ବଡ଼ ମେଡିକାଲର ଗୁମର କଥା: ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ପ୍ରହସନ
ବ୍ରହ୍ମପୁର ଅଫିସ,୧୬ା୧୨-ମହାରାଜ କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଦକ୍ଷିଣ ଓଡ଼ିଶାର ଏକ ମାତ୍ର ଭରସାଯୋଗ୍ୟ ହସ୍ପିଟାଲ। ଏହି ହସ୍ପିଟାଲ ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ରୋଗୀଙ୍କୁ ଡାକ୍ତରମାନେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇଦେବା…
ତପ୍ତପାଣି ଘାଟିରେ ଓଲଟିଲା ପିକ୍ନିକ୍ ବସ୍ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର
ଦିଗପହଣ୍ଡି,୧୬ା୧୨(ଡି.ଏନ୍.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍ନିକ୍ ବସ୍ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ ଓଲଟି ପଡିଛି। ଏଥିରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ବସ୍ରେ ଥିବା ୧୫ରୁ ଊର୍ଦ୍ଧ୍ୱ…
ପୋଖରୀରୁ ମାଛ ଚୋରିକୁ ନେଇ ଗୁଳିମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ତନାଘନା
ଗୋପାଳପୁର,୧୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା କାଳୁଆଘାଟି ନିକଟରେ ଗତ ବୁଧବାର ରାତିରେ ଏକ ପୋଖରୀରୁ ମାଛ ଚୋରି ନେଇ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରାଙ୍କ ଗୁଳିମାଡ଼ରେ ଦୁଇ ଭାଇ ଗୁରୁତର ହୋଇଥିଲେ। ଏହି ଘଟଣାରେ ପୋଲିସ…
ନିର୍ବନ୍ଧ ଆଗରୁ ବିଷପିଇ ଆତ୍ମହତ୍ୟା କଲେ ଯୁବତୀ
ଗୋପାଳପୁର,୧୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଆରୁଆପଲ୍ଲୀ ଗ୍ରାମର ଜଣେ ଯୁବତୀ ଶନିବାର ବିଷପିଇ ଅତ୍ମହତ୍ୟା କରିଛନ୍ତି। ସେ ହେଲେ ସନ୍ତୋଷିନୀ ପ୍ରଧାନ (୧୮)। ତାଙ୍କ ମା’ ଓ ଭଉଣୀ ନିକଟସ୍ଥ ଜମିକୁ ଧାନ କାଟିବାକୁ ଯାଇଥିଲେ। ସନ୍ଧ୍ୟାରେ ଘରେ…
ଛତ୍ରପୁର ଆରଟିଓ ଅଫିସରେ ତରିକା ବଦଳାଇଲେ ଦଲାଲ: ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଛତ୍ରପୁର,୧୫ା୧୨(ଡି.ଏନ.ଏ)-ଗାଡି ରେଜିଷ୍ଟ୍ରେଶନଠାରୁ ଆରମ୍ଭ କରି ଇନ୍ସ୍ୟୁରାନ୍ସ ସାର୍ଟିଫିକେଟ୍, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଧିକୁ ଆଉ ୩ ମାସ ବଢାଇ ଦିଆଯାଇଛି । ଅପରପକ୍ଷରେ ଛତ୍ରପୁରସ୍ଥିତ ଆରଟିଓ ଅଫିସ ପରିସରରେ ପୂର୍ବରୁ…
ଏଣ୍ଡୋକ୍ରାଇନ୍ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ
ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ ରୋଗ ଦୂର କରିଥାନ୍ତି ା ଡାକ୍ତରମାନେ ରୋଗୀଙ୍କ ପାଇଁ ଦେବତାତୁଲ୍ୟ ବୋଲି ଶନିବାର ବ୍ରହ୍ମପୁର…
ଡାକ୍ତରମାନେ ଭଗବାନ ସଦୃଶ ହୋଇ ରୋଗ ଦୂର କରିଥାନ୍ତି: ରାଜ୍ୟପାଳ
ବ୍ରହ୍ମପୁର ଅଫିସ,୧୪।୧୨: ଏଣ୍ଡୋକ୍ରାଇନ ସୋସାଇଟି ଅଫ୍ ଓଡିଶାର ୮ମ ବାର୍ଷିକ ସମିଳନୀ ଶନିବାର ବ୍ରହ୍ମପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଡାକ୍ତର ହେଉଛନ୍ତି ଭଗବାନଙ୍କ ସଦୃଶ୍ୟ । ଭଗବାନ…
ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ; ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ
ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ, ସାବୁନରେ ନିଆରା କ୍ଷୁଦ୍ର କଳାକୃତି କରି ବିଶ୍ୱସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଏବେ…
ବିଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ହତ୍ୟା ସନ୍ଦେହ
ଖଲ୍ଲିକୋଟ,୧୪ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ମୁଗ ବିଲରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ଖଲ୍ଲିକୋଟ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ସନ୍ଧ୍ୟାରେ ମୃତଦେହ ଜବତ କରି ସ୍ଥାନୀୟ…
ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ
ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍ରେ ଏକ ହାଇୱା ପଛରେ ଟ୍ରାଭେଲର୍ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୫ ପୋଲିସ କର୍ମଚାରୀଙ୍କ ସମେତ…
୨୫ରେ ଘୁମୁସର ଗଟ୍ ଟାଲେଣ୍ଟ ସିଜନ୍-୨
ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍ ଟାଲେଟଂ ସିଜନ୍-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା କରିଥିଲେ।…
ଉପଖଣ୍ଡ ଭଲିବଲ୍ ଟୁର୍ନାମେଣ୍ଟ: ସିଟି କଲେଜ ଚାମ୍ପିୟନ
ବ୍ରହ୍ମପୁର ଅଫିସ୍,୧୪ା୧୨-ବ୍ରହ୍ମପୁର ଉପଖଣ୍ଡ ଭଲିବଲ୍ ଟୁର୍ନାମେଣ୍ଟ ଶୁକ୍ରବାର ବ୍ରହ୍ମପୁର ଷ୍ଟାଡିୟମ୍ରେ ଉଦ୍ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟର ଫାଇନାଲ୍ ମ୍ୟାଚ୍ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସ ଏବଂ ସିଟି କଲେଜ ମଧ୍ୟରେ ଖେଳା ଯାଇଥିଲା। ପ୍ରଥମ ସେଟ୍କୁ କ୍ରୀଡ଼ା ଛାତ୍ରାବାସ ୧୬-୨୫ରେ ଜିତିଥିଲା। ହେଲେ ପରବର୍ତ୍ତୀ…
Archives


