ଗଞ୍ଜାମ

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଇସିତା ଚଳିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର ବିଦ୍ୟାଳୟ ବିଭାଗରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀଣୀ ଭାବେ ଯୋଗ ଦେଇଥିଲେ। ଏହା…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ ଫେବର ବ୍ଲକରେ ରାସ୍ତା କାମ ଚାଲିଛି । କିନ୍ତୁ ବେପରୁଆ ଠିକାଦାରୀ ତଥା…

ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…

ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ ପ୍ରତିଷ୍ଠା ଦିବସ ଅବସରରେ ସ୍ବାତୀ ଏବଂ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି ହୋଇଥିବା ଜଣାପଡିଛି। ତେବେ ବିଳମ୍ବିତ ରାତିରେ କିଛି ଅଜଣା ଦୁର୍ବୃତ୍ତମାନେ ହୁଣ୍ଡି ଭାଙ୍ଗି…

ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀ, ଛୁଟୁଛି ଅଭିନନ୍ଦନର ସୁଅ

ଦିଗପହଣ୍ଡି, ୨୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମୋକେଇ ଗ୍ରାମର ବିଶିଷ୍ଟ ଲୋକନାଟ୍ୟ କଳାକାର ଓ ପ୍ରହଲ୍ଲାଦ ନାଟକର ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଛି। ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନର ଗଣତନ୍ତ୍ର…

ପାନୀୟ ଜଳ ପ୍ରକଳ୍ପରୁ ମିଳୁନି ପିଇବା ପାଣି: ୧୦୩ରୁ ୨୨ ଅଚଳ, ବଢ଼ୁଛି ଜନ ଅସନ୍ତୋଷ

ଦିଗପହଣ୍ଡି, ୨୩ ଜୁନ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ୨୫ଟି ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ସ୍ଥାପିତ ୧୦୩ଟି ପାନୀୟ ଜଳ ପ୍ରକଳ୍ପ ମଧ୍ୟରୁ ୨୨ଟି ଦୀର୍ଘଦିନ ଧରି ଅଚଳ ଅବସ୍ଥାରେ ପଡ଼ି ରହିଛି। ଫଳରେ ଲୋକମାନେ…

ବକେୟା ଋଣ ଚାପରେ ଯୁବକଙ୍କ ଆତ୍ମହତ୍ୟା! କାଜୁ ବଗିଚାରୁ ମିଳିଲା ମୃତଦେହ

ଭଞ୍ଜନଗର, ୨୩।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଶିଶୁଣ୍ଡା ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଆତ୍ମହତ୍ୟା ଘଟଣା ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି କରିଛି। ମୃତକ ହେଲେ କୁନା ଗୌଡ଼। ବକେୟା ଋଣ ଚାପକୁ ନେଇ ସେ ଏପରି…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱର୍ଣ୍ଣ ବର୍ଗରେ ମର୍ଯ୍ୟାଦାଜନକ ‘କଳିଙ୍ଗ ସିଏସଆର (କର୍ପୋରେଟ୍ ସାମାଜିକ ଦାୟିତ୍ୱ) ଏବଂ…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ, ୨୨ ଶହ ଟଙ୍କା ଓ ଗୋଟିଏ ଟୟୋଟୋ ଇନୋଭା କ୍ରିଷ୍ଟା ଗାଡି ଜବତ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ତତ୍ତ୍ୱାବଧାନରେ ସମ୍ପନ୍ନ ହୋଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?