ଗଞ୍ଜାମ

ଗଞ୍ଜାମ ବ୍ଲକକୁ ଛୁଇଁଲା କରୋନା: ଏନ୍‌ଏସିରେ ସ୍ତ୍ରୀ ସ୍ବାମୀ, ଖଟୁଆକୁଦାରେ ଜଣେ ଗର୍ଭବତୀ ପଜିଟିଭ୍‌ ଚିହ୍ନଟ

ଗଞ୍ଜାମ,୫ା୭(ଡି.ଏନ୍‌.ଏ.): ଦୀର୍ଘ ପାଞ୍ଚମାସ ସଂଘର୍ଷ ପରେ ଶେଷରେ ଗଞ୍ଜାମ ବ୍ଲକକୁ କରୋନା ଛୁଇଁଥିବା ତହସିଲଦାର ଅବନୀ କୁମାର ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମ ଏନ୍‌ଏସି ଓ୍ବାର୍ଡ ନଂ ୫ର ସ୍ତ୍ରୀ, ସ୍ବାମୀ ଓ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଓଡିଆର୍‌ପି…

ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ ପିଣ୍ଟୁ ଦାସ (ପିଙ୍କୁ)। ଅନ୍ୟ ୬ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

୮ ଦିନରେ ୩୭୧୩୨୨ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର ଅଫିସ,୫ା୭- ବ୍ରହ୍ମପୁରରେ କରୋନା ସ୍ଥିତି ସଙ୍ଗିନ ହେଉଛି। ଏହାକୁ ପ୍ରତିହତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ମିଶନ ଜିରୋ କୋଭିଡ୍‌-୧୯ ଅଭିଯାନ ଶେଷ ହୋଇଛି। ଜୁନ ୨୭ ରୁ ଆରମ୍ଭ ହୋଇଥିବା ଏହି ସ୍ବତନ୍ତ୍ର…

ମଦ ଧରପଗଡବେଳେ ପୋଲିସକୁ ଟାଙ୍ଗିଆରେ ଆକ୍ରମଣ, ଦମ୍ପତି ଗିରଫ

ପାଟପୁର,୫ା୭- ମଦ ଧରଗପଡରେ ଯାଇଥିବା ପାଟପୁର ଥାନା ଏସ୍‌ଆଇ ଶୁଭ୍ରଜିତ୍‌ ସାମନ୍ତରାଙ୍କୁ ଶୁକ୍ରବାର ରାତିରେ ଜନୈକ ଦମ୍ପତି ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏନେଇ ଏସ୍‌ଆଇ ସାମନ୍ତରାଙ୍କ ଅଭିଯୋଗକ୍ରମେ ନଂ.୧୬୭/୨୦ରେ ମାମଲା ରୁଜୁକରି ସମ୍ପୃକ୍ତ ଦମ୍ପତିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୪୦…

କୋଭିଡ୍‌ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍‌

ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’ କରି ଗୋପାଳପୁର ଥାନା ଇଲାକାରେ ବ୍ରହ୍ମପୁର ସହରର ଜଣେ ପ୍ରତିଷ୍ଠିତ ହୋଟେଲ ମାଲିକଙ୍କ ପୁଅ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬…

ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଏହାକୁ କିଛି ଲୋକ ଅମାନ୍ୟ କରିଚାଲିଛନ୍ତି। ଫଳସ୍ବରୁପ ଏହି କୋଭିଡ୍‌ ନିୟମ…

ଛତ୍ରପୁରରେ ଶଟ୍‌ଡାଉନର ପଞ୍ଚମ ଦିନ: ନିୟମରେ ଖିଲାପ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟଡାଉନ ଜାରି ରହିଛି। ଶନିବାର ଶଟଡାଉନର ପଞ୍ଚମ ଦିନରେ ପୋଲିସ ଓ ପ୍ରଶାସନ ପକ୍ଷରୁ ଛତ୍ରପୁର ସହରରେ ସାଇରନ ବଜାଇ ଲୋକଙ୍କୁ ଘରେ ରହିବାକୁ କୁହାଯାଇଛିା ଏହାର ଖିଲାପ କଲେ…

କରୋନା ପରିଚାଳନା ଲାଗି ୬ ଓଏଏସ୍‌ ଗଞ୍ଜାମ ପାଇଁ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ୍‌ ଗଞ୍ଜାମ ଜିଲା ପାଇଁ ନିଯୁକ୍ତି ହୋଇଛନ୍ତି। ସେମାନେ ଜିଲା ପ୍ରଶାସନ ନିର୍ଦ୍ଦେଶରେ କାର୍ଯ୍ୟ କରିବେ। ୬…

ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍‌ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ। ସରକାର ଉକ୍ତ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ଙ୍କୁ ନିଯୁକ୍ତି କରିଛନ୍ତି। ସେମାନେ…

ହାତବାନ୍ଧି ବସିଛନ୍ତି ଅଟୋ ଚାଳକ: ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର

ଗଞ୍ଜାମ,୪।୭(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ଜଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ, ଶଟ୍‌ଡାଉନ ସହ ବିଭିନ୍ନ କଟକଣା ଜାରି କରାଯାଇଛି । ତେବେ ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ଅଟୋ ଚାଳକ। ଭଡା ପାଇଁ ବାହାରିଲେ…

ଦାରିଙ୍ଗବାଡ଼ିରେ ଶଟ୍‌ଡାଉନ କଡ଼ାକଡ଼ି: ହଟ୍‌ସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର

ଦାରିଙ୍ଗବାଡ଼ି,୪।୭(ଡି.ଏନ୍‌.ଏ): କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ କରାଯାଇଛି । ବାହାର ଜିଲାର ହଟ୍‌ସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖାଯାଇଛି। ଶଟ୍‌ଡାଉନ ଘୋଷଣା ପରେ ଦାରିଙ୍ଗବାଡ଼ ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?