୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ, କର୍ତ୍ତବ୍ୟରେ ଅବହେଳା ମୁଖ୍ୟ ଜେଲ ଓ୍ବାଡର ନିଲମ୍ବିତ
ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ…
ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ
ହିଞ୍ଜିଳିକାଟୁ,୭ା୧(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କୁ ଡାଲମା ପରଷା ଯିବାବେଳେ ସେଥିରୁ ବିଛା ବାହାରିଥିଲା। ଫଳରେ ଉକ୍ତ…
୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ
ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ…
ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍ ଗଠନ
ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିବା ପରୋ ନିଖୋଜ ଝିଅ ମାନଙ୍କୁ…
ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ଭାଜପା
ବ୍ରହ୍ମପୁର ଅଫିସ,୭।୧ ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତ୍ରରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…
ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା
ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…
୬ ବାଲ୍ୟବିବାହ ରୋକିଲା ପ୍ରଶାସନ
ଆସିକା,୭ା୧(ଡି.ଏନ୍.ଏ.): ଆସିକା ବ୍ଲକ ଅନ୍ତର୍ଗତ ବଡଖୋଲି ପଞ୍ଚାୟତରେ ୬ଟି ବାଲ୍ୟ ବିବାହ ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ସୋମବାର ପ୍ରଶାସନ ପକ୍ଷରୁ ତାହାଂକୁ ବନ୍ଦ କରାଯାଇଛି। ପଞ୍ଚାୟତର ବଡଖୋଲି ଗ୍ରାମରେ ୪ ଜଣ, ସାନଖୋଲି ଓ କନ୍ଧପଲ୍ଲୀ ଗ୍ରାମରେ ଜଣେ ଲେଖାଏଁ…
ସ୍ବାମୀ ଚରିତ୍ରକୁ ସନ୍ଦେହ, ସ୍ତ୍ରୀ ସାଜିଲେ ହତ୍ୟାକାରୀ
ମୋହନା,୭ା୧(ଡି.ଏନ୍.ଏ.)-ସ୍ବାମୀଙ୍କ ଚରିତ୍ରକୁ ସନ୍ଦେହ କଲେ ସ୍ତ୍ରୀ ା ରାସ୍ତାରୁ ହଟାଇବା ପାଇଁ ଯୋଜନା ରଚିଲେ ା ଶେଷରେ ୩୦ ହଜାର ଟଙ୍କା ସୁପାରୀ ଦେଇ ହତ୍ୟା କଲେ ା ପ୍ରମାଣ ନଷ୍ଟ ପାଇଁ ୧୦୦ କି.ମି ଦୂରରେ ଫିଙ୍ଗି ଦେଲେ ସ୍ବାମୀଙ୍କ…
କାଳିଆ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ଧାରଣା
ଛତ୍ରପୁର,୭ା୧(ଡି.ଏନ.ଏ.)-କାଳିଆ ଯୋଜନାରେ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ସୋମବାର ନବନିର୍ମାଣ କୃଷକ ସଙ୍ଗଠନ ଗଞ୍ଜାମ ଜିଲା କମିଟି ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା ା…
ଭିଜିଲାନ୍ସ ଜାଲରେ ଏମ୍କେସିଜି ମେଡିକାଲ କନିଷ୍ଠ କିରାଣି
ବ୍ରହ୍ମପୁର ଅଫିସ,୭ା୧-ଏମ୍କେସିଜି ମେଡିକାଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାମରେ ଥିବା ଏକ ଏଲଆଇସି କ୍ଲେମ୍ ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ ନେଇ ଏମ୍କେସିଜି ସର୍ଜରୀ (ଅସ୍ତ୍ରୋପଚାର) ବିଭାଗ କନିଷ୍ଠ କିରାଣି ସୋମବାର ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ…
ବିଜୁ ଯୁବ ବାହିନୀ ସଦସ୍ୟଙ୍କୁ ଆକ୍ରମଣ ଅଭିଯୋଗ
ଦିଗପହଣ୍ଡି,୬।୧(ଡି.ଏନ୍.ଏ.)-ଦିଗପହଣ୍ଡି ସହରର ବିଜୁ ଯୁବ ବାହିନୀ ସଦସ୍ୟ କାହ୍ନୁ ନାହାକଙ୍କୁ ସୋମବାର କେତେକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ଧ୍ୟାରେ କାହ୍ନୁ ଦିଗପହଣ୍ଡି ବସଷ୍ଟାଣ୍ଡରେ ଠିଆ ହୋଇ ଥିବା ବେଳେ ଦଳିତ ସାହିର କିଛି ଯୁବକ ସେଠାରେ ପହଞ୍ଚତ୍ ଲୁହାଛଡ଼ରେ…
ବାଇକ୍ ଦୁର୍ଘଟଣାରେ ଜଣେ ମୃତ
ଦିଗପହଣ୍ଡି/ଚିକିଟି,୬ା୧(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ସିନ୍ଧିଖାଳି ଗ୍ରାମ ନିକଟରେ ରବିବାର ରାତି ପ୍ରାୟ ସାଢ଼େ ୯ଟାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅନୁଗୋଳ ଜିଲା କତଡା ଗ୍ରାମର କୁରୁପତି ପ୍ରଧାନ…
Archives


