ଗଞ୍ଜାମ

ଦୁର୍ଘଟଣାରେ ମା’ ମୃତ, ଝିଅ ଗୁରୁତର

ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍‌.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କୁନି ଝିଅର ବାମଗୋଡ଼ଟି…

ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ। ସଂସ୍କୃତି, ପରମ୍ପରାକୁ ବଜାୟ ରଖିବା ଗୁରୁଜନ ପ୍ରତି ଭକ୍ତିଭାବ ରଖିବା, ପ୍ରତିଟି ବିଚାର ଧାରାକୁ…

ଟେଲିସ୍କୋପ୍‌ରେ ସୂର୍ଯ୍ୟୋପରାଗ ଦେଖିଲେ

ବ୍ରହ୍ମପୁର ଅଫିସ,୨୭ା୧୨-ବ୍ରହ୍ମପୁରରେ ସୂର୍ଯ୍ୟୋପରାଗର ପ୍ରଭାବ ଭୟକୁ ଦୂରେଇବା ପାଇଁ ବିଜ୍ଞାନ ଚେତନା ମଞ୍ଚ ବ୍ରହ୍ମପୁର ଶାଖା ପକ୍ଷରୁ ଟେଲିସ୍କୋପ ମାଧ୍ୟମରେ ସୂର୍ଯ୍ୟୋପରାଗ ଦେଖିବା ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଖଲ୍ଲିକୋଟ କଲେଜ ଖେଳପଡିଆରେ ସୂର୍ଯ୍ୟୋପରାଗ ପ୍ରଭାବକୁ ଖାତିର ନ…

ଦୁଇ ଦିନ ଧରି ଲାଗି ରହିଛି ଉତ୍ତେଜନା: ମଦ ଦୋକାନ ଜାଳିଦେଲେ ଲୋକେ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ବୁଧବାର ଓ ଗୁରୁବାର ଉତ୍ତ୍ୟକ୍ତ ଲୋକେ ଏ.ବରିଡ଼ା, କୁଶପଲ୍ଲୀରେ ମଦଭାଟି ଓ ମଦ ବ୍ୟବସାୟୀଙ୍କ ୪ ଘର ଜାଳି ଦେଇଛନ୍ତି। ଗୁରୁବାର ଉତ୍ତ୍ୟକ୍ତ ଲୋକେ ଫାଣ୍ଡି…

ଗଣବଳାତ୍କାର ଭିଡିଓ ଭାଇରାଲ, ୩ ଅଟକ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ ପୁଣି ଲଜ୍ଜା। ୩ ଜଣ ସାଙ୍ଗ ମିଶି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ୩ ଅଭିଯୁକ୍ତଙ୍କୁ ଗୁରୁବାର ଥାନାକୁ ଆଣି ପଚରାଉଚରା କରୁଥିବା ଥାନା ଅଧିକାରୀ ପ୍ରଭାତ…

ପାଦ ବିକୃତି ଚିକିତ୍ସା ପରେ ଘରକୁ ଫେରିଲେ ଶିଶୁ

ଫୁଲବାଣୀ ଅଫିସ,୨୬ା୧୨-ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହୋଇଥିବା ପାଦ ବିକୃତି ପିଲା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏମାନେ ଅନ୍ୟ ପିଲାଙ୍କ ଭଳି ସୁସ୍ଥ ଜୀବନଯାପନ କରି ପାରିବେ । ଗତ ୫ ତାରିଖରୁ ଏହି ଅସ୍ତ୍ରୋପଚାର ଶିବିର ହୋଇଥିଲା। ସେ…

ବିଷ ପିଇ ଯୁବକଙ୍କ ମୃତ୍ୟୁ ଘଟଣା: ସ୍ବାସ୍ଥ୍ୟକେନ୍ଦ୍ରରେ ଭଙ୍ଗାରୁଜା, କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ

ପାତ୍ରପୁର,୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗ୍ରାମର ଅଶ୍ୱିନୀ ବେହେରା(୩୦) ବୁଧବାର ସନ୍ଧ୍ୟାରେ ବିଷ ପିଇ ଗୁରୁତର ଅବସ୍ଥାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।…

ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି: ମା’ ମୃତ, ଶିଶୁକନ୍ୟାଙ୍କ ଗୋଡ଼ ଭାଙ୍ଗିଲା

ଜଗନ୍ନାଥପ୍ରସାଦ, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସମ୍ମୁଖରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଲୁନାରେ ଯାଉଥିବା ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ଶିଶୁକନ୍ୟା ଆହତ ହୋଇଛନ୍ତି। ମୃତ ମହିଳା…

ସ୍କର୍ପିଓରେ ଆସି ୪ ଛେଳି ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୬।୧୨(ଡି.ଏନ୍‌.ଏ.): ବର୍ତ୍ତମାନ ଇଂରାଜୀ ନବବର୍ଷ ପାଳନ ଲାଗି ଗ୍ରାମଠାରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ଏହାକୁ ନେଇ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଅଞ୍ଚଳରେ ଲୋକଙ୍କ ଭିଡ଼ ଜମୁଛି। ଏପରିସ୍ଥଳେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ଜିରାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା…

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ ଇଣ୍ଟରନେଟ ବ୍ୟବସ୍ଥାରେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାରରେ ବାଧକ ସାଜିଥିବା ଦର୍ଶାଇ…

ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ବୁଧବାର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଜିଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ ଉଦ୍‌ଯାପିତ

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଗଞ୍ଜାମ ଓ ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ପକ୍ଷରୁ ଛତ୍ରପୁର ଷ୍ଟାଡିୟମରେ ୨ ଦିନ ଧରି ଚାଲିଥିବା ଜିଲା ଆଥଲେଟିକ୍‌ ମିଟ୍‌ ବୁଧବାର ଉଦଯାପିତ ହୋଇଯାଇଛି ା ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri