ଗଞ୍ଜାମ

ଜେଲ୍‌ରେ କରୋନା ଭୟ: ୧୭ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୧୧ା୭-ଗଞ୍ଜାମ ଜିଲାରେ ଜୁଲଇ ଆରମ୍ଭରୁ କରୋନା ସ୍ଥିତି ବିପଦଜ୍ଜନକ ହେଉଥିବା ବେଳେ ତାହା ଏବେ ଘାତକ ସାଜିଛି। ଦୈନିକ କରୋନା ସଂକ୍ରମଣ ବୃଦ୍ଧି ହାର ଉପରକୁ ଚାଲିଗଲାଣି। ରାଜ୍ୟରେ ଚିହ୍ନଟ ସମୁଦାୟ ପଜିଟିଭଙ୍କ ମଧ୍ୟରୁ ୩୮ ପ୍ରତିଶତ ଗଞ୍ଜାମ ଜିଲାରେ।…

ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ଅଭିଯୁକ୍ତଙ୍କ ଆକ୍ରମଣ

ଶଙ୍କରାଖୋଲ,୧୧ା୭(ଡି.ଏନ୍‌.ଏ.)- ଏକ ଗଣ୍ଡଗୋଳ ମାମଲାରେ ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶୁକ୍ରବାର ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ସମୀର କୁମାର ନାୟକ। ଟିକାବାଲି ଥାନାରେ ନଂ.୪୩/୨୦ରେ ମାମଲା ରୁଜୁ ହୋଇଥିବା…

ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି, ୨ ଫଟୋ ସାମ୍ବାଦିକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୧୧ା୭- ବ୍ରହ୍ମପୁର ମହାନଗର ଅଞ୍ଚଳରେ କାର୍ଯ୍ୟରତ ଏକ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ଓ ୨ଜଣ ଫଟୋ ସାମ୍ବାଦିକ କରୋନା ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ନିକଟରେ କୌଣସ ଲକ୍ଷଣ ନଥିଲା। ଖବର ସଂଗ୍ରହ…

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୨୨ ହଜାରରୁ ଅଧିକ ଟଙ୍କା

ବ୍ରହ୍ମପୁର ଅଫିସ,୧୦।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର କରିଛନ୍ତି।…

ବୁଗୁଡା ଏନ୍‌ଏସିରେ ଥର୍ମାଲ ସ୍କ୍ରିନିଂ ଜୋରଦାର

ବୁଗୁଡା,୧୦।୭(ଡି.ଏନ୍‌. ଏ.): ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ବୁଗୁଡ଼ା ଏନ୍‌ଏସିର ବିଭିନ୍ନ ସାହିରେ ଥର୍ମାଲ ସ୍କ୍ରିନିଂ ଜୋରଦାର ଚାଲିଛି। ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଅଭିଯାନ ଆରମ୍ଭ ହୋଇଛି। ସହରରେ ଲାଗୁହୋଇଥିବା ଶଟଡାଉନ ସମୟରେ ଡାକ୍ତରଙ୍କ ସମେତ ମହିଳା ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନଓ୍ବାଡିକର୍ମୀ,…

ଗଞ୍ଜାମ ସହରରେ ୮ କରୋନା ଆକ୍ରାନ୍ତ, ୪ ସୁସ୍ଥ

ଗଞ୍ଜାମ,୧୦।୭(ଡି.ଏନ୍‌.ଏ.): ମହାମାରୀ କରୋନା ଦୀର୍ଘ ପାଞ୍ଚ ମାସରୁ ଊର୍ଦ୍ଧ୍ୱ ସମୟ ସାରା ରାଜ୍ୟ ଆତଙ୍କ ସୃଷ୍ଟି କରିଛି। ବିଶେଷ ଭାବେ ଗଞ୍ଜାମ ଜିଲାକୁ ଅତ୍ୟଧିକ ପ୍ରବାସୀ ଫେରିବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି l ଜିଲାର ପ୍ରମୁଖ…

ଛେପ ପକାଇ ତଣ୍ଡ ଗଣିଲେଣି ୧ ଲକ୍ଷରୁ ଅଧିକ ଟଙ୍କା

ଛତ୍ରପୁର,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କୋଭିଡ -୧୯ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯାଉଛି। ଉଭୟ ପ୍ରଶାସନ ଓ ପୋଲିସ ପକ୍ଷରୁ ପୃଥକ ଏନ୍‌ଫୋର୍ସମେଣ୍ଟ କରି କୋଭିଡ ନିୟମ ଉଲଙ୍ଘନକାରୀଙ୍କ ଠାରୁ…

କରୋନାକୁ ହରାଇ ପୁଣିଥରେ କାର୍ଯ୍ୟରେ ଯୋଗଦେଲେ ଏହି ଯୋଦ୍ଧା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୯।୭ : କର୍ତ୍ତବ୍ୟ ଆଗରେ ସବୁ କିଛି ହାର ମାନିଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବାଣପୁରର ଜଣେ ଯୋଦ୍ଧାଙ୍କ କ୍ଷେତ୍ରରେ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ପୁଣି ଥରେ କାର୍ଯ୍ୟରେ…

ଗଞ୍ଜାମ ବ୍ଲକରେ ଡୋର୍‌ ଟୁ ଡୋର୍‌ ହେଲ୍‌ଥ ସ୍କାନିଂ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାରେ ଅତିରିକ୍ତ ଆଇଏଏସ୍‌ ଓ ଓଏଏସ୍‌ଙ୍କୁ ନିଯୁକ୍ତି ଦିଆଯାଇଛି। କରୋନା…

ଆଉ ୪ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲାର। ଫଳରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି…

ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର ଯେପରି ବାଦ୍‌ ନ ପଡିବ ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ବାସ୍ଥ୍ୟ ଟିମ୍‌କୁ କହିଥିଲେ।…

କରୋନା କବଳରେ ଡାକ୍ତର, ନର୍ସ, ରୋଗୀ: ବନ୍ଦ ହେଲା ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ,୯ା୭: ବ୍ରହ୍ମପୁରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ଡାକ୍ତର, ନର୍ସ, କର୍ମଚାରୀ ଓ ରୋଗୀ କରୋନାରେ ସଂକ୍ରମିତ ହେବା ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଓପିଡି (ଅଉଟଡୋର)କୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କ ଉପରେ ଗୁରୁବାରଠାରୁ ରୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?