ଛତ୍ରପୁରରେ ବ୍ୟାଙ୍କ କର୍ମଚାରୀ କରୋନା ପଜିଟିଭ୍: ବ୍ୟାଙ୍କ, ୫ ଗାଁ ଶଟଡାଉନ
ଛତ୍ରପୁର,୧୩।୭(ଡି.ଏନ୍.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଏ ନେଇ ଗୋଟିଏ ବ୍ୟାଙ୍କ ଶାଖାକୁ ୫ ଦିନ ଓ ୫ ଟି ଗାଁକୁ ସ୍ଥାନୀୟ ସରପଞ୍ଚମାନେ ୭ ଦିନ ଶଟଡାଉନ ଘୋଷଣା କରିଛନ୍ତି। ମିଳିଥିବା ସୂଚନା…
ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍ ଜୋନ୍ରେ: ବୁଝାଇଲେ ଜ଼ିଲାପାଳ
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ ସୋମବାର…
ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ ଜିଲା। ଏଠାରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ସବୁଠାରୁ ଅଧିକ। ଏହି ମହାମାରୀ…
ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ଯୋଦ୍ଧା
ପାତ୍ରପୁର,୧୨ା୭(ଡି.ଏନ୍.ଏ.)- ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ସଂକ୍ରମିତ ଝିଅ। କୋଭିଡ୍ ହସ୍ପିଟାଲରୁ ଆସି କେବଳ ଶେଷ ଦର୍ଶନ କଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ଗ୍ରାମରେ। ଉକ୍ତ ଗ୍ରାମରେ କିଛିବର୍ଷ ହେଲା ପରିବାର…
ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍
ବୁଗୁଡ଼ା,୧୨ା୭(ଡି.ଏନ୍.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ…
ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ
ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍ଡାଉନ୍ ଓ ଶଟ୍ଡାଉନ୍ ଘୋଷଣା କରିଛନ୍ତି। କରୋନା ସଂକ୍ରମଣରୁ ଲୋକମାନଙ୍କୁ ରକ୍ଷା କରିବା ପାଇଁ ସରକାର ଯଥା ସମ୍ଭବ ପଦକ୍ଷେପ ନେଉଛନ୍ତି…
ଗଞ୍ଜାମରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ
ଛତ୍ରପୁର,୧୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କ ଶନିବାର କରୋନାରେ ମୃତ୍ୟୁ ଘଟିଛି। ରବିବାର ଏ ସମ୍ପର୍କରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ଟୁଇଟ କରି ସୂଚନା ଦେଇଛନ୍ତି। କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।…
ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?
ଛତ୍ରପୁର,୧୨।୭(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ଲକ୍ଷଣ ନ ଲୁଚାଇବାକୁ ବାରମ୍ବାର କୁହାଯାଇଥିଲେ ସୁଦ୍ଧା ଲୋକେ ପାରାସିଟାମଲ ଖାଉଛନ୍ତି। ଯେଉଁ…
ଗଞ୍ଜାମରେ ଆଉ ୮ କୋଭିଡ୍ କେୟାର, ହେଲ୍ଥ ସେଣ୍ଟର ଖୋଲାଯିବ: ଜିଲାପାଳ
ଛତ୍ରପୁର,୧୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍ କେୟାର ସେଣ୍ଟର(ସିସିସି) ଓ କୋଭିଡ୍ ହେଲଥ ସେଣ୍ଟର (ଡିସିଏଚ୍ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା ଚାଲିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ସହ ଡାକ୍ତର ଓ ଷ୍ଟାଫ୍ ଆଇସୋଲେଶନରେ ଏଠାରେ…
ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର
ଶେରଗଡ଼,୧୨ା୭(ଡି.ଏନ୍.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ବ୍ଲକ ସୂତ୍ରରୁ ପ୍ରକାଶ, ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣ ସୁସ୍ଥ ହୋଇ ଫେରିଲେଣି।…
ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍ଡାଉନ୍
ଛତ୍ରପୁର,୧୨ା୭(ଡି.ଏନ୍.ଏ.): କରୋନା ପଜିଟିଭ୍ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍ଡାଉନ୍ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ ୨ଜଣ ପଜିଟିଭ୍ ଚି଼ହ୍ନଟ ଫଳରେ ଜିଲାପାଳ କ୍ଷମତା ପ୍ରୟୋଗ କରି ସରପଞ୍ଚ ସସ୍ମିତା…
ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର ୭୬, କୋରାପୁଟର ୪୪, ମାଲକାନଗିରିର ୩୬, ଗଜପତି ୨୦, ମୟୂରଭଞ୍ଜର ୧୪, ବାଲେଶ୍ୱର-ଭଦ୍ରକ-କଟକର…

