ବେଆଇନ କ୍ଲିନିକ ଉପରେ ପ୍ରଶାସନର ଚଢାଉ: ବାହାରେ ତାଲା, ଭିତରେ ରୋଗୀ ଚିକିତ୍ସା
ଦିଗପହଣ୍ଡି,୫ା୧(ଡି.ଏନ.ଏ.)-ଦିଗପହଣ୍ଡି ବସ୍ଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ସାଗର ପାଥୋଲୋଜି ଏବଂ କଲ୍ୟାଣୀ ମେଡ଼ିସିନ ଷ୍ଟୋର ଓ କ୍ଲିନିକ୍ରେ ଶନିବାର ପୁଣିଥରେ ପ୍ରଶାସନିକ ଚଢାଉ କରାଯାଇଥିଲା। ପ୍ରଥମେ ସାଗର କ୍ଲିନିକରେ ଚଢାଉ କରାଯାଇଥିଲା। କ୍ଲିନିକ ମୁଖ୍ୟ ଦରଜାରେ ତାଲା ପଡ଼ିଥିଲେ ମଧ୍ୟ…
୨ ବେଆଇନ କ୍ଲିନିକ୍ରେ ପ୍ରଶାସନର ଚଢ଼ାଉ
ଗୋପାଳପୁର,୫ା୧ -ଦୀର୍ଘବର୍ଷ ହେଲା ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳରେ ନକଲି ଡ଼ାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ବେଆଇନ କ୍ଲିନିକ କରି ରୋଗୀଙ୍କୁ ଚିକିତ୍ସା ଆଳରେ ଶୋଷଣ କରାଯାଉଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର ହୋଇ…
ଗୁଗଲ୍ରେ ସର୍ଚ୍ଚ କରି ଲଜ୍ ବୁକିଂ ମହଙ୍ଗା ପଡ଼ିଲା: ଠକାମିର ଶିକାର ହେଲେ ପର୍ଯ୍ୟଟକ, ଲଜ୍ ମାଲିକ ଗିରଫ
ଗୋପାଳପୁର,୫ା୧ -ପଶ୍ଚିମବଙ୍ଗ ଚବିଶପ୍ରଗଣା ଅଞ୍ଚଳର କେତେଜଣ ପର୍ଯ୍ୟଟକ ଗୋପାଳପୁର ବେଳାଭୂମି ବୁଲିବା ପାଇଁ ଯୋଜନା କରିଥିଲେ। ଏନେଇ ଗୁଗଲ୍ରେ ସର୍ଚ୍ଚ କରି ଗୋପାଳପୁର ବେଳାଭୂମିରେ ଥିବା ଏକ ରିସର୍ଟ ମ୍ୟାନେଜରଙ୍କ ମୋବାଇଲ ନମ୍ବର ପାଇଥିଲେ। ତାଙ୍କୁ ଫୋନ କରି ୧୭ଟି ରୁମ୍…
୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା: ଆମରଣ ଅନଶନ ପରେ ମିଳିଲା ନିଯୁକ୍ତି ପ୍ରତିଶ୍ରୁତି
ବ୍ରହ୍ମପୁର ଅଫିସ,୫ା୧-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ନେଇ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ପକ୍ଷରୁ ଦିଆଯାଇଥିବା ଧାରଣା ଶନିବାର ପ୍ରତ୍ୟାହୃତ ହୋଇଛି । ଗତ ୨…
ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ଇ-ଅଭିଯୋଗ ଦରଖାସ୍ତ: ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଅନିବାର୍ଯ୍ୟ
ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅନିବାର୍ଯ୍ୟ । ଛତ୍ରପୁରରେ ଅନୁଷ୍ଠିତ ଇ-ଅଭିଯୋଗ ଦରଖାସ୍ତ ଉପରେ ସମୀକ୍ଷା…
ଧରାପଡ଼ିଲେ ୯ ଜଣିଆ ଲୁଟେରା ଗ୍ୟାଙ୍ଗ: ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଲୁଟୁଥିଲେ
ଛତ୍ରପୁର,୪ା୧୨(ଡି.ଏନ.ଏ)-କର୍ମଚାରୀଙ୍କଠାରୁ ଲୁଟପାଟ କରୁଥିବା ୯ ଜଣିଆ ଏକ ଲୁଟେରା ଗ୍ୟାଙ୍ଗକୁ ଗଞ୍ଜାମ ପୋଲିସ ଧରିବାରେ ସଫଳ ହୋଇଛି। ଗଞ୍ଜାମ ଓ ନୟାଗଡ ଜିଲାରେ ହୋଇଥିବା ୧୨ଟି ଲୁଟ୍ ଘଟଣା ଏବଂ ଏକ ହତ୍ୟା ମାମଲାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କ ମଧ୍ୟରେ…
ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା
ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଶଳା ଗୌରହରି ବେହେରାଙ୍କ ଏତଲା କ୍ରମେ ବଡ଼ଗଡ଼…
ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କ ପରଲୋକ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପୁଅ
ଗଞ୍ଜାମ,୪ା୧(ଡି.ଏନ.ଏ.)- ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କର ୮୪ ବର୍ଷରେ ଗୁରୁବାର ରାତିରେ ବ୍ରହ୍ମପୁର ବଡ ମେଡିକାଲରେ ପରଲୋକ ଘଟିଛି। ଚିକିତ୍ସା ଅବହେଳାରୁ ବାପାଙ୍କ ମୃତ୍ୟୁ ଘଟିଥିବା ସାନପୁଅ ଶିଶିର ଅଭିଯୋଗ କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିଲେ ମଧ୍ୟ ଆଇସିୟୁରେ ବେଡ୍…
ବିଦ୍ୟୁତ ଆଘାତରେ ଶ୍ରମିକ ମୃତ
ବ୍ରହ୍ମପୁର ଅଫିସ,୩ା୧: ବିଦ୍ୟୁତ୍ ଆଘାତରେ ଗୁରୁତର ଜଣେ ଶ୍ରମିକଙ୍କ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସମରଝୋଳ ଗ୍ରାମର ନିରାକାର ସାହୁ। ନିରାକାର ବ୍ରହ୍ମପୁରରେ ଏକ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ।…
ଆକ୍ରମଣ ମାମଲା, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ ନାରାୟଣ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ପ୍ରଥମ ଥର ଦୋଷୀ ସାବ୍ୟସ୍ତ ହୋଇଥିବାରୁ…
ମାଲ ବୋଝେଇ ଟ୍ରକ ଜଳିଗଲା
ଭଞ୍ଜନଗର,୩।୧(ଡି.ଏନ.ଏ): ତାରସିଂ ନିକଟ ଜଙ୍ଗଲ ରାସ୍ତାରେ ମାଲ ବୋଝେଇ ଏକ ଟ୍ରକ ଗୁରୁବାର ଭୋରରେ ଶଟ୍ ସର୍କିଟ୍ ଯୋଗୁ ଜଳିଯାଇଛି। ଭଞ୍ଜନଗର- ଦଶପଲ୍ଲା ମୁଖ୍ୟ ରାସ୍ତାରେ ଏପରି ଘଟିଥିବା ଖବରପାଇ ଦଶପଲ୍ଲା ଦମକଳ ବାହିନୀ ପହଞ୍ଚି ନିଅଁ।କୁ ଆୟତ୍ତ କରିଥିଲେ। ଟ୍ରକଟି…
ପୁଣି ବିଶ୍ୱରେକର୍ଡ ସୃଷ୍ଟି କରିବ ବ୍ରହ୍ମପୁର ଆଇଟିଆଇ : ୨୨ଫୁଟର ବନିଶୀକଣ୍ଟାଯୁକ୍ତ ମାଛ କଳାକୃତି
ବ୍ରହ୍ମପୁର ଅଫିସ,୩ା୧- ବ୍ରହ୍ମପୁର ଆଇଟିଆଇ ପୁଣି ବିଶ୍ୱସ୍ତରରେ ରେକର୍ଡ କରିବାକୁ ଯାଉଛି। ପୂର୍ବରୁ ସ୍କ୍ରାପ୍ ତଥା ଆବର୍ଜନାରେ ଏସିଆର ସର୍ବ ବୃହତ୍ ଗିଟାର ଏସିଆ ବୁକ ଅଫ ରେକର୍ଡ ଓ ଜିରାଫ ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଥିଲା। ଏବେ…
Archives


