ସହରକୁ ସ୍ବଚ୍ଛ, ସୁନ୍ଦର କରିବାକୁ ସଙ୍କଳ୍ପ
ବ୍ରହ୍ମପୁର ଅଫିସ,୨ା୧- ନୂତନବର୍ଷରେ ବହୁ ନୂଆ ପଦକ୍ଷେପ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର ନିଗମ। ସହରବାସୀ ଘର ପାଖରେ ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ନେଇ ବିଏମ୍ସି ପକ୍ଷରୁ ଅର୍ବାନ ସେବା ଆପ୍ର ଶୁଭାରମ୍ଭ କରାଯାଇଛି। ସେହିପରି ସହରରେ ଆପରାଧିକ…
ବଢୁଛି ନିଶା କାରବାର: ପୋଲିସ, ଅବକାରୀ ବିଭାଗ ନୀରବଦ୍ରଷ୍ଟା
ବ୍ରହ୍ମପୁର ଅଫିସ,୨ା୧- ଗଞ୍ଜାମ ଜିଲାର ବିଭିନ୍ନ ଗଁ। ରେ ଏବେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ଯୁବ ପିଢ଼ି ଏହି କାରବାରରେ ଏବେ ଲିପ୍ତ ରହୁଛନ୍ତି। ନିଶା କାରବାରକୁ କେନ୍ଦ୍ର କରି ବିଗତ ଦିନରେ ଜିଲାରେ ଅନେକ ମୁଣ୍ଡ…
ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ
ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ଏଠାରେ ପ୍ରାକୃତିକ ଦୃଶ୍ୟ ଉପଭୋଗ କରିବା ସହ…
ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ମୋହନା,୨ା୧(ଡି.ଏନ୍.ଏ.) – ଗଜପତି ଜିଲା ଅଡବା ଥାନାଠାରୁ ୨ଶହ ମିଟର ଦୂର ଶ୍ମଶାନଘାଟ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ପଡିଥିବା କେତେଜଣ ଲୋକ ଦେଖି ଅଡବା ଥାନାକୁ ଜଣାଇଥିଲେ। ଅଡବା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ଘଟଣାସ୍ଥଳରୁ ୨ଟି…
ଛୁଟିରେ ଡାକ୍ତର, ରୋଗୀ ଛଟପଟ
ଭଞ୍ଜନଗର,୨।୧(ଡି.ଏନ୍.ଏ.)- ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ରାଜ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ହସ୍ପିଟାଲ। ଉକ୍ତ ହସପିଟାଲକୁ ଜିଲା ହସପିଟାଲ ଠାରୁ ଅଧିକ ରୋଗୀ ଦୈନନ୍ଦିନ ଆସନ୍ତି। ଚାହିଦାକୁ ଦେଖି ଭିତ୍ତିଭୂମି ସୁଦୃଢ଼ କରାଯାଇଛି। କିନ୍ତୁ ଖାଲିଥିବା ଡାକ୍ତର ପଦବୀ ପୂରଣ କରାଯାଉନାହିଁ। ଯେଉଁଥିପାଇଁ ଅଧିକାଂଶ…
ସ୍ଲିପର,ଏସି ବଗି ଫାଟକ ବନ୍ଦ: ଯାତ୍ରୀ ହଇରାଣ
ଛତ୍ରପୁର,୧ା୧(ଡି.ଏନ.ଏ): ଛତ୍ରପୁର ଷ୍ଟେଶନରେ ରହୁଥିବା ବିଭିନ୍ନ ଟ୍ରେନ୍ର ସ୍ଲିପର ଓ ଏସି ବଗିର ଫାଟକ ବନ୍ଦ ରହୁଛି। ଫଳରେ ଏସବୁ ବଗିରେ ଯିବାପାଇଁ ଟିକେଟ କରିଥିବା ଯାତ୍ରୀମାନେ ଟ୍ରେନ୍ରେ ଚଢିବାକୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛତ୍ରପୁର ଷ୍ଟେଶନରେ ଏକ୍ସପ୍ରେସ୍, ସୁପରଫାଷ୍ଟ ଓ…
ଆହତଙ୍କୁ ମେଡିକାଲ ନେଲେ ତହସିଲଦାର
ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ଭାଟକୁମରଡା ନିକଟରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ରାସ୍ତାରେ ପଡିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ସେହି ରାସ୍ତାଦେଇ…
ଭଞ୍ଜନଗରର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼
ଭଞ୍ଜନଗର,୧।୧(ଡି.ଏନ୍.ଏ.): ନୂଆବର୍ଷ ଉପଲକ୍ଷେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ବୁଧବାର ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପାର୍କ ପରିଦର୍ଶନ…
ନୂଆବର୍ଷରେ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେବା ଲାଗି ବାସଭବନରେ ଭିଡ଼
ଭଞ୍ଜନଗର,୧।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଗଝୋଳସ୍ଥିତ ବାସଭବନରେ ନୂଆବର୍ଷ ଲାଗି ସକାଳୁ ଶୁଭେଚ୍ଛୁଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଭଞ୍ଜନଗର ଓ ସୋରଡ଼ା ନିର୍ବାଚନମଣ୍ଡଳୀର…
ନବବର୍ଷରେ ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼
ପୁରୁଷୋତ୍ତମପୁର,୧।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଇଂରାଜୀ ନବବର୍ଷ ଅବସରରେ ମା’ଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଛି। ଏହା ସାଙ୍ଗକୁ ସ୍ଥାନଟି…
ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍ ଅବସର ନୋଟିସ
ଛତ୍ରପୁର,୧-୧(ଡି.ଏନ୍.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ଦକ୍ଷତାବିହୀନ ୫ ସରକାରୀ କର୍ମଚାରୀଙ୍କୁ ପ୍ରାକ୍ ଅବସର ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି…
ନୂଆବର୍ଷରେ ଫୁଲତୋଡ଼ା ବଦଳରେ ବହି ଦିଅ: ଜିଲାପାଳ
ଛତ୍ରପୁର,୧ା୧(ଡି.ଏନ୍.ଏ.)-ବୁଧବାର ନୂତନ ବର୍ଷ ୨୦୨୦ ଆରମ୍ଭ ହେବ। ସାଧାରଣତଃ ଗ୍ରୀଟିଙ୍ଗସ୍ କାର୍ଡ, ଫୁଲ ତୋଡ଼ା ଓ ବିଭିନ୍ନ ଉପହାର ଦେଇ ନୂତନବର୍ଷର ଶୁଭେଚ୍ଛା ଜଣାଯାଏ। ତେବେ ଚଳିତଥର ଏସବୁ ଉପହାର ନ ଦେଇ ବହି ଉପହାର ଦେବାକୁ ଗଞ୍ଜାମ ଜିଲାପାଳ ବିଜୟ…
Archives


