ନଦୀରେ ବୁଡି ଜଣଙ୍କ ଜୀବନ ଗଲା
ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ ସାହୁ(୬୧)। ପୂର୍ବରୁ ସେ ବାତଜନିତ ରୋଗରେ ପୀଡିତ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ପ୍ରକାଶ…
ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ
ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ ବ୍ରହ୍ମପୁର…
ବାଇକ୍ରୁ ଖସି ଯୁବତୀଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ ରବିବାର…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ: ବ୍ରାହ୍ମଣୀଗାଁ ଫରେଷ୍ଟର ଗିରଫ
ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ପ୍ରାୟ ସମସ୍ତ ସମ୍ପତ୍ତି ଠୁଳ…
ସାଇକେଲରେ ୯ ଦିନରେ ୭୦୦ କି.ମି. ଯାତ୍ରା: ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ଅମରେଶ
ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ ରବିବାର ପୂର୍ବାହ୍ନରେ ବ୍ରହ୍ମପୁରରେ ତାଙ୍କ ଯାତ୍ରା ଶେଷ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ…
୩ ବଖରା ଜଳିଗଲା
ଦିଗପହଣ୍ଡି,୨୯ା୧୨(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗଁାରେ ରବିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ବାବୁ ଗୌଡ ଓ ନାରାୟଣ ଗୌଡଙ୍କ ୩ ବଖରା ଜଳିଯାଇଛି। ଦିଗପହଣ୍ଡି ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ ବେହେରା ଓ ବଳରାମ ବେହେରାଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚତ୍ ନିଅଁା…
କୀଟନାଶକ ଗନ୍ଧର ପ୍ରଭାବ: ୨ ଭଉଣୀ ପରେ ଆଉଜଣଙ୍କ ମୃତ୍ୟୁ
ଦିଗପହଣ୍ଡି,୨୯ା୧୨(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର କୀଟନାଶକ ଗନ୍ଧରେ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ନାତୁଣୀ ବର୍ଷା (୧୨)ଙ୍କର ଶନିବାର ସକାଳେ ବ୍ରହ୍ମପୁର…
ଲଟେରୀରେ କାର ଉଠିବା ସୂଚନା: ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ଅଭିଯୋଗ
ଗୋପାଳପୁର,୨୯ା୧୨-ଦିନକୁ ଦିନ ସାଇବରର ଠକେଇ ବଢୁଛି। ବିଭିନ୍ନ ସମୟରେ ମିଥ୍ୟା ଫୋନ୍ କଲ ପାଇ ଲୋକଙ୍କର ଲକ୍ଷଲକ୍ଷ ଟଙ୍କା ଚାଲିଯାଉଛି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲାରେ। ଲଟେରୀରେ କାର ଜିତିବା ଆଶାରେ ଜଣେ ବ୍ୟକ୍ତି ଲକ୍ଷାଧିକ ଟଙ୍କା ଦେଇ…
ମହିଳାଙ୍କୁ ଅସଦାଚରଣ, ଯୁବକ ଗିରଫ
ବ୍ରହ୍ମପୁର ଅଫିସ,୨୮ା୧୨: ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଗେଟବଜାର ପଞ୍ଚାନନ ନଗରର ଶ୍ରୀକାନ୍ତ ବେହେରା। ମାମଲା ନଂ.୨୬୩/୧୯ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୁରେଶ…
ବେପରୁଆ ଗାଡ଼ି ଚାଳକଙ୍କୁ ଜଗିବ ସ୍ପିଡ୍ ହଣ୍ଟର କ୍ୟାମେରା
ଛତ୍ରପୁର,୨୮ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଚିହ୍ନଟ କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ ହୋଇଛି। ଏଥିପାଇଁ ସ୍ପିଡ୍ ହଣ୍ଟର ୨ ପ୍ଲସ୍ କ୍ୟାମେରା ଜିଲାକୁ ଆସିଛିା ଶୁକ୍ରବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ଏହାର ଶୁଭାରମ୍ଭ କରିଛନ୍ତି।…
ଚିକିଟି ରାଜାଙ୍କ ପରଲୋକ
ଚିକିଟି,୨୮ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟିର ରାଜା ତଥା ପୂର୍ବତନ ବିଧାୟକ ସଚ୍ଚିଦାନନ୍ଦ ଦେଓଙ୍କ ୯୮ ବର୍ଷରେ ଶୁକ୍ରବାର ସକାଳେ ଚିକିଟି ରାଜବାଟୀ ପରିସରରେ ପରଲୋକ ହୋଇଯାଇଛି। ସେ ଚିକିଟି ନିର୍ବାଚନ ମଣ୍ଡଳୀର ବିଧାୟିକା ଉଷା ଦେବୀଙ୍କ ଶ୍ୱଶୁର। ସଚ୍ଚିଦାନନ୍ଦ ଚିକିଟି ନିର୍ବାଚନମଣ୍ଡଳୀରୁ…
କୀଟନାଶକ ଗନ୍ଧରେ ୨ ଭଉଣୀଙ୍କ ମୃତ୍ୟୁ
ଦିଗପହଣ୍ଡି,୨୮ା୧୨(ଡିଏନଏ)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର କୀଟନାଶକ ଗନ୍ଧରେ ମୃତ୍ୟୁ ଘଟିଛି। ଅନ୍ୟଜଣେ ଭଉଣୀ ବର୍ଷା (୧୨) ଗୁରୁତର ଅବସ୍ଥାରେ ବ୍ରହ୍ମପୁର…
Archives


