜିଳିକାଟୁ ବ୍ଲକର ଗଣ୍ଡଳା, ବେଲଗାଁ,...

ବିକାଶଠାରୁ ବହୁ ପଛରେ ଗଞ୍ଜାମ ଏନ୍‌ଏସି: ସହରର ଉନ୍ନତି ପାଇଁ ଭାଜପା ପକ୍ଷରୁ ଦାବିପତ୍ର

ଗଞ୍ଜାମ,୨୮।୯(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦୀର୍ଘ ୧୦ ବର୍ଷଧରି ବିକାଶ ହେଉ ନ ଥିବା ଭାଜପା ବ୍ଲକ ପକ୍ଷରୁ ପ୍ରତିବାଦ କରାଯାଇଛି। ସହରର ବିଭିନ୍ନ ସମସ୍ୟା ସମାଧାନ ଲାଗି ଭାଜପା ଏନ୍‌ଏସି ମଣ୍ଡଳ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ...

ଜଙ୍ଗଲ ଆଇନ ସଂଶୋଧନ ଯୋଜନା:  ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୨୮।୯(ଡି.ଏନ.ଏ.)-୧୯୨୭ ମସିହା ଜଙ୍ଗଲ ଜମି ଆଇନକୁ କେନ୍ଦ୍ର ସରକାର ସଂଶୋଧନ କରିବାକୁ ଯାଉଛନ୍ତି। ଉକ୍ତ ଆଇନ କାର୍ଯ୍ୟାକାରୀ ହେଲେ ଦେଶରେ ୧୧ଲକ୍ଷ ଆଦିବାସୀ ପରିବାର ଜଙ୍ଗଲ ଜମି ପଟ୍ଟା ପାଇବାରୁ ବଞ୍ଚତ୍ତ ହେବେ। ଏହି ଆଶଙ୍କାରେ ଶୁକ୍ରବାର ଚାଷୀ ମୂଲିଆ...

ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀଙ୍କୁ ମିଳିଲା ଜାମିନ

ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍‌ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ଶୁକ୍ରବାର ଜାମିନରେ ମୁକୁଳିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ୨୦ ହଜାର...

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା, ୨ ଗିରଫ

ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ସୁନାରୀ ସାହିର ସମୀର ସାହୁ (୨୦) ଓ ଓଡ଼ଗଁ।...

ଆର୍ମି ଏଡି କଲେଜ ଦୀକ୍ଷାନ୍ତ ସମାରୋହ ଆଜି : ପହଞ୍ଚିଲେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗୋପାଳପୁର,୨୮ା୯-ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆର୍ମି ଏଡି କଲେଜ ପରିସରରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ଶୁକ୍ରବାର ବାୟୁସେନାରେ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ...

ମିଟର ରିଡର କର୍ମଚାରୀଙ୍କୁ ଅବହେଳା : ୧୫ ବର୍ଷ ପରେ ବି ମିଳୁନି ସର୍ବନିମ୍ନ ମଜୁରି

ବ୍ରହ୍ମପୁର ଅଫିସ, ୨୮ା୯-ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନ କରିବାକୁ ସାଉଥ୍‌କୋ ମିଟର ରିଡର ଶ୍ରମିକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ଦାବି କରାଯାଇଛି । ଏହି ଦାବି ନେଇ ସଂଘ ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କ...

ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍‌ ଚୌଧୁରୀ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri