ଗଞ୍ଜାମ

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର କହ୍ନେଇଙ୍କ ବଡ଼ଭାଇ ହରି ପ୍ରଧାନ(୬୨) ଏବଂ ପୁତୁରା ବାଲ୍ମୀକି ପ୍ରଧାନ ଓରଫ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ ଜୋର୍‌ ସୋରରେ ଚାଲିଛି । ମଙ୍ଗଳବାର ଗଞ୍ଜାମ ବ୍ଲକ ମଲାଡ଼ ଗ୍ରାମ ପଞ୍ଚାୟତରେ…

ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ

ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ରଙ୍କ ଉପସ୍ଥିତରେ ଉକ୍ତ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଇଥିଲା। ଜିଲା ମତ୍ସ୍ୟ…

ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ ମାର୍କ ପ୍ରକାଶିତ ସହ ଛାତ୍ରୀଛାତ୍ରଙ୍କ ତାଲିକା ପ୍ରକାଶିତ ହୋଇଛି। ୨୩ ରୁ ୨୫…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ ଲକ୍ଷ ନୁହେଁ ଏକାଥରକେ ପାଖାପାଖି ଦୁଇ କୋଟି ଟଙ୍କାର ଅତର ଠକେଇ ହୋଇଛି…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨ ମାର୍ଚ୍ଚ ୨୯ ତାରିଖରେ ଜନ୍ମଗ୍ରହଣ କରିଥିବା ରମା ଗତ ୧୯୭୬ ମସିହା ନଭେମ୍ବରରୁ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି ସୂତ୍ରରୁ ଖବରପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା । ଫଳରେ ଏଥିରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଢୁଢ଼ୁଆର…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି। ଅନ୍ୟପଟେ ଆମ୍ବେଦକର ସେବକ ସଂଘ ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ସୋମବାର ଭେଟି…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାସନ୍ତୀ ବେହେରା (୫୫)। ମିଳିଥିବା ସୂଚନା ମୁତାବକ, ବାସନ୍ତୀ ଘରପାଖ କୂଅରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?