ଗଞ୍ଜାମ

ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍‌ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର…

ବାରହା ଶିକାର ପାଇଁ ଫାଶ ବସାଇଥିଲେ, ହେଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ଜଙ୍ଗଲରୁ ଗତ ମାର୍ଚ୍ଚ ୨୧ରେ ଏକ ଗୁଳିବିଦ୍ଧ ବାରହାର ମୃତଦେହ ବନବିଭାଗ କର୍ମଚାରୀ ଜବତ କରିଥିଲେ। ବାରହା ଶିକାରରେ ସମ୍ପୃକ୍ତ ଜଣେ ଶିକାରୀଙ୍କୁ…

୧୮ ଅଭିଯୋଗ ଶୁଣିଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍‌ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ, ଅତିରିକ୍ତ ବିଡିଓ ଉମେଶ ସେଠୀ, ସରପଞ୍ଚ ବନିତା କୁମାରୀ…

ଜୟପୁରର ଯୁବକ ଗଞ୍ଜାମରୁ ଉଦ୍ଧାର, ଏକମାତ୍ର ପୁଅକୁ ପାଇ ଖୁସିରେ ଆତ୍ମହରା ମା-ବାପା

ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): କୋରାପୁଟ ଜୟପୁର ଅଞ୍ଚଳର ଜଣେ ଯୁବକ ଗତ ଛଅ ତାରିଖରେ ଘରୁ କେଉଁଆଡ଼େ ଚାଲିଯାଇଥିଲେ। ପୁଅ ନିଖୋଜ ନେଇ ବାପା ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଟାଉନ ଥାନା ପୋଲିସ ଫଟୋ ଜାରି…

ହେବନାହିଁ ଧନୁଷ୍ଟଙ୍କାର-ଗଳା ସଂକ୍ରମଣ ରୋଗ, ଟିଡି ଟିକା ନେବେ ୧୮୦୦ ଛାତ୍ରୀଛାତ୍ର

ଭଞ୍ଜନଗର,୧୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଓ ଏନ୍‌ଏସିଏ ପ୍ରାୟ ୧୮୦୦ ଛାତ୍ରୀଛାତ୍ରଙ୍କୁ ଟିଡି ଟିକା ପ୍ରଦାନ କରାଯିବ। ତେଣୁ ଏନେଇ ବିଭିନ୍ନ ବିଦ୍ୟାଳୟ ଓ କଲେଜରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଟିକା ପ୍ରଦାନ କରାଯାଉଛି। ୧୦ ରୁ…

ଥମୁନି ଜୁଆ ଖେଳ: ୧୧ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଂଚଳରେ ଏବେବି ଜୁଆ ଖେଳ ଥମିବାକୁ ନାହିଁ। ରବିବାର ରାତିରେ ପୋଲିସ ଭେରେଡାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୩ ହଜାର…

ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ‘ଶିଶୁ ଉତ୍ସବ’ ପାଳିତ

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): କୁନି କୁନି ଶିଶୁ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ରବିବାର ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହ ପରିସରରେ ଆଞ୍ଚଳିକ ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ଏକ ‘ଶିଶୁ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି। ସଂଘ…

ଦିଗପହଣ୍ଡିରେ ଜାତୀୟ ପ୍ରେସ୍ ଦିବସ ପାଳିତ

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହରେ ରବିବାର ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି ଖବରଦାତା ସଂଘ ସଭାପତି ଅଶେଷ ନାଥ ମିଶ୍ରଙ୍କ ସଭାପତିତ୍ୱରେ ଏହି ଅବସରରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ‘ସାମ୍ପ୍ରତିକ ସ୍ଥିତିରେ…

କବିସୂର୍ଯ୍ୟ ହେଉଛନ୍ତି ବଡ଼ଖେମୁଣ୍ଡିିର ଯୋଗଜନ୍ମା ପୁରୁଷ 

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଓଡ଼ିଶାର ଯୁଗଜନ୍ମା କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମସ୍ଥାନକୁ ନେଇ ସୃଷ୍ଟି ହେଉଥିବା ଅଯଥା ଦ୍ୱନ୍ଦ୍ୱକୁ ବନ୍ଦ କରିବା ପାଇଁ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ନିବେଦନ କରାଯାଇଛି। ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହରେ ଆୟୋଜିତ…

କମାଲ କଲେ ଆଦିବାସୀ ଝିଅ: ଜାତୀୟ ପ୍ରତିଯୋଗୀତା ପାଇଁ ହେଲେ ମନୋନୀତ

ଭଞ୍ଜନଗର,୧୬।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ବ୍ଲକ ବାହାଡ଼ାପଦର ନୋଡାଲ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଆଦିବାସୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ଓଡ଼ିଶା ସରକାରଙ୍କ ବିଦ୍ୟାଳୟସ୍ତରୀୟ ଖେଳକୁଦ ପ୍ରତିଯୋଗିତାର ଚଉଦ ବର୍ଷରୁ କମ୍‌ ଲମ୍ବା ଡିଆଁରେ ପ୍ରଥମ ସ୍ଥାନ ଅଧିକାରକରି ସ୍ବର୍ଣ୍ଣ…

‘ସୁସ୍ଥ ସମାଜ ଗଠନରେ ନେହେରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭଞ୍ଜନଗର,୧୬ା୧୧: ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ‘ନେହେରୁଙ୍କ ପରିକଳ୍ପିତ ଭାରତ, କେତେ ବାସ୍ତବ’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ସଭାପତି ନିରଞ୍ଜନ ପ୍ରଧାନ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପୂର୍ବତନ ପ୍ରଧାନମନ୍ତ୍ରୀ…

ଶୋଇଥିବାବେଳେ ଘରେ ଲାଗିଗଲା ନିଆଁ, ଜଳିଗଲା ନଗଦ ୮ ଲକ୍ଷ ଟଙ୍କା ସହ…

ଖଲ୍ଲିକୋଟ,୧୬ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଟାଉନସ୍ଥିତ ଧରାକୋଟ ସାହିରେ ଶନିବାର ବିଳମ୍ବିତ ରାତିରେ ଦିଲୀପ ଖୁଣ୍ଟିଆଙ୍କ ପରିବାର ଖାଇ ପିଇ ଶୋଇଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ହଠାତ୍‌ ପଛଘର ପଟୁ ନିଆଁ ବାହାରିବା ଦେଖି ଦିଲ୍ଲୀପ ପରିବାରର ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri