ଗଞ୍ଜାମ

ପ୍ଲାଜମା ଦାନ କଲେ ଛତ୍ରପୁର ଏସ୍‌ଡିପିଓ: ପ୍ରଶଂସା କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ଗତ କିଛି ଦିନ ତଲେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସୁସ୍ଥ ହୋଇ ସେ ପୁଣିଥରେି କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ମଙ୍ଗଳବାର ସେ କଟକ ଏସ୍‌ସିବି ମେଡିକାଲ…

ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ…

ଅଡ଼େଇ ଲକ୍ଷ ଟଙ୍କାର ଶାଗୁଆନ ଗଣ୍ଡି ସହ ଗାଡ଼ି ଜବତ

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନବିଭାଗ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଠଣାପଲୀ ନିକଟରେ ଗୋଟିଏ ଟାଟାଏସି ଗାଡି ସହିତ ସେଥିରେ ଥିବା ଅଢେଇ ଲକ୍ଷ ଟଙ୍କାର ମୂଲ୍ୟବାନ ଶାଗୁଆନ ଗଣ୍ଡି ଜବତ ହୋଇଛି। ଦଖିଣ ଘୁମୁସର…

ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ପିନ୍ଧି…

ଗଞ୍ଜାମରେ ଆଇଏଏସ୍‌, ଓଏଏସ୍‌ ଅଧିକାରୀଙ୍କୁ କାଉନ୍‌ସିଲିଂ କଲେ ଦିଲ୍ଲୀର ମନସ୍ତତ୍ତ୍ୱ ପ୍ରଫେସର

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ଆଡ଼କୁ ଗଲାଣି। କରୋନା ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରାଯିବ ସେନେଇ ଜ଼ିଲାର ଆଇଏଏସ୍‌, ଓଏଏସ୍‌ ତଥା ବରିଷ୍ଠ ଅଧିକାରୀମାନେ ରାତି ଦିନ କାର୍ଯ୍ୟ କରୁଛନ୍ତି। ସେମାନେ କରୋନା ମୁକାବିଲା କାର୍ଯ୍ୟ କରୁଥିବାବେଳେ…

ଗୁରୁତରଙ୍କୁ ନେଲାନି ଆମ୍ବୁଲାନ୍ସ: ଚାଲିଗଲା ମନୋଜଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୮।୭: କରୋନା ମହାମାରୀ ଭୟରେ ହଜିଯାଉଛି ମାନବିକତା। ସଂକ୍ରମଣ ଯୋଗୁ ମଣିଷ ଅଛୁଅଁା ପାଲଟିଯାଉଛି। ଏଭଳି ଅମାନବିକତା ଯୋଗୁ ସୋମବାର ଚାଲିଯାଇଛି ଜଣେ ବ୍ୟକ୍ତିଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁରସ୍ଥିତ ପ୍ରହଲ୍ଲାଦନଗର…

ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ ଲଗାଅ ଜୀବନ ବଞ୍ଚାଅ ନାରା ଦେଇ କାର୍ଯ୍ୟ କରି ଚାଲିଛନ୍ତି। ଏଭଳି କେତେଜଣ…

ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସି…

କରୋନା ସନ୍ଦିଗ୍ଧକୁ ନେବ ଆମ୍ବୁଲାନ୍ସ

ଗଞ୍ଜାମ, ୨୭।୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ କର୍ମଚାରୀ ନେଉନାହାନ୍ତି । ଏନେଇ କେତେକଙ୍କ ଜୀବନ ଦୀପ ଲିଭିଯାଇଛି। ଆମ୍ବୁଲାନ୍ସ ଗୁରୁତର ରୋଗୀଙ୍କୁ ନେଉ ନ ଥିବାରୁ ଚିକିତ୍ସା ସେବା ପାଇବାରେ…

ବୁଗୁଡ଼ା ବ୍ଲକର ଏହି ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା

ବୁଗୁଡ଼ା,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପାଙ୍ଗିଡ଼ି ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଆପଟ ଜିଲାପାଳ କ୍ଷମତା ପ୍ରଯୋଗ କରି ସୋମବାର ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି। ମୁଖ୍ୟତଃ ଉକ୍ତ ପଞ୍ଚାୟତର ପାଙ୍ଗିଡ଼ି, ପଙ୍କଳବାଡ଼ି ଓ କଞ୍ଚୁଡ଼ୁପାଟଣା ଗ୍ରାମରେ…

ଭାଣିଜିଙ୍କୁ ଅସଦାଚରଣ, ମାମୁଙ୍କୁ ମାଡ଼ ମାରି ଲୁଟ୍‌: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ପର୍ଯ୍ୟଟନ କ୍ଷେତ୍ର ମା’ ମହୁରୀ କାଳୁଆ ମନ୍ଦିର ନିକଟରେ ଗତ ୩ ତାରିଖ ମଧ୍ୟାହ୍ନରେ ବାଇକ୍‌ ଅଟକାଇ ଜଣେ ଯୁବତୀଙ୍କୁ ଅସଦାଚରଣ କରିଥିଲେ। ଏହା ସହ ତାଙ୍କ ମାମୁଙ୍କୁ ମାଡ଼ ମାରି ସୁନା…

ସାମାଜିକ ଦୂରତା ମାନୁନାହାନ୍ତି ପରିବା ଦୋକାନୀ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏଥିପାଇଁ ସରକାର ଓ ପ୍ରଶାସନ ସାମାଜିକ ଦୂରତା, ମାସ୍କ ବ୍ୟବହାର ନିମନ୍ତେ ବାରମ୍ବାର ସଚେତନ କରି ଆସୁଛନ୍ତି l କିନ୍ତୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?