ବନ୍ଧୁକଧାରୀଙ୍କ ଉନ୍ମତ୍ତକାଣ୍ଡ : ଅଭିଯୁକ୍ତ ଅଧ୍ୟାପକ କୋର୍ଟଚାଲାଣ
ବ୍ରହ୍ମପୁର ଅଫିସ,୨୦ା୧୨- ଟାଉନ ଥାନା ଅନ୍ତର୍ଗତ ଧର୍ମନଗର ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ପୋଲିସ ମାମଲା ନମ୍ବର ୨୫୮/୧୯ରେ ଅଭିଯୁକ୍ତ…
୨ ମେଧାବୀ ଛାତ୍ରଙ୍କୁ ପଢ଼ାଇବ ବିଡେକା
ଭଞ୍ଜନଗର,୧୯।୧୨(ଡି.ଏନ.ଏ)-ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ଚଳିତବର୍ଷ ୨ ମେଧାବୀ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବାକୁ ନିଷ୍ପତ୍ତି ନେଇଛି। ଦୁଇ ଛାତ୍ର ଷଷ୍ଠ ଶ୍ରେଣୀର ଓମ୍ ବେହେରା ଓ ୭ମ ଶ୍ରେଣୀର ଓମ୍ ପ୍ରଭୁଜିତ୍ଙ୍କ ପାଠପଢ଼ା ବାବଦ…
୨୯ରେ ରାଜ୍ୟସ୍ତରୀୟ ଓପନ୍ ଚେସ୍ ଟୁର୍ନାମେଣ୍ଟ
ସୋରଡ଼ା,୧୯ା୧୨(ଡି.ଏନ.ଏ.)-ଓଡ଼ିଶା ଚେସ୍ ସଂଘ ଓ ସୋରଡ଼ା ଚେସ ସଂଘ ମିଳିତ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ଓପନ ଚେସ୍ ଟୁର୍ନାମେଣ୍ଟ ଆସନ୍ତା ୨୯ ତାରିଖରେ ସ୍ଥାନୀୟ ବୈଷୟିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଏଥିନିମନ୍ତେ ସୋରଡ଼ା ଚେସ୍ ସଂଘର ମୁଖ୍ୟ ବିଚାରକ ରମେଶ…
ଜାଗା ସମୀକ୍ଷା ବୈଠକ :୪୩୯ ବସ୍ତି ବାସିନ୍ଦାଙ୍କୁ କରାଯାଇନି ଥଇଥାନ
ଛତ୍ରପୁର,୧୯ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜାଗା ଯୋଜନାରେ ବସ୍ତି ବାସିନ୍ଦାଙ୍କୁ ଥଇଥାନର ଅଗ୍ରଗତି ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା)ର ପିଡି ସୁଦାମ ଚରଣ ମଣ୍ଡଳ ଅଧ୍ୟକ୍ଷତା କରିଥିଲେ । ଜିଲାର…
ମହିଳାଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତ ଟୁନାଙ୍କୁ ଆଜୀବନ ଜେଲ
ବ୍ରହ୍ମପୁର ଅଫିସ,୧୯ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୧ ଡ.ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଥିବା ମାମଲାର ବୁଧବାର ଶୁଣାଣି କରିଥିଲେ। ଅଭିଯୁକ୍ତ ଟୁନା ଡାକୁଆଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା…
ଋଣ ପରିଶୋଧକୁ ନେଇ ଉନ୍ମତକାଣ୍ଡ : ଖେଳଣା ବନ୍ଧୁକ ସହ ଅଧ୍ୟାପକ ଗିରଫ
ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଧର୍ମନଗରସ୍ଥିତ ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି। ହାତରେ ଖେଳଣା ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ଅଧିକାରୀ ସୁରେଶ କୁମାର…
୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଅଭିଯୋଗ : ପ୍ରତିବାଦରେ ଡିଇଓଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ବୁଧବାର ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ସମର୍ଥନରେ ଦୁଇ…
ବେଆଇନ ବାଲି ଚାଲାଣ: ୯ ଟ୍ରାକ୍ଟର ଜବତ, ୯ ଗିରଫ
ଆସିକା,୧୯ା୧୨(ଡି.ଏନ୍.ଏ.) -ଆସିକା ଥାନା କୋଟିନଡା ଫାଣ୍ଡି ଅନ୍ତର୍ଗତ ଜୟପୁର-ପଢାଳ ମଧ୍ୟରେ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବାବେଳେ ପୋଲିସ ୯ଟି ଟ୍ରାକ୍ଟର ଜବତ କରିଛି। ଏହି ମାମଲାରେ ପୋଲିସ ୯ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ
ଭଞ୍ଜନଗର,୧୮।୧୨(ଡି.ଏନ୍.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରକୁ ପଠାଇ ଦିଆଯାଇଛି। ସେମାନେ…
ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ
ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ଜିଲାପାଳ ଅନୁପ ସାହା, ଏସ୍ପି ସାରା…
ମହିଳାଙ୍କ ଆତ୍ମହତ୍ୟା: ସ୍ବାମୀ, ଦିଅର ଅଟକ
ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ଜଣକ ହେଲେ ଅର୍ଚ୍ଚନା ପ୍ରଧାନ (୨୫)। ଏହାର ଖବର ପାଇ…
୧୦୮୦ ଶିଶୁଙ୍କୁ ଦିଆଗଲା ‘ସ୍ବର୍ଣ୍ଣପ୍ରାଶନ’
ବ୍ରହ୍ମପୁର ଅଫିସ,୧୭ା୧୨- ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁରସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍) ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଶିଶୁମାନଙ୍କ ପାଇଁ ଟିକାକରଣ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଏହାକୁ କେଏଟିଏସ୍ ଆୟୁର୍ବେଦ କଲେଜ ଅଧ୍ୟକ୍ଷ ପ୍ରଫେସର ଡା. ବିପିନ ବିହାରୀ…
Archives


