ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ
ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ ରଖିଛି।…
ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ
ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ ଆସନ୍ତା…
ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ
ଗଞ୍ଜାମ,୨୧।୭:(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫ ଦିନ ମଧ୍ୟରେ ସହରରେ ଗୋଟିଏ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇ ନାହାନ୍ତି। ଧୀରେ ଧୀରେ…
୨୪ ଘଣ୍ଟାରେ ମାସ୍କ ନ ପିନ୍ଧି ଦେଲେ ୧ଲକ୍ଷ ଟଙ୍କାରୁ ଅଧିକ ଜରିମାନା
ଛତ୍ରପୁର,୨୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ କୋଭିଡ-୧୯ ଗାଇଡଲାଇନ୍ ଓ ଲକଡାଉନ ନିୟମକୁ କାର୍ଯ୍ୟକାରୀ ପାଇଁ ଏନ୍ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ପୋଲିସ ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ବାବଦରେ ୧…
ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ ଅନିଶ୍ଚିତତା: ନାମଲେଖା ବିଜ୍ଞପ୍ତିରେ ନାହିଁ ନାଁ
ଛତ୍ରପୁର,୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଖୋଲିବା ନେଇ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଛି। ବର୍ତ୍ତମାନ ଜିଲାର ଅନ୍ୟ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି ବାହାରି ପ୍ରକ୍ରିୟା ଆରମ୍ଭ ହେଲାଣି। ମାତ୍ର ଉକ୍ତ ବିଜ୍ଞପ୍ତିରେ ଛତ୍ରପୁରର…
ଗଞ୍ଜାମରେ ଆରମ୍ଭ ହେଲା ପ୍ଲାଜ୍ମା ଥେରାପି
ବ୍ରହ୍ମପୁର ଅଫିସ,୨୧।୭: ଓଡ଼ିଶାରେ ମହାମାରୀ କରୋନା ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଜଣଙ୍କ ମୃତ୍ୟୁ ଘଟିସାରିଛି। ଏପରିସ୍ଥିତିରେ କରୋନାରୁ ଗୁରୁତର ଆକ୍ରାନ୍ତଙ୍କୁ ସୁସ୍ଥ କରିବା ପାଇଁ ଗଞ୍ଜାମ ଜିଲାରେ ଆରମ୍ଭ…
ମା’, ବାପାଙ୍କ ସମେତ ଏକମାତ୍ର ପୁଅର ଜୀବନ ନେଲା କରୋନା: କେବଳ ସୁସ୍ଥ ହୋଇ ଘରକୁ ଫେରିଲେ ବୋହୂ
ଦିଗପହଣ୍ଡି,୨୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ଇ. ଜିତେନ୍ଦ୍ର ପାତ୍ର(୪୧)ଙ୍କ କରୋନାରେ ମୃତ୍ୟୁ ଘଟିଛି। ସୋମବାର ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁ ବରଣ କରିଛନ୍ତି। ରବିବାର ତାଙ୍କ ବାପା ଇ. କୃଷ୍ଣ ପାତ୍ରଙ୍କ…
କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ୧୨ ପୋଲିସ କର୍ମଚାରୀ; ଆମେ ଗର୍ବିତ : ଗଞ୍ଜାମ ଏସ୍ପି
ଛତ୍ରପୁର,୨୧।୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଅଧୀନ ଆସିକା ଓ ବୁଗୁଡ଼ା ଥାନା ଅଞ୍ଚଳରେ କୋଭିଡ -୧୯ ମୁକାବିଲା କରୁଥିବା ବେଳେ ୧୨ ଜଣ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସେମାନେ କରୋନାକୁ ହରାଇ ସାମବାର ସୁସ୍ଥ ହେବା ସହ ପୁଣି…
କରୋନା ଯୁଦ୍ଧରେ ସଫଳ ହେଲେ ଗଞ୍ଜାମର ୯୫ ବର୍ଷୀୟ ବୃଦ୍ଧ
ଛତ୍ରପୁର, ୨୧।୭(ଡି.ଏନ୍.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ି ରେ। କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ଶିତଳାପଲିସ୍ଥିତ…
କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲାର ଗୁରୁତର ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ।…
କୋଭିଡ୍ ଯୋଦ୍ଧାଙ୍କ ପାଇଁ ଆଇ ପ୍ରୋଟେକ୍ସନ ଗ୍ଲାସ
ଛତ୍ରପୁର,୨୦।୭( ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିସହ କରୋନା ମୁକାବିଲା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧା କରୋନା ଆକ୍ରାନ୍ତ ହେଉଛନ୍ତି। ସେମାନେ କାର୍ଯ୍ୟ କଲାବେଳେ ମାସ୍କ, ଗ୍ଳୋବ୍ସ, ପିପିଇ କିଟ୍ ଓ ଆଇ ପ୍ରୋଟେକ୍ସନ ଗ୍ଲାସର…
ଗଞ୍ଜାମ ଜିଲା ରେଡ୍ଜୋନରେ ଚାଲିଛି ସ୍ବାସ୍ଥ୍ୟ ସ୍କ୍ରିନିଂ: ୧.୫୦ ଲକ୍ଷ ଲୋକଙ୍କ ନିକଟରେ ପହଞ୍ଚିଲାଣି ଡାକ୍ତରୀ ଟିମ୍
ଛତ୍ରପୁର, ୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ଆକ୍ରାନ୍ତଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ହୋଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜ଼ିଲାବାସୀ…

