ଗଞ୍ଜାମ

ଗୋକର୍ଣ୍ଣପୁର ପଞ୍ଚାୟତ ଓ୍ବାର୍ଡ ନଂ.୧୩ ସିଲ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ପରେ ବୁଧବାର ସ୍ଥାନୀୟ ସରପଞ୍ଚ ମିନତୀ କୁମାରୀ ଦେବୀ ଓ୍ବାର୍ଡ ନଂ.୧୩କୁ ୭ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏନେଇ ବିଡ଼ିଓ ହଳଧର ଶବରଙ୍କୁ ସନ୍ଧ୍ୟାରେ ଜଣାଇଥିଲେ।…

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସ୍ଥାୟୀ କୋଠାର ଭିତ୍ତିପ୍ରସ୍ତର

ବ୍ରହ୍ମପୁର ଅଫିସ,୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାପନର ୫ବର୍ଷ ପରେ ଏହାର ନିଜସ୍ବ କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଲୁରହିଲ୍‌ସ୍ଥିତ ସତଚିତ ଆନନ୍ଦ ବିହାରଠାରେ ବୁଧବାର ବିଶ୍ୱବିଦ୍ୟାଳୟର ଏକାଡେମିକ ବ୍ଲକ, ଅଡିଟୋରିୟମ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ…

ବ୍ୟାଙ୍କ କଲୋନୀକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଛତ୍ରପୁର,୧ା୭(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟ୍‌ଡାଉନ୍‌ ବଳବତ୍ତର ରହିଛି ା ବୁଧବାର ଶଟ୍‌ଡାଉନ୍‌ର ଦ୍ୱିତୀୟ ଦିବସରେ ମଧ୍ୟ ହାତଗଣତି ଔଷଧ ଦୋକାନ ଖୋଲାରହିଥିବା ବେଳେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା ା ଲୋକେ ଘରୁ ବାହାରି ନ ଥିବା…

ଆସିକା ପ୍ରବେଶପଥ ସିଲ୍‌

ଆସିକା,୧ା୭(ଡି.ଏନ୍‌.ଏ) ଆସିକା ସହରାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜନସମାଗମକୁ ରୋକିବା ଲକ୍ଷ୍ୟରେ ପ୍ରଶାସନ ପକ୍ଷରୁ ସହରର ମୁଖ୍ୟ ପ୍ରବେଶ ପଥକୁ ବୁଧବାର ସିଲ କରାଯାଇଛି ା ବସଷ୍ଟାଣ୍ଡରୁ ସହର ମଧ୍ୟକୁ ଆସୁଥିବା ବସଷ୍ଟାଣ୍ଡ ସଂଲଗ୍ନ ଖମ୍ବେଶ୍ୱରୀ ଗେଟ, କୁମ୍ଭାର…

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଯାଇ ବାପାଙ୍କୁ ମୁଖାଗ୍ନି ଦେଲେ ପୁଅ

ଦିଗପହଣ୍ଡି,୧୭ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମର ସୀମାଞ୍ଚଳ ସେଠୀ ରାଜ୍ୟ ବାହାରୁ ଫେରି ୧୦ଦିନ ହେଲା ଗ୍ରାମ ସଙ୍ଗରୋଧ କେନ୍ଦ୍ରରେ ରହୁଛନ୍ତି। ବୁଧବାର ବାପା ବିଶ୍ୱନାଥ ସେଠୀଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ମୃତ୍ୟୁ ହୋଇଥିଲା। ସମିତିସଭ୍ୟ ପ୍ରତିନିଧି ପି. ବାଲାଜୀ…

ପୋଲିସ-ପ୍ରଶାସନ ଯାଞ୍ଚ ଢିଲା: ୪ ଦିନିଆ ସଟ୍‌ଡାଉନ୍‌ ପରେ ବ୍ରହ୍ମପୁରରେ ଅସମ୍ଭାଳ ଭିଡ

ବ୍ରହ୍ମପୁର ଅଫିସ , ୧।୭ – ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ଦୁଇ ଅଙ୍କ ପାର ହୋଇ ସାରିଲାଣି । ଏଭଳି ସାଙ୍ଘାତିକ…

ମାସ୍କ ପିନ୍ଧି ନ ଥିବା ୨୫୦୦ ଜଣଙ୍କଠାରୁ ୧୨ ଲକ୍ଷ ଜରିମାନା ଆଦାୟ: ଏସ୍‌ପି

ଛତ୍ରପୁର,୧।୭(ଡି.ଏନ୍‌.ଏ.): କୋଭିଡ-୧୯ ଗାଇଡଲାଇନ୍‌କୁ କାର୍ଯ୍ୟକାରୀ କରିବା ଆଗାମୀ ଦିନରେ ଗଞ୍ଜାମ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ, ଘରେ ରହିବା, ମେଡିକାଲ ବ୍ୟତୀତ ଅନ୍ୟ କାର୍ଯ୍ୟ ପାଇଁ ବାଇକ ବ୍ୟବହାର ନ କରିବା ଏବଂ ସରକାରଙ୍କ ଗାଇଡ୍‌ଲାଇନ…

ପଦୋନ୍ନତି ପରେ ଗଞ୍ଜାମ ବିଡିଓଙ୍କୁ ପୁନଃ ଅବସ୍ଥାପିତ ଲାଗି ଜିଲାପାଳଙ୍କୁ ସ୍ମାରକପତ୍ର ଦେଲେ ଜନପ୍ରତିନିଧି

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ବିଡିଓ ଜ୍ୟୋତି ଶଙ୍କର ରାୟଙ୍କୁ ଡିଆରଡିଏ ଏପିଡି ଭାବେ ପଦୋନ୍ନତି ମିଳିଛି। ଏହାକୁ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ରାୟଙ୍କୁ ପୁନଃ ବିଡିଓ ଭାବେ ବ୍ଲକରେ ଅବସ୍ଥାପିତ କରିବା ନେଇ ବୁଧବାର ଗଞ୍ଜାମ…

ଗଞ୍ଜାମରେ ଆକ୍ରାନ୍ତ ହେଲେଣି ୨୯ କରୋନା ଯୋଦ୍ଧା

ଛତ୍ରପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲାରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୧୫ ଜଣ ସୁସ୍ଥ ହୋଇ ସାରିଥିବା ବୁଧବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।…

ଗୋଟିଏ ଦିନରେ ୧୦୨ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୨କୁ ବୃଦ୍ଧି

ଛତ୍ରପୁର,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାର ଗୋଟିଏ ଦିନରେ ୧୦୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୨ରେ ପହଞ୍ଚିଛି। ଏଥି ମଧ୍ୟରୁ ୯୯୩ ଜଣ ସୁସ୍ଥ ହୋଇଥିବା ବେଳେ ୪୬୪ ଆକ୍ରାନ୍ତ ଚିକିତ୍ସାଧୀନ…

ଇ-ଅଫିସ ଆରମ୍ଭ କଲା ଗଞ୍ଜାମ ପୋଲିସ: ଲୋକଙ୍କୁ ମିଳିବ ଉତ୍ତମ ସେବା

ଛତ୍ରପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବୁଧବାର ଇ-ଅଫିସର ଶୁଭାରମ୍ଭ ହୋଇଛି। ଏହାଫଳରେ ଜନସାଧାରଣଙ୍କୁ ଖୁବ୍‌ଶୀଘ୍ର ଉତ୍ତମ ସେବା ମିଳିପାରିବ ବୋଲି ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ କହିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଓ ମୋ…

ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍‌

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍‌ଡାଉନ୍‌ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ ବ୍ଲକ ଗ୍ରସ୍ତ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସହ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?