ଗଞ୍ଜାମ

ଗଞ୍ଜାମରେ ୨୦୫ ଜଣ ଦାନ କରିବେ ପ୍ଲାଜମା

ଛତ୍ରପୁର,୨୬ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ପ୍ଲାଜ୍‌ମା ଦାନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ରବିବାର ସୁଦ୍ଧା ଜିଲାର ୨୦୫ ଜଣ ପ୍ଲାଜ୍‌ମା ଦାନ କରିବା ପାଇଁ ଆଗ୍ରହ ପ୍ରକାଶ କରି ନାମ ପଞ୍ଜୀକରଣ କରିଛନ୍ତି। ସେଥିମଧ୍ୟରେ ଜିଲାର ଗ୍ରାମାଞ୍ଚଳରୁ ୧୫୫ ଜଣ ଓ ସହରାଞ୍ଚଳର…

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୬।୭(ଡି.ଏନ.ଏ)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ କରୋନା ସଂକ୍ରମିତ ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହି ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବାପରେ ଶନିବାର ଠାରୁ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ରବିବାର ଟୁଇଟ୍‌…

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତରେ ଗତ ୨୪ରୁ ଆଜି…

ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ଦମ୍ପତି

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁର ଗ୍ରାମର ସ୍ତ୍ରୀ ସ୍ବାମୀ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇ ଶିତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ଏହି ଦମ୍ପତି ସୁସ୍ଥ ହୋଇ ଘରକୁ ଫେରିଥିବା କାଇଁଚପୁର ପଞ୍ଚାୟତ ସରପଞ୍ଚ ଜି.ସନ୍ତୋଷ ରେଡ୍ଡୀ…

ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା ଜେଲ୍‌ ଡିଆଇଜି ରଘୁନାଥ ମାଝୀ ସୂଚନା ଦେଇଛନ୍ତି। ଗତବର୍ଷ ଜେଲ ପରିସରରେ ଉଦ୍‌ଘାଟିତ ହୋଇଥିବା…

ପୋଲିସର କାର୍ଯ୍ୟଦକ୍ଷତାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଆସିକା,୨୬ା୭ (ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସିକା ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ବିଶେଷ ଭାବେ ଦେଖାଦେଇଛି। ବ୍ଲକ୍‌, ତହସିଲ୍‌, ଥାନା, ଏନ୍‌ଏସି, ଶିଶୁ ବିକାଶ ପ୍ରକଳ୍ପ, ଶିକ୍ଷା ବିଭାଗ ଆଦି ବିଭାଗର ବହୁ କର୍ମଚାରୀ…

ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ

ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍‌ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ସ୍ବାବ୍‌ ଦେଇଥିବାବେଳେ ଉକ୍ତ ଦିନ ରିପୋର୍ଟ ନେଗେଟିଭ ଆସିଥିଲା। ଏହି…

ପୁରୁଷୋତ୍ତମପୁର ଏନ୍‌ଏସିରେ ପ୍ରଧାନଶିକ୍ଷକଙ୍କ ସମେତ ଓକିଲ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୨୫ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଶନିବାର ଗୋଟିଏ ଦିନରେ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ଚାଙ୍ଗୁଡ଼ିଆପଦର ସାହିରୁ ସର୍ବାଧିକ ୭ ଜଣ ଚିହ୍ନଟ ହୋଇଥିବା ବେଳେ କନକା ସାହିରୁ ୪ ଜଣ, ନନ୍ଦିକ ସାହି ଓ କାଳୀମନ୍ଦିର ଛକରୁ…

କରୋନାରେ ଆଖି ବୁଜିଲେ ଗଞ୍ଜାମର ଜଣେ ଏଏସ୍‌ଆଇ

କୋଦଳା,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ। ଭଞ୍ଜନଗର କୋର୍ଟରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିବା ରବିନ୍ଦ୍ର ନାଥ ବେହେରା(୫୫)ଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଚାରିଦିନ ପୂର୍ବରୁ ଏଏସ୍‌ଆଇ ଅସୁସ୍ଥ ଅନୁଭବ କରିବାରୁ ସେ ଘରକୁ…

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା ପରେ ଏସ୍‌ପି…

ଗଞ୍ଜାମ ଏନ୍‌ଏସିରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଗଞ୍ଜାମ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଡ୍ରେନଜ ବ୍ୟବସ୍ତା ଠିକ୍‌ ନ ଥିବା ଯୋଗୁ ଅସରାଏ ବର୍ଷାରେ ଗାଁ ଦାଣ୍ଡରେ ଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ସହରର ବିଭିନ୍ନ ସ୍ଥାନରେ ଏହି ଜଳ ନିଷ୍କାସିତ ହୋଇ ନ ପାରି ଦୁର୍ଗନ୍ଧ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?