ଗଞ୍ଜାମ

ବି କରଡାବାଡି ପଞ୍ଚାୟତକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ସରପଞ୍ଚ

ବୁଗୁଡା,(ଡି.ଏନ.ଏ)-ବୁଗୁଡା ବ୍ଳକ ଅନ୍ତର୍ଗତ ବି କରଡାବାଡି ପଞ୍ଚାୟତ କୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ସରପଞ୍ଚ। ଉକ୍ତ ପଞ୍ଚାୟତ ର ଆଖପାଖ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ…

ବ୍ରହ୍ମପୁରରେ ଖୋଲିଲା ୮ ସରକାରୀ ଜ୍ୱର କ୍ଲିନିକ: କରୋନା ଲକ୍ଷଣ ଉପରେ ମିଳିବ ପରାମର୍ଶ

ଛତ୍ରପୁର, ୧୪।୭( ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ତେଣୁ ବ୍ରହ୍ମପୁର ସହରରେ ୮ଟି ସରକାରୀ ସ୍ବତନ୍ତ୍ର ଜ୍ୱର କ୍ଲିନିକ୍‌ ଖୋଲାଯାଇଛି। ଉକ୍ତ କ୍ଲିନିକକୁ…

୩୧ ପର୍ଯ୍ୟନ୍ତ ସବୁ ସରକାରୀ ଅଫିସକୁ ଜନସାଧାରଣଙ୍କୁ ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଚିନ୍ତା ବଢିଛି। ଏହି ପରିପ୍ରେକ୍ଷୀରେ ଚଳିତ ମାସ ୩୧ତାରିଖ ପର୍ଯ୍ୟନ୍ତ ଜିଲାର ସରକାରୀ ଅଫିସ୍‌କୁ ଜନସାଧାରଣଙ୍କୁ ଯିବା ପାଇଁ ସମ୍ପୂର୍ଣ୍ଣ ନିଷେଧ୍ୟ କରାଯାଇଛି। କରୋନା…

ଗଞ୍ଜାମରେ ୩ ଦିନ ଶଟ୍‌ଡାଉନ କୋହଳ: ୧୮ ସହରର ପ୍ରବେଶପଥ ସମ୍ପୂର୍ଣ୍ଣ ସିଲ୍‌

ଛତ୍ରପୁର, ୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବ୍ରହ୍ମପୁର, ଛତ୍ରପୁର ସମେତ ୧୮ ସହରର ପ୍ରବେଶ ପଥକୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। କୌଣସି ବାହାର ଲୋକଙ୍କୁ ଜିଲା ଭିତରକୁ ଏବଂ ଭିତରୁ ବାହାରକୁ କାହାକୁ ଛଡାଯାଉ ନାହିଁ। ଉଭୟ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ…

ବୁଗୁଡ଼ାରେ ଶଟ୍‌ଡାଉନ୍‌ ଶେଷ ଦିନ: ପୋଲିସ, ପ୍ରଶାସନ ପକ୍ଷରୁ କଡ଼ା ବ୍ୟବସ୍ଥ୍ୟା

ବୁଗୁଡ଼ା,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜାରି ହୋଇଛି ୮ ଦିନିଆ ଶଟଡାଉନ। ମଙ୍ଗଳବାର ଶଟଡାଉନ ଶେଷ ଦିନ। ଏ ନେଇ ରାସ୍ତାଘାଟ ଜନଶୂନ୍ୟ ହୋଇଥିବା ବେଳେ ଜୀବନଯାତ୍ରା ପ୍ରଭାବିତ ହୋଇଛି…

ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି

ଗଞ୍ଜାମ,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍‌ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ…

ଗଞ୍ଜାମରେ କରୋନାରେ ମୃତ, ଆକ୍ରାନ୍ତଙ୍କ ପାଇଁ ୧୦୪ ଆମ୍ବୁଲାନ୍ସ: ୨୪ ଘଣ୍ଟିଆ ମନିଟରିଂ ସେଲ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ଆକ୍ରାନ୍ତଙ୍କ ପାଇଁ ୧୦୪ ଟି ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସସ ବ୍ୟବସ୍ଥା କରାଯାଇଛି। ଜିଲାର ପ୍ରତିଟି ବ୍ଲକରେ ୪ଟି, ବ୍ରହ୍ମପୁର ମହାନଗର ନିଗମରେ ୪ ଏବଂ ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍ପିଟାଲ ଓ ମହାରାଜା କୃଷ୍ଣଚନ୍ଦ୍ର ଗଜପତି…

ବୁଦ୍ଧଖୋଲ ଶୈବପୀଠ ଖାଁ ଖାଁ: ଶୁଭିଲାନି କାଉଡ଼ିଆଙ୍କ ମନ୍ତ୍ର ଉଚ୍ଚାରଣ

ବୁଗୁଡା,୧୩।୭(ଡି.ଏନ୍‌.ଏ.): କରୋନା ମହାମାରୀରୁ ମୁକ୍ତି ନିମନ୍ତେ ଲାଗୁ ହୋଇଛି ଲକଡାଉନ ଓ ଶଟ୍‌ଡାଉନ୍‌। ଏ ନେଇ ଶ୍ରାବଣ ମାସ ସୋମବାରରେ ପ୍ରାୟ ସମସ୍ତ ଶୈବ ପୀଠ ଶୂନଶାନ ହୋଇଯାଇଛି। ଏଥିରୁ ବାଦ୍‌ ପଡିନାହିଁ ଗଞ୍ଜାମ ଜିଲା ବୁଗୁଡ଼ା ନିକଟରେ ଅବସ୍ଥିତ ଐତିହାସିକ…

ବ୍ରହ୍ମପୁର ସହରରେ କରୋନା ଭୟ: ଫାଷ୍ଟ ଗେଟ ସିଲ୍‌

ବ୍ରହ୍ମପୁର ଅଫିସି,୧୩।୭: ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସହର ଜିଲାର ଏକ ମାତ୍ର ପ୍ରମୁଖ ସହର ତଥା ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହି ସହରର ସ୍ଥିତି ଏବେ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଲକ୍‌ଡାଉନ୍‌ କୋହଳ…

କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର ଚାରି…

ଘରେଥିଲେ ଅଷ୍ଟମ ବାଟାଲିୟନ ସିପାହୀ: କାର୍ଯ୍ୟରେ ଯୋଗ ଦେବା ବେଳକୁ ଜଣାପଡ଼ିଲା କରୋନା ଆକ୍ରାନ୍ତ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଗସ୍ତି ନୂଆ ଗାଁ ସ୍ଥିତ ଅଷ୍ଟମ ବାଟାଲିୟନର ଜଣେ ସିପାହୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେ ଛୁଟିରେ ଘରେ ରହିଥିଲେ । କାର୍ଯ୍ୟରେ ଯୋଗ ଦେବା ପାଇଁ ହେଲେ କୋଭିଡ-୧୯ ଟେଷ୍ଟ କରିବାକୁ ଅଷ୍ଟମ ବାଟାଲିୟନ…

କରଡ଼ାକନାରେ ୨ ଦୋକାନ ସିଲ: ୧୦ହଜାର ଜରିମାନା ଆଦାୟ

ଶେରଗଡ଼,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲ ପ୍ରଶାସନ ପକ୍ଷରୁ ପ୍ରତିଦିନ ଅଞ୍ଚଳରେ ଯାଞ୍ଚ କରାଯାଉଛି। ଶେରଗଡ଼ରେ ଗୋଷ୍ଠୀ ସଂକ୍ରମଣ ଯେପରି ନ ହେବ ସେଥି ପ୍ରତି ତହସିଲ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ପ୍ରତିଦିନ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା, ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?