ବୋଲେରୋ-ଟ୍ରାକ୍ଟର ମୁହାଁମୁହିଁ, ୧୧ ଆହତ
ଗଞ୍ଜାମ,୧୨ା୧(ଡି.ଏନ୍.ଏ.)- ରମ୍ଭା ଥାନା ଖଣ୍ଡଦେଉଳୀ ଛକଠାରେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଟ୍ରାକ୍ଟର ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ୧୧ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ଥିବା ଜଣାପଡ଼ିଛି। ଗୁରୁତରମାନେ ହେଲେ ମମତା ମଲିକ,…
ଗ୍ୟାସ୍ ସିଲିଣ୍ଡର୍ ବିସ୍ଫୋରଣ: ଜଳିଗଲା ଫାଷ୍ଟଫୁଡ୍ ଦୋକାନ
ବ୍ରହ୍ମପୁର ଅଫିସ,୧୨।୧: ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ଏକ ଫାଷ୍ଟଫୁଡ୍ ଦୋକାନରେ ରବିବାର ପୂର୍ବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏଥିରେ ଦୋକାନ ସହ ସେଠାରେ ଥିବା ସମସ୍ତ ଆସବାବପତ୍ର ଜଳିଯାଇଛି। ସୌଭାଗ୍ୟବଶତଃ ଦୋକାନ ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ…
କର୍ମଚାରୀ, ଶିକ୍ଷକ ବିକାଶ ମଞ୍ଚର ଅଭିଯୋଗ: ପ୍ରତିଶ୍ରୁତି ପାଳନ କରୁନାହାନ୍ତି ରାଜ୍ୟ ସରକାର
ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା ନ ଯାଇ ସରକାର ପ୍ରତାରଣା କରୁଥିବା ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ…
ବୁଦ୍ଧଖୋଲ ମହୋତ୍ସବ ଉଦ୍ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ
ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ କୌଶଳ ସାଧାରଣ ଉଦ୍ୟୋଗ ତଥା ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…
ବାର୍ହା ମାଂସ ଜବତ, ଶିକାରୀ ଗିରଫ
ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଜିଲିବା ଗ୍ରାମର କୁନା ସ୍ବାଇଁ। ତାଙ୍କ ନିକଟରୁ ୫ କେଜି ବାର୍ହା ମାଂସ…
ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ
ଛତ୍ରପୁର,୧୧।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ପ୍ରତ୍ୟେକ ଦିନ ସଡ଼କ…
୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ: ଗୋଲାପ, ଚକୋଲେଟ୍ ଦେଇ ସଚେତନ
ବ୍ରହ୍ମପୁର ଅଫିସ,୧୧।୧: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଅନୁଷ୍ଠିତ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମକୁ ଟ୍ରାଫିକ୍ ଡିଏସ୍ପି ସାର୍ଥକ ରାୟ ଶନିବାର ଉଦ୍ଘାଟନ କରିଛନ୍ତି। ଖଲ୍ଲିକୋଟ କଲେଜର ଏନ୍ସିସି କ୍ୟାଡେଟ୍ମାନଙ୍କ ସହାୟତାରେ ଟ୍ରାଫିକ୍ ପୋଲିସ ଟାଟା ବେଞ୍ଜ୍ ଛକରେ ପ୍ରତ୍ୟେକ…
ବ୍ରହ୍ମପୁର ବନଖଣ୍ଡରେ ୧୨, ୩୩୨ ପକ୍ଷୀ
ବ୍ରହ୍ମପୁର ଅଫିସ,୧୧ା୧-ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ପକ୍ଷୀ ଗଣନା ସରିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବଢ଼ିଛି। ବନଖଣ୍ଡ ଅନ୍ତର୍ଗତ ବ୍ରହ୍ମପୁର, ଦିଗପହଣ୍ଡି, ସାମନ୍ତିଆପଲ୍ଲୀ ଓ ଖଲ୍ଲିକୋଟ ରେଞ୍ଜରେ ୭୨ ପ୍ରଜାତିର ୧୨, ୩୩୨ ପକ୍ଷୀ ଥିବା ଠାବ କରାଯାଇଛି।…
ଗଁ।ରେ ହାତୀ, ସହରରେ କର୍ମଚାରୀ
ଭଞ୍ଜନଗର,୧୧।୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଜଙ୍ଗଲ ନିକଟବର୍ତ୍ତୀ କେତେକ ଗ୍ରାମରେ ହାତୀ, ବାର୍ହା ଆତଙ୍କ ଦେଖାଦେଇଛି। ହାତୀ ଜଙ୍ଗଲରୁ ବାହାରି ଖଳାରେ ଥିବା ଚାଷୀଙ୍କ ଧାନ ଫସଲ ନଷ୍ଟ କରୁଛି। ଶନିବାର ସୁଦ୍ଧା ଜଗନ୍ନାଥପ୍ରସାଦ ରେଞ୍ଜରେ ୧୭ ହାତୀ ଥିବାବେଳେ ଗାଲେରୀ…
ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ : ଥାନାରେ ଏତଲା ଦେବାକୁ ଡିଇଓଙ୍କ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ ଏପରି ନକଲି ଶିକ୍ଷକଙ୍କ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ଧରାପଡ଼ିଥିବା ୯ ଶିକ୍ଷୟିତ୍ରୀ,…
ବାଳାଶ୍ରମରୁ ଅନ୍ତେବାସୀ ଫେରାର୍ ଘଟଣା: ଆଉ ୨ ନାବାଳିକା ଉଦ୍ଧାର, ମିଳିନି ୭ ଜଣଙ୍କ ପତ୍ତା
ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ ୨ ଜଣଙ୍କୁ ସ୍ବତନ୍ତ୍ର ଟିମ ଉଦ୍ଧାର କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଭୁବନେଶ୍ୱରର…
ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’
ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି। ଯେତେ ଅପପ୍ରଚାର କରାଗଲେ ମଧ୍ୟ ସିଏଏ ବଳବତ୍ତର ରହିବ। ଏହାଦ୍ୱାରା ସଂଖ୍ୟାଲଘୁମାନେ ବିଶେଷ…
Archives


