ଏଚ୍ଏଣ୍ଡୟୁଡି ବିଭାଗ ନିର୍ଦ୍ଦେଶନାମାକୁ ବିଏମ୍ସିର ବେଖାତିର
ବ୍ରହ୍ମପୁର ଅଫିସ,୨୨ା୧୨-ବ୍ରହ୍ମପୁର ମହାନଗର ନିଗମ ୩୮ ନଂ. ୱାର୍ଡ ଆଙ୍କୋଲି ଖଳାସାହି ବସ୍ତି ଅଞ୍ଚଳର ୭ ଉଚ୍ଛେଦ ପରିବାରକୁ ଆରଏୱାଇ(ରାଜୀବ ଆବାସ ଯୋଜନା) ଗୃହରୁ ବଞ୍ଚିତ କରାଯାଇଛି।ଏନେଇ ବସ୍ତିବାସିନ୍ଦା ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ(ଏଚଏଣ୍ଡୟୁଡି)…
ଗର୍ଭବତୀ, ପ୍ରସୂତି ମୃତ୍ୟୁର ତଦନ୍ତ କଲେ ଜିଲାପାଳ
ଛତ୍ରପୁର,୨୨ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଗତ ୮ ମାସ ମଧ୍ୟରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ୩୮ ମାତୃ ମୃତ୍ୟୁ ହୋଇଛି। ନିକଟରେ ହୋଇଥିବା ୨ ଗର୍ଭବତୀ ଓ ଜଣେ ପ୍ରସୂତିଙ୍କ ମୃତ୍ୟୁର କାରଣ କ’ଣ ରହିଛି ସେ ସମ୍ପର୍କରେ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ…
କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି
ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି। ଖବର ପାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ପହଞ୍ଚତ୍ ଜିଲା ଶିକ୍ଷାଧିକାରୀ ସନାତନ…
ହିଞ୍ଜିଳିକାଟୁରେ ଧାନମଣ୍ଡି ଉଦ୍ଘାଟନ କଲେ ଜିଲାପାଳ
ହିଞ୍ଜିଳିକାଟୁ,୨୧।୧୨(ଡି.ଏନ୍.ଏ.): ଖରିଫ ଧାନ ସଂଗ୍ରହ ପାଇଁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାରଠାରୁ ଧାନମଣ୍ଡି ଉଦ୍ଘାଟିତ ହୋଇଛି। ପୂର୍ବାହ୍ନରେ ସମରଝୋଳ ପ୍ରାଥମିକ ସମବାୟ ସମିତିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଧାନମଣ୍ଡି ଉଦ୍ଘାଟନ କରିଥିଲେ। ଛତ୍ରପୁର…
ଯୁବକଙ୍କୁ ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଫେରାର ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୨୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗାଁର ଟୁନା ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଘଟଣାର ୪ ମାସ ପରେ ଶନିବାର ଅପରାହ୍ନରେ ପୋଲିସ ଗିରଫ କରିଛି। ସେ ହେଲେ କୁମରଡ଼ା ଗାଁର ଉତ୍ତମ ପ୍ରଧାନ(୩୫)। ଘଟଣା…
ଛାତ୍ରୀଙ୍କୁ ଅସଦାଚରଣ ମାମଲା: ୩ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୨୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ମାଆ ଏନେଇ କେ. ନୂଆଗାଁ ଥାନାରେ ଏତଲା ଦେବା ପରେ ଆଇଆଇସି ମାଧବାନନ୍ଦ ନାୟକ ଘଟଣାର ତଦନ୍ତ କରି କେସ୍…
ପ୍ରେମକୁ ମିଳିଲା ନାହିଁ ପରିବାରର ସ୍ବୀକୃତି: ଜୀବନ ହାରିଲେ ପ୍ରେମୀଯୁଗଳ
କବିସୂର୍ଯ୍ୟନଗର,୨୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଅଞ୍ଚଳ ସୁନାପଲ୍ଲୀ ଗ୍ରାମରେ ଶନିବାର ଏକ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ବିଜ୍ଞାନୀ ନାହକ ଓ କୈଳାସ ନାହକ। ସକାଳେ ଗ୍ରାମର ହରିଜନ ସାହି ନିକଟରେ ଥିବା ଏକ…
୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା : ଗୁହାରି ଶୁଣୁନାହାନ୍ତି ଡିଇଓ, ଧାରଣା ୩ ଦିନରେ
ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ବୁଧବାରଠାରୁ ଧାରଣାରେ ବସିଛନ୍ତି। ଶୁକ୍ରବାର ଧାରଣା ତୃତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…
ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା ଅଭିଯୋଗ: ଇଟା ବୋଝେଇ ଟ୍ରକ ଛଡ଼ାଇ ନେଲେ ମାଲିକ
ପାତ୍ରପୁର, ୨୧ା୧୨(ଡି.ଏନ୍.ଏ.): ପାତ୍ରପୁର ତହସିଲ ଅଧୀନ ଶରଧାପୁରଠାରେ ଜୟନ୍ତୀପୁର ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରି ବେଆଇନ୍ ଇଟାଗାଡ଼ିକୁ ଛଡ଼ାଇ ନେଇଥିବା ଗୁରୁବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି। ୧୭ ତାରିଖରେ ପାତ୍ରପୁର ତହସିଲଦାର ଶ୍ରୀନିବାସ ବେହେରାଙ୍କ ନିର୍ଦ୍ଦେଶରେ ରାଜସ୍ବ ନିରୀକ୍ଷକ ସତ୍ୟବାଦୀ…
ସ୍ବାମୀ ମାଡ଼ରେ ସ୍ତ୍ରୀଙ୍କ ହାତଗୋଡ଼ ଭାଙ୍ଗିବା ଘଟଣା: ନ୍ୟାୟ ପାଇଁ ରାସ୍ତାରେ ଶୋଇ ମହିଳାଙ୍କ ଧାରଣା
ଜଗନ୍ନାଥପ୍ରସାଦ,୨୧ା୧୨(ଡି.ଏନ.ଏ.) -ଜଗନ୍ନାଥପ୍ରସାଦ ଥାନା ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ ନଂ. ରାଜ୍ୟ ରାଜପଥରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୨ ଗୋଡ଼, ବାମ ହାତ ଭାଙ୍ଗି ଯାଇଥିବା ଜଣେ ମହିଳା ୬ ବର୍ଷର ପୁଅକୁ ଧରି ରାସ୍ତା ଉପରେ…
ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ମଲା
ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ଗଂଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍ରେ ଥିବା ସନ୍ଦୀପ ମୋବାଇଲ…
ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ଜୀବନ ହାରିଲା
ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍ରେ ଥିବା ସନ୍ଦିପ ମୋବାଇଲ ଦୋକାନ ଭିତରକୁ…
Archives


