ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ
ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା କ୍ରମେ ନଂ. ୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପୀତବାସ…
ପ୍ରଶାସନ ପକ୍ଷରୁ ଚାଉଳ ମିଲ୍ ଉପରେ ଅତର୍କିତ ଚଢ଼ାଉ, ମିଲର୍ଙ୍କୁ ତାଗିଦ
ପୁରୁଷୋତ୍ତମପୁର, ୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଥିବା ଚାଉଳ ମିଲ ଉପରେ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ସହକାରୀ ଜିଲା ଯୋଗାଣ ଅଧିକାରୀ ଉମେଶ ଚନ୍ଦ୍ର ସ୍ବାଇଁ, ପୁରୁଷୋତ୍ତମ…
ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ
ପୁରୁଷୋତ୍ତମପୁର,୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାରତ ବନ୍ଦର ସମ୍ପୂର୍ଣ୍ଣ ପ୍ରଭାବ ଦେଖାଦେଇଛି। ସହରର ବିଭିନ୍ନ ସ୍ଥାନରେ ଅଙ୍ଗନୱାଡ଼ି କର୍ମୀ, ବିଭିନ୍ନ ବିଦ୍ୟାଳୟର ମଧ୍ୟାହ୍ନଭୋଜନରେ ନିୟୋଜିତ ପାଚିକା,ସହାୟିକା ରାସ୍ତା ଅବରୋଧ କରି ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଯୋଗୁ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ…
ଦିଗପହଣ୍ଡିରେ ଧର୍ମଘଟ ଶାନ୍ତିପୂର୍ଣ୍ଣ
ଦିଗପହଣ୍ଡି,୮।୧(ଡି.ଏନ.ଏ.): କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବୁଧବାର ସର୍ବଭାରତୀୟ ଧର୍ମଘଟ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଥିଲା। ଦିଗପହଣ୍ଡି ବସଷ୍ଟାଣ୍ଡ, ବଜାର ଓ ପୁଞ୍ଜି କଁୟା ଛକଠାରେ ସିପିଆଇ, ସିପିଆଇ(ଏମ)…
ଛତ୍ରପୁରରେ ବନ୍ଦ ପ୍ରଭାବ ଶୂନ
ଛତ୍ରପୁର, ୮।୧(ଡି.ଏନ.ଏ): ଗଞ୍ଜାମ ଜ଼ିଲା ସଦର ମହକୁମା ଛତ୍ରପୁର ସହରରେ ଭାରତ ବନ୍ଦର ପ୍ରଭାବ ଆଦୌ ପଡିନି। ଏଠାରେ ପରିବା, ମାଛ ମାର୍କେଟ ସହ ସମସ୍ତ ଦୋକାନ, ବଜାର ଖୋଲା ରହିଛି।
ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ
ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି ।…
ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି
ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା…
ଓଡ଼ିଶାର ଗାଁ, ଆନ୍ଧ୍ରର ଜଣଙ୍କ ନାମରେ ୧୦୦ରୁ ଊର୍ଦ୍ଧ୍ୱ ପଟ୍ଟା
ପାତ୍ରପୁର,୮ା୧(ଡି.ଏନ୍.ଏ.): ପ୍ରାୟ ୨୦୦ ବର୍ଷ ତଳର ଗାଁ। ଏଠାରେ ପୁରାତନ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର, ପୋଖରୀ, ପକ୍କା ରାସ୍ତା, ପକ୍କା ଘର ଅଛି। ଓଡ଼ିଶା ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟ ଚାଲିଛି ା ହେଲେ ସ୍କୁଲ, ଗ୍ରାମ୍ୟ ରାସ୍ତା ଓ ୧୦୦ରୁ…
ଓଏଏସ୍ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ
ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ ରାମ ବେହେରା ଓ ମାଆଙ୍କ ନାମ ସୁଷମା । ବର୍ତ୍ତମାନ ସେ କନ୍ଧମାଳ ଜିଲା…
ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ମାସେ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା
ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ ଚଳାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ହତ୍ୟାର ଶିକାର…
ଜେଏନ୍ୟୁରେ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିଭିନ୍ନ ସଂଗଠନର ବିକ୍ଷୋଭ
ବ୍ରହ୍ମପୁର ଅଫିସ,୮ା୧-ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଛାତ୍ରୀଛାତ୍ର ଓ ଅଧ୍ୟାପିକାଅଧ୍ୟାପକଙ୍କ ଉପରେ ରବିବାର ହୋଇଥିବା ଆକ୍ରମଣକୁ ନେଇ ଏବେ ବିଭିନ୍ନ ସଂଗଠନ ରାସ୍ତାକୁ ଓହ୍ଲାଇବା ସହ ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ସୋମବାର ଏ ନେଇ ଅଲ୍ ଇଣ୍ଡିଆ ଡିଏସ୍ଓ(ଡେମୋକ୍ରାଟିକ ଷ୍ଟୁଡେଣ୍ଟସ୍…
ସିଜେଡ୍ଏମ୍ପି ଜନଶୁଣାଣି: ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନିର୍ଦ୍ଦେଶ
ଛତ୍ରପୁର,୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲା ପାଇଁ ପ୍ରସ୍ତୁତ ସିଜେଡ୍ଏମ୍ପି (ଉପକୂଳ ଜୋନ୍ ପରିଚାଳନା ପ୍ଲାନ୍) ଡ୍ରାଫ୍ଟ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜନଶୁଣାଣି ହୋଇଥିଲା ା ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ପାଲୁର ସାଏବ କେନାଲ…
Archives


