ବୁଗୁଡ଼ାରେ ଶଟଡାଉନ୍ ପ୍ରଭାବ: ରାସ୍ତାଘାଟ ଶୂନଶାନ
ବୁଗୁଡ଼ା,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍ ମାସ ପ୍ରତ୍ୟେକ ସପ୍ତାହର ଶନିବାର ଏବଂ ରବିବାର ସାରା ଜିଲାରେ ଶଟଡାଉନ୍ କରାଯାଉଛି। ରବିବାର ସକାଳେ ବୁଗୁଡ଼ା…
ମାସ୍କ ପିନ୍ଧି ନ ଥିବା ୭୨ ଜଣଙ୍କଠାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ,୨୮।୬: ଗଞ୍ଜାମ ଜିଲାର ୪ ଦିନିଆ ଶଟଡାଉନର ଦ୍ୱିତୀୟ ଦିନରେ ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ…
ବିନା ମାସ୍କରେ ବୁଲୁଥିବା ଲୋକଙ୍କଠାରୁ ୫୪, ୨୦୦ ଜରିମାନା ଆଦାୟ
ଛତ୍ରପୁର,୨୮।୬(ଡି.ଏନ୍.ଏ.): କରୋନା ନେଇ ଗଞ୍ଜାମ ପୋଲିସ ପକ୍ଷରୁ ଏନ୍ଫୋର୍ସମେଣ୍ଟ ଜାରି ରହିଛି। ଏ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫୪ ହଜାର ୨୦୦ ଟଙ୍କା ଜରିମାନା ଆଦାୟ ହୋଇଛି।…
ପୁଣି ୪ ପୋଲିସ କରୋନା ପଜିଟିଭ
ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୪ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ରବିବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା ଦେଇଛନ୍ତି।…
ଗୋଟିଏ ପରିବାରର ୩ ଭାଇଙ୍କୁ କରୋନା: ୭ ଦିନ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ବୁଗୁଡ଼ା,୨୮ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଏ. କରଡ଼ାବାଡ଼ି ପଞ୍ଚାୟତ ଅନ୍ତର୍ଗତ ସୋରଡ଼ ଗ୍ରାମରେ ରବିବାରଠାରୁ ଆସନ୍ତା ଶନିବାର ପର୍ଯ୍ୟନ୍ତ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଖଦାଳୀ ପ୍ରଧାନ ଶଟ୍ଡାଉନ୍ ଘୋଷଣା କରିଛନ୍ତି। କାରଣ ସୋରଡ଼ ଗ୍ରାମରେ ଗୋଟିଏ ପରିବାରର…
ଗଞ୍ଜାମରେ ଆଉ ଏକ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି
ଛତ୍ରପୁର,୨୮।୬(ଡି.ଏନ.ଏ.): ଗଞ୍ଜାମ ଜିଲାରେ ରବିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ମୃତକ ଜଣକ ଜିଲାର ୭୫ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନ୍ଶନ ଏବଂ ମଧୁମେହ…
ଗଞ୍ଜାମରେ ପୁଣି ୭୬ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି
ଛତ୍ରପୁର,୨୮ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି…
ବ୍ରହ୍ମପୁରରେ ମିଶନ ଜିରୋ କୋଭିଡ୍-୧୯ ଅଭିଯାନ: ୩ଦିନରେ ୧ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ
ବ୍ରହ୍ମପୁର ଅଫିସ,୨୮ା୬- ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେଉଥିବା ବେଳେ ଏହାକୁ ପ୍ରତିହତ କରିବା ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବ୍ରହ୍ମପୁରରେ ମିଶନ୍ ଜିରୋ କୋଭିଡ୍-୧୯ ଅଭିଯାନ ଆରମ୍ଭ ହୋଇଛି। ଗୁରୁବାରରୁ ଆରମ୍ଭ ହୋଇଥିବା ଏହି…
ପୁରୁଷୋତ୍ତମପୁରରେ କରୋନା ସ୍ଥିତି ସମୀକ୍ଷା: ମୁକାବିଲା ଲାଗି ଅଧିକାରୀମାନଙ୍କୁ ଜିଲାପାଳଙ୍କ ପରାମର୍ଶ
ପୁରୁଷୋତ୍ତମପୁର,୨୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶନିବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟକୁ ଆସି କରୋନା ଭାଇରସ୍ ସଂକ୍ରମଣ ନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ପରିସ୍ଥିତିର ସମୀକ୍ଷା କରିଛନ୍ତି। ସ୍ବାବ୍ ରିପୋର୍ଟ ବିଳମ୍ବରେ ଆସୁଥିବା ନେଇ ଅସନ୍ତୋଷ…
ମାସ୍କ ପିନ୍ଧି ନ ଥିବା ୪୦୪ ଜଣଙ୍କ ଠାରୁ ୮୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ,୨୭।୬: ଲକ୍ଡାଉନ ସମୟରେ ଅମାନିଆଙ୍କୁ ପୋଲିସ ଅଟକାଇ ପ୍ରତିଦିନ ଯାଞ୍ଚ କରି ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଛି । ଶୁକ୍ରବାର ସକାଳୁ ଶନିବାର ସକାଳ…
ଗଞ୍ଜାମ ଜାହାଡ଼ା ପଞ୍ଚାୟତରେ ୩ଜଣ ନୁହେଁ, ଜଣଙ୍କର ମୃତ୍ୟୁ ହୋଇଛି: ଜିଲାପାଳ
ଛତ୍ରପୁର,୨୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜାହାଡ଼ା ପଞ୍ଚାୟତରେ ତିନିଜଣଙ୍କର ନୁହେଁ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଶନିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସ୍ପଷ୍ଟ କରିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ କରାଯାଇଥିବା ଟୁଇଟ୍ରେ କୁହାଯାଇଛି, କରୋନାରେ ୩ଜଣଙ୍କ ନୁହେଁ…
ବନ୍ଦ ହେବ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର: କରୋନା ଲକ୍ଷଣ ଥିବା ଲୋକଙ୍କୁ ପଠାଯିବ କେୟାର ସେଣ୍ଟର
ଛତ୍ରପୁର,୨୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପୂର୍ବରୁ ଚାଲୁରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରାଯିବ। ଯେଉଁମାନଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯାଉଛି ସେମାନଙ୍କୁ ତୁରନ୍ତ କୋଭିଡ୍ କେୟାର ସେଣ୍ଟରରେ ଆଡ୍ମିଶନ କରି ଚିକିତ୍ସା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ଭିଡିଓ କନ୍ଫରେନ୍ସିଂ…

