ଗଞ୍ଜାମ

ଖୁରରେ ଆକ୍ରମଣ, ଯୁବକ ଗୁରୁତର

ଦିଗପହଣ୍ଡି,୧୧ା୧୨(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେ. ସାମନ୍ତରାପୁର ଗାଁରେ ମଙ୍ଗଳବାର ନିରଞ୍ଜନ ରେଡ୍ଡୀଙ୍କୁ ଖୁରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲା ପାଇ ପୋଲିସ ଘଟଣାର ତଦନ୍ତ ଚଳାଇଛି। ସନ୍ଧ୍ୟାରେ ଜି. ନିରଞ୍ଜନ ରେଡ୍ଡୀଙ୍କ ଧାନ ଅଖାରୁ ବହୁ ସଂଖ୍ୟକ କୁକୁୁଡ଼ା…

୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ବଲିଉଡ୍‌ ଗାୟକ ସୋନୁ ନିଗମ, ଶାନ୍‌ ଆକର୍ଷଣ

ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି ମହୋତ୍ସବ କମିଟି, ଗଞ୍ଜାମ ଜିଲା ପ୍ରଶାସନ ଓ ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ମିିଳିତ…

କାର୍ଯ୍ୟକାରୀ ହେଉନି ଘରୋଇ ସ୍କୁଲ ବସ୍‌ ପଲିସି-୨୦୧୬: ଘରୋଇ ସ୍କୁଲ, କଲେଜକୁ ଜିଲାପାଳଙ୍କ ନୋଟିସ

ବ୍ରହ୍ମପୁର ଅଫିସ,୧୧ା୧୨-ଗଞ୍ଜାମ ଜିଲାରେ କାର୍ଯ୍ୟକାରୀ ହେଉନି ସ୍କୁଲ ବସ୍‌ ପଲିସି-୨୦୧୬ ା ଜିଲାର କୌଣସି ଘରୋଇ କଲେଜ ଓ ସ୍କୁଲ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ସ୍କୁଲ ବସ୍‌ ପଲିସିକୁ ମାନୁ ନାହାନ୍ତି ା ଏ ନେଇ ପ୍ରଗତିଶୀଳ ଉତ୍କଳ ସମାଜ…

ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌ ପ୍ରକଳ୍ପ: ବିଶ୍ୱନାଥଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ୍‌,୧୧ା୧୨-ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ପି.ବିଶ୍ୱନାଥ ପାତ୍ର ତାଙ୍କର ଉଦ୍ଭାବନ ‘ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଜଳ ଅପଚୟ ରୋକିବାରେ ସହାୟକ ଏହି ପ୍ରକଳ୍ପକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ପ୍ରଶଂସା କରିଛନ୍ତି। ଏହା…

ସଂଘବଦ୍ଧ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା ଦିଗପହଣ୍ଡି ସବ୍‌ ଜେଲରେ ବିଚାରାଧୀନ ଅନ୍ତେବାସୀ ଭାବେ ରହିଥିବା ପ୍ରତାପଗିରି ଗ୍ରାମର କୃଷ୍ଣ…

ବୋଲେରୋ-ଅଟୋ ମୁହାଁମୁହିଁ ଧକ୍କା: ୫ ଗୁରୁତର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୦ା୧୨(ଡି.ଏନ୍‌.ଏ.): ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ବୋଲେରୋ ସହ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା ତାରିଣୀ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନ ସେବା କମିଟିର ଅଧ୍ୟକ୍ଷା ତଥା…

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି (ସିଜେଏମ୍‌) ରଞ୍ଜିତା ଜ୍ୟୋତିଷି ଦୋଷୀ ଯୁବକଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ…

ପୃଥକ୍‌ ଦୁର୍ଘଟଣାରେ ୨ ମୃତ

ଛତ୍ରପୁର,୧୦ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଏକ ବାଇକ୍‌ ଡିଭାଇଡରରେ ପିଟିହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତ ଅଧୀନ…

କୋରମ୍‌ ଅଭାବରୁ ପଞ୍ଚାୟତ ବୈଠକ ବାତିଲ

ପାତ୍ରପୁର, ୧୦ା୧୨ (ଡି.ଏନ୍‌.ଏ.): ପାତ୍ରପୁର ପଞ୍ଚାୟତ କାର୍ଯ୍ୟାଳୟରେ ସେମାବାର ଚାଲିଥିବା ବୈଠକକୁ କୋରମ୍‌ ଅଭାବରୁ ବାତିଲ୍‌ କରାଯାଇଥିବା ଜଣାପଡ଼ିଛି। ୩ ସନ୍ତାନ ଥିବା ଦର୍ଶାଇ ପରାଜିତ ସରପଞ୍ଚ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତରେ ମାମଲା ରୁଜୁ କରିଥିଲେ। ଗତ ସପ୍ତାହରେ…

୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ

ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା ଭାରତ ବର୍ଷରେ ଲାଗୁ ହୋଇଥିଲା। ଓଡ଼ିଶାରେ ଏହି ନିୟମ ଲାଗୁ ବେଳେ ପୋଲିସ ଓ…

ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟ ଚାଲାଣ

ପାଟପୁର,୯ା୧୨(ଡି.ଏନ.ଏ.)-ପାଟପୁର ପୋଲିସ ସୋମବାର ଅପରାହ୍ନରେ ଜଣେ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର୍‌ ମାମଲା ନଂ. ୧୨୧/୧୯ରେ କୋର୍ଟ ଚାଲାଣ କରିଛି। ସେ ହେଲେ ଶେରଗଡ଼ ଥାନା ବାଇଶିଫଳ ଗ୍ରାମର ଶତ୍ରୁଘ୍ନ ବେହେରା। ରବିବାର ସନ୍ଧ୍ୟାରେ ସ୍ଥାନୀୟ ବଢିଆଉସ୍ତା ଛକ ନିକଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri