ଗଞ୍ଜାମ

ବିଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ହତ୍ୟା ସନ୍ଦେହ

ଖଲ୍ଲିକୋଟ,୧୪ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ମୁଗ ବିଲରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ଖଲ୍ଲିକୋଟ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ସନ୍ଧ୍ୟାରେ ମୃତଦେହ ଜବତ କରି ସ୍ଥାନୀୟ…

ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ

ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍‌ରେ ଏକ ହାଇୱା ପଛରେ ଟ୍ରାଭେଲର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୫ ପୋଲିସ କର୍ମଚାରୀଙ୍କ ସମେତ…

୨୫ରେ ଘୁମୁସର ଗଟ୍‌ ଟାଲେଣ୍ଟ ସିଜନ୍‌-୨

ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍‌ ଟାଲେଟଂ ସିଜନ୍‌-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍‌ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା କରିଥିଲେ।…

ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ: ସିଟି କଲେଜ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୪ା୧୨-ବ୍ରହ୍ମପୁର ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ ଶୁକ୍ରବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସ ଏବଂ ସିଟି କଲେଜ ମଧ୍ୟରେ ଖେଳା ଯାଇଥିଲା। ପ୍ରଥମ ସେଟ୍‌କୁ କ୍ରୀଡ଼ା ଛାତ୍ରାବାସ ୧୬-୨୫ରେ ଜିତିଥିଲା। ହେଲେ ପରବର୍ତ୍ତୀ…

ଋଷିକୂଲ୍ୟା ମୁହାଣରୁ ମିଳିଲା ୩୦ ଫୁଟ ଲମ୍ବ ତିମିର ମୃତଦେହ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ସମୁଦ୍ର ପାଣିକୁ ଲାଗି ମୃତଦେହଟି ପଡ଼ିଥିବା ଯୋଗୁ…

ଘୁଷୁରିଡ଼ଙ୍ଗା ଜଳପ୍ରପାତକୁ ପର୍ଯ୍ୟଟନସ୍ଥଳ କରାଯିବ

ସୋରଡ଼ା,୧୩ା୧୨(ଡି.ଏନ୍‌.ଏ.)= ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବିଡିଓ ସୀମାଞ୍ଚଳ ପ୍ରଧାନ, ଏନଏସି ପ୍ରଶାସକ ଲକ୍ଷ୍ମୀକାନ୍ତ ବେହେରା ପ୍ରମୁଖ ଗୁରୁବାର ବଡ଼ଗଡ଼ ସରକାରୀ ଡ଼ାକ୍ତରଖାନା ପରିଦର୍ଶନରେ ଯାଇଥିଲେ। ରୋଗୀମାନଙ୍କ ସହ ଆଲୋଚନା କରିବା ସହ ଡ଼ାକ୍ତରଖାନାରେ…

ଗଳାକାଟି ହତ୍ୟା ଘଟଣା: କୋର୍ଟରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ

ବ୍ରହ୍ମପୁର ଅଫିସ,୧୩ା୧୨- ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ପୋଲିସ ଅଭିଯୁକ୍ତ ବି. ବୁଲା ଦୋରାଙ୍କୁ ଧରିପାରି ନ ଥିବା ବେଳେ ଗୁରୁବାର ସେ ଏସ୍‌ଡ଼ିଜେଏମ୍‌ଙ୍କ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ତାଙ୍କ ଜାମିନ…

ବେଡ୍‌ ପିଛା ୫୦ ଟଙ୍କା ଲାଞ୍ଚ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩ା୧୨- ପରୀକ୍ଷାଠାରୁ ଚିକିତ୍ସା, ଔଷଧଠାରୁ ଆରମ୍ଭ କରି ରକ୍ତ ପର୍ଯ୍ୟନ୍ତ ସବୁ ମାଗଣା । କିନ୍ତୁ ବେଡ୍‌ ପାଇବାକୁ ହେଲେ ଟଙ୍କା ଦେବାକୁ ପଡ଼ୁଛି । ଏହି ଟଙ୍କା ସରକାରଙ୍କ ତହବିଲ୍‌କୁ ଯାଉନି କିମ୍ବା କୌଣସି ସରକାରୀ ନିର୍ଦ୍ଦେଶ ନୁହେଁ।…

ବେଆଇନ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ଗୋପାଳପୁର/କନିଷି (ଡି.ଏନ.ଏ.),୧୩ା୧୨-ଦୀର୍ଘମାସ ଧରି ରଙ୍ଗେଇଲୁଣ୍ଡା ବ୍ଲକ କନିଷି ହାଟ ତୁଳୁ ରୋଡରେ ବେଆଇନ କ୍ଲିନିକ କରି ବିଭିନ୍ନ ଅସ୍ତ୍ରୋପଚାର ଓ ଗର୍ଭପାତ କରାଯାଉଥିବା ଅଭିଯୋଗ ହେଉଥିଲା। ଏନେଇ ନଭେମ୍ବର ୮ରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ବିଳମ୍ବରେ ହେଲେ ମଧ୍ୟ ଜିଲା…

କୁକୁଡ଼ା ଫାର୍ମ ହଟାଇବାକୁ ଗ୍ରାମବାସୀଙ୍କ ବିକ୍ଷୋଭ

ପାଟପୁର,୧୩ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପଟିଗୁଡା ପଞ୍ଚାୟତର ସିନ୍ଦୁରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର, ଅଭିଭାବକ ଓ ଶତାଧିକ ଗ୍ରାମବାସୀ ଗୁରୁବାର ଗାଁ ମୁଣ୍ଡରେ ଥିବା ଏକ କୁକୁଡ଼ା ଫାର୍ମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉକ୍ତ…

ଜାତୀୟ ରାଜପଥ ପାଲଟିଛି ଶୁଖୁଆ ଖଳା

ଗଞ୍ଜାମ,୧୩ା୧୨(ଡି.ଏନ.ଏ.) – ଗଞ୍ଜାମ ସହର ନିକଟସ୍ଥ ଦାମୋଦରପୁର ଗ୍ରାମର ପ୍ରାୟ ସମସ୍ତ ପରିବାର ମତ୍ସ୍ୟଜୀବୀ। କେତେକ ପରିବାର ଋଷିକୁଲ୍ୟା ନଦୀରେ ମାଛ ମାରି ଜୀବିକା ନିର୍ବାହ କରୁଥିବାବେଳେ ଆଉ କେତେକ ପରିବାର ରବିବାର ଜିଲା ପ୍ରସିଦ୍ଧ ହୁମ୍ମା ହାଟରୁ ଶୁଖୁଆ କିଣି…

ଦ୍ୱିତୀୟ ବିବାହ ଅଭିଯୋଗ: ବରଙ୍କୁ ଉଠାଇନେଲା ପୋଲିସ

ଭଞ୍ଜନଗର,୧୨।୧୨(ଡି.ଏନ.ଏ.)-ଭଞ୍ଜନଗର ପୋଲିସ ବୁଧବାର ଅପରାହ୍ନରେ ସୋରାଦେବୀ ମନ୍ଦିରରେ ଚାଲିଥିବା ଏକ ବିବାହ ବେଦୀରୁ ବରଙ୍କୁ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ଜଣକ ଦ୍ୱିତୀୟ ବିବାହ କରୁଥିବା ଅଭିଯୋଗ ହୋଇଥିବାରୁ ପୋଲିସ ଏପରି କରିଛି । ଭଞ୍ଜନଗର ବ୍ଲକ ଅଞ୍ଚଳର ଏହି ଯୁବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri