୭ ଦିନ ନିମଖଣ୍ଡିପେଣ୍ଠ ଗାଁ ଶଟଡାଉନ
ଦିଗପହଣ୍ଡି,୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଏ ନେଇ ସ୍ଥାନୀୟ ପ୍ରଶାସନ ଓ ସାଧାରଣ ଜନତାଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଗତ କିଛିଦିନ ମଧ୍ୟରେ ଦିଗପହଣ୍ଡି…
ଛତ୍ରପୁର ସହରକୁ ବାହାର ଲୋକ ଆସିବା ମନା: ପ୍ରବେଶ ପଥ ସିଲ୍
ଛତ୍ରପୁର,୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରର ସମସ୍ତ ପ୍ରବେଶ ପଥକୁ ସିଲ୍ କରିଦିଆଯାଇଛି। କେବଳ ଡିଆର୍ଡିଏ ଛକରେ ପୋଲିସ, ପ୍ରଶାସନିକ ଅଧିକାରୀଙ୍କ ଗାଡି ଓ ଆମ୍ବୁଲାନ୍ସକୁ ସହର ମଧ୍ୟକୁ ଯିବାକୁ ଅନୁମତି ରହିଛି। ବାହାର ଅଞ୍ଚଳର ଲୋକଙ୍କୁ ଛତ୍ରପୁର ସହରକୁ ପ୍ରବେଶ…
ଗଞ୍ଜାମରୁ ବାହାରକୁ ଯିବାକୁ ଚାହୁଁଥିଲେ, କେବଳ ଏହି ମାନଙ୍କୁ ମିଳିବପାଶ
ଛତ୍ରପୁର,୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ବାହାରକୁ ଯିବା ପାଇଁ ପାଶ ବ୍ୟବସ୍ଥା ହୋଇଛି। ତେବେ କେବଳ ସ୍ବାସ୍ଥ୍ୟ ଓ ଜରୁରୀ ସରକାରୀ କାର୍ଯ୍ୟ ପାଇଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ଦେଖାଇଲେ ବାହାର ରାଜ୍ୟକୁ ଛଡ଼ାଯିବ। ଏଥିପାଇଁ ଆବେଦନ କରିବାକୁ ପଡିବ । ସମ୍ପୃକ୍ତ…
ଶେରଗଡ଼ ବ୍ଲକକୁ ନିର୍ଦ୍ଦେଶନାମା ନ ଆସୁଣୁ ପିତ୍ତଳ ପଞ୍ଚାୟତ ୬ଦିନ ଶଟ୍ଡାଉନ
ଶେରଗଡ଼,୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକକୁ ୫ଦିନ ପାଇଁ ଜିଲାପାଳ ଶଟ୍ଡାଉନ ଘୋଷଣା କରିଥିଲେ। ଏହି ନିର୍ଦ୍ଦେଶନାମା ଆସିବା ପୂର୍ବରୁ ପିତ୍ତଳ ସରପଞ୍ଚ ରଙ୍ଗବତୀ ବେହେରା ବୁଧବାରଠାରୁ ପଞ୍ଚାୟତକୁ ୬ଦିନ ପାଇଁ ଶଟ୍ଡାଉନ ଘୋଷଣା କରିଛନ୍ତି। ଏକ ପ୍ରେସ ଇସ୍ତାହାରରେ ସେ…
କଳମ୍ବ ପଞ୍ଚାୟତରେ ୭ ଜଣ କରୋନା ପଜିଟିଭ: ୮ ଦିନ ଶଟଡାଉନ ଘୋଷଣା କଲେ ସରପଞ୍ଚ
ବୁଗୁଡ଼ା,୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କଳମ୍ବ ପଞ୍ଚାୟତ ଅନ୍ତର୍ଗତ କଳମ୍ବ ଛକରେ ଜଣେ ଏବଂ ଡେଙ୍ଗାପଦରରେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ ରଖି କଳମ୍ବ ପଞ୍ଚାୟତ ସରପଞ୍ଚ ପ୍ରତିଭା ରାଣୀ ଜେନା ଜିଲାପାଳ…
ଗଞ୍ଜାମ-ଖୋର୍ଦ୍ଧା ସୀମା ସିଲ୍, କେହି ଯାଇ ପାରିବେନି ଭୁବନେଶ୍ୱର: ଜିଲାପାଳ
ଛତ୍ରପୁର,୮ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗଞ୍ଜାମ-ଖୋର୍ଦ୍ଧା ସୀମାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ଏଥିସହ ଭୁବନେଶ୍ୱର ଯିବା ପାଇଁ କୋଣସି ବ୍ୟକ୍ତିଙ୍କୁ ଅନୁମତି ମିଳିବ ନାହିଁ ବୋଲି…
ସମସ୍ୟା ନେଇ ଗଞ୍ଜାମ ଜିଲାପାଳଙ୍କ ମୋବାଇଲକୁ କରିପାରିବେ ମେସେଜ
ଗଞ୍ଜାମ, ୮।୭(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରେ ମହାମାରୀ କରୋନା ଧୀରେ ଧୀରେ କାୟା ବିସ୍ତାର କରିବା ଆରମ୍ଭ କରିଛି। ଗତ ଶନିବାରଠାରୁ ଆରମ୍ଭ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଦିନରେ ୭କୁ ବୃଦ୍ଧି ହୋଇଛି l ଏ ନେଇ ବୁଧବାର…
ବ୍ରହ୍ମପୁର ଆଇଟିଆଇକୁ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ପ୍ରଶଂସାପତ୍ର
ବ୍ରହ୍ମପୁର ଅଫିସ,୮ା୭- କୋଭିଡ୍-୧୯ର ମୁକାବିଲା ନେଇ ୟୁଭିସି ସୋଲ ସାନିଟାଇଜର, ୟୁଭିସି ସାନିଟାଇଜର ନିର୍ମାଣ ପାଇଁ ବ୍ରହ୍ମପୁର ଆଇଟିଆଇକୁ ଭାରତ ସରକାରଙ୍କ ଦକ୍ଷତା ବିକାଶ ବିଭାଗ ମନ୍ତ୍ରୀ ମହେନ୍ଦ୍ର ନାଥ ପାଣ୍ଡେ ପ୍ରଶଂସାପତ୍ର ଦେଇଛନ୍ତି। ମହାମାରୀ ସମୟରେ କରୋନା ଯୋଦ୍ଧାଙ୍କ ସୁରକ୍ଷା…
ପ୍ରତାରଣା ଅଭିଯୋଗ, ଜେଲ ଗଲେ ଫାଣ୍ଡି ଅଧିକାରୀ
ଖଲ୍ଲିକୋଟ,୮ା୭(ଡି.ଏନ୍.ଏ.)- ପୁଣି ଖାକିରେ କଳଙ୍କ। ମହିଳାଙ୍କୁ ସୁରକ୍ଷା ଦେବା ବଦଳରେ ଦିନକୁ ଦିନ ସେମାନଙ୍କ ଉପରେ ପୋଲିସର ଅତ୍ୟାଚାର ବଢୁଛି। ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା ଅଭିଯୋଗରେ ଗଞ୍ଜାମ ଜିଲା…
ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା: ଆସନ୍ତା ୯ରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ସଟ୍ଡାଉନ୍; ଜାଣନ୍ତୁ..
ଛତ୍ରପୁର, ୭।୭(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଜ଼ିଲାର ବିଏମ୍ସି ସମେତ ୧୮ ସହରାଞ୍ଚଳ ଏବଂ ସାନଖେମୁଣ୍ଡି, ଶେରଗଡ଼, ପାତ୍ରପୁର, ଧରାକୋଟ, ଜଗନ୍ନାଥପ୍ରସାଦ ବ୍ଲକର ହେଡକ୍ୱାର୍ଟର ଶଟ୍ଡାଉନ୍ ରହିବ। ଆସନ୍ତା ୯ ତାରିଖରୁ…
ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ପୋଲସରା ସହରାଞ୍ଚଳକୁ ୫ ଦିନ ସମ୍ପୂର୍ଣ୍ଣ ସଟ୍ଡାଉନ୍ ଘୋଷଣା
ପୋଲସରା, ୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ସହରରେ ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ପଜିଟିଭ୍ଙ୍କ ସଂଖ୍ୟା । ଖାସ କରି ପୋଲସରା ଏନ୍ଏସିରେ ୪୦ରୁ ଊଦ୍ଧର୍ବ ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଙ୍ଗଳବାର ପୁଣି ନୂଆ ୧୨ ଜଣ…
୨ ଜଣ କରୋନା ପଜିଟିଭ ଚିହ୍ନଟ: ବାଲିପଦରକୁ ୭ ଦିନ ଶଟଡାଉନ ଘୋଷଣା
ବୁଗୁଡ଼ା,୭।୭:(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅନ୍ତର୍ଗତ ବାଲିପଦରକୁ ମଙ୍ଗଳବାରଠାରୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ୭ ଦିନ ଶଟ୍ଡାଉନ୍ ଘୋଷଣା ହୋଇଛି। ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ଜେନା ଶଟଡାଉନ ଘୋଷଣାକରିଛନ୍ତି। ବାଲିପଦର କୁମୁଟି ସାହି ଏବଂ ମୁଖ୍ୟ…

