ମହିଳାଙ୍କୁ କାମୁଡ଼ିବା ଅଭିଯୋଗ: ସ୍ବାମୀ-ସ୍ତ୍ରୀ ଗଲେ ଜେଲ
ଦିଗପହଣ୍ଡିି,୨୪ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଭୁଷୁଣ୍ଡା ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ୭ଟାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ହିଂସାକୁ କେନ୍ଦ୍ରକରି ଗାଁ ରାସ୍ତାରେ ଦୁଇ ମହିଳାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ମହିଳା ଓ ତାଙ୍କ ସ୍ବାମୀ ଅନ୍ୟ...
ନାବାଳିକା ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ
ବ୍ରହ୍ମପୁର ଅଫିସ,୨୪।୯: ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍- ୨ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ଜଗଦୀଶ ପ୍ରସାଦ ମହାନ୍ତି ଏକ ବଳାତ୍କାର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି। ପ୍ରମାଣ ଅଭାବରୁ ଅଭିଯୁକ୍ତ ବାବୁ ରାଉଳଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।...
ସାପ କାମୁଡ଼ାରେ ମା, ପୁଅଙ୍କ ସମେତ ୩ ମୃତ, ମହିଳା ଗୁରୁତର
କୋଦଳା/ କବିସୂର୍ଯ୍ୟନଗର, ୨୪ା୯(ଡି.ଏନ.ଏ.)-ଗଞ୍ଜାମ ଜିଲାର କୋଦଳା ଓ କବିସୂର୍ଯ୍ୟନଗରରେ ରବିବାର ରାତିରେ ସାପ କାମୁଡ଼ାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। କୋଦଳା ଥାନା ବି.ନୂଆପଲ୍ଲୀ ଗ୍ରାମରେ ମା’, ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ...
ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ :ମୃତଦେହ ରଖିବାକୁ ନୂଆ ଫ୍ରିଜର, ଜେନେରେଟର ପ୍ରସ୍ତାବ
ଛତ୍ରପୁର,୨୪ା୯(ଡି.ଏନ.ଏ) -ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସୋମବାର ସନ୍ଧ୍ୟାରେ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଛତ୍ରପୁର ହସ୍ପିଟାଲରେ ଚାଲିଥିବା ବିଭିନ୍ନ କୋଠା ନିର୍ମାଣ କାମ ଏବଂ ଅନ୍ୟାନ୍ୟ ଖର୍ଚ୍ଚ ଓ ସମସ୍ୟା ଉପରେ ବିସୃତ ଭାବେ...
ଅଟୋ ଓଲଟି ୬ ଶ୍ରମିକ ଆହତ
ହିଞ୍ଜିଳିକାଟୁ,୨୪ା୯(ଡି.ଏନ୍.ଏ.) -ହିଞ୍ଜିଳି ଥାନା ପୋଚିଲିମା ଛକରେ ସୋମବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଡ଼ାଲା ଅଟୋ ଓଲଟି ପଡ଼ିବାରୁ ଏଥିରେ ଥିବା ୬ ଜଣ ମହିଳା ଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ନର୍ମଦା...
ଖଲ୍ଲିକୋଟ କଲେଜରେ ଆର୍ଟିଓ କ୍ୟାମ୍ପ ଅଫିସ୍
ବ୍ରହ୍ମପୁର ଅଫିସ୍,୨୪ା୯-ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଠାରେ ସୋମବାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ର ଏକ କ୍ୟାମ୍ପ ଅଫିସ୍ ଖୋଲିଛି । ବୁଧବାର ପର୍ଯ୍ୟନ୍ତ ଚାଲିିବାକୁ ଥିବା ଏହି କ୍ୟାମ୍ପ ଅଫିସ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍ଘାଟନ କରିଥିଲେ। ଉପଜିଲାପାଳ ସିନ୍ଧେ...
ଶିଶୁ ଅପହରଣ କରି ବିକ୍ରି ଘଟଣା: ୨ ମହିଳାଙ୍କ ସମେତ ୬ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୪ା୯-ବ୍ରହ୍ମପୁର ସହରରେ ଶିଶୁ ଅପହରଣ ଓ ପରେ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି ଗୋଷାଣି ନୂଆଗାଁ ପୋଲିସ। ପୂରା ଘଟଣାକ୍ରମରେ ସମ୍ପୃକ୍ତ ଥିବା ୨ ମହିଳାଙ୍କ ସମେତ ୬ ଜଣଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେମାନେ ହେଲେ...
ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ ୨ ଏବଂ କେନ୍ଦୁଝର ଜିଲା ତେଲକୋଇରେ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମର ଜିଲା...
ଜମି କରାଇଦେବା ନା’ରେ ଠକେଇ; ଆସନ୍ତା ୪ରେ କୋର୍ଟରେ ହାଜର ପାଇଁ ୬ ଜଣଙ୍କୁ ନୋଟିସ
ବ୍ରହ୍ମପୁର ଅଫିସ,୨୩ା୯-ଜମି କରାଇଦେବାକୁ କହି ଟଙ୍କା ଠକେଇ ହୋଇଥିବା ନେଇ ଏସ୍ଡ଼ିଜେଏମ କୋର୍ଟରେ ଖଲି ଦାସ ଆବେଦନ କରିଥିଲେ। କୋର୍ଟ ପକ୍ଷରୁ ନଂ.୨୨୭/୧୯ରେ ଏକ ୱାନ ସିସି ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି କରି ଏସ୍ଡ଼ିଜେଏମ୍ ସରୋଜିନୀ ସାହୁ...
ସମସ୍ୟାରେ ବୁଡ଼ି ରହିଛି ଛତ୍ରପୁର ସହର: ସମାଧାନ ନ ହେଲେ ଜନ ଆନ୍ଦୋଳନ
ଛତ୍ରପୁର,୨୩ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ଦୀର୍ଘ ବର୍ଷ ହେଲା ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏ ସମ୍ପର୍କରେ ବିଭିନ୍ନ ସମୟରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଏସ୍ପି, ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଓ ଅନ୍ୟମାନଙ୍କ ଦୃଷ୍ଟି...
ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ
ବ୍ରହ୍ମପୁର ଅଫିସ,୨୩ା୯-ପୂର୍ବଶତ୍ରୁତାରୁ ଜଣେ ବ୍ୟବସାୟୀଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ସଦର ଥାନା ପୋଲିସ ୪ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ମଙ୍ଗଳା ଦାସ, ମନୋଜ ଦାସ, କାଳିଆ ଦାସ ଓ ଧୀରେନ୍ଦ୍ର ଦାସ। ମାମଲା ନଂ.୨୪୪/୧୯ରେ...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା: ୫ କୋର୍ଟଚାଲାଣ; ୨ ବାଇକ୍, କାର୍, ଠେଙ୍ଗା ଜବତ
ଗୋପାଳପୁର,୨୩ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ କିଛି ବର୍ଷ ହେଲା ଛକାପଞ୍ଝା ଲାଗି ରହିଥିଲା। ଏହାକୁ କେନ୍ଦ୍ରକରି ଶୁକ୍ରବାର ପୂର୍ବତନ ଛାତ୍ର ନେତା ଦେବାଶିଷ ମିଶ୍ର ଓରଫ ବୁନୁଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ପୋଲିସ ରବିବାର...
Archives


