ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ
ବ୍ରହ୍ମପୁର ଅଫିସ୍,୯ା୧୨-ଖୁବ୍ କମ୍ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ସୌମ୍ୟାଙ୍କ…
ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଗହଣା ଲୁଟ୍
ପାତ୍ରପୁର,୮ା୧୨ (ଡି.ଏନ୍.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ କେଲୁଆ-ପଦାଦିଗି କେନାଲ ରାସ୍ତାରେ ବନ୍ଧୁକ ଦେଖାଇ ଦମ୍ପତ୍ତିଙ୍କ ଠାରୁ ପ୍ରାୟ ୩ଭରି ଓଜନର ୨ଟି ସୁନା ଚେନ୍ ରବିବାର ମଧ୍ୟାହ୍ନରେ ଦୁଇ ଜଣ ଲୁଟେରା ବନ୍ଧୁକ ଦେଖାଇ ଲୁଟି ନେଇଥିବା ଜଣାପଡ଼ିଛି। ମିଳିଥିବା…
୪ଶହ ଲିଟର ରନ୍ଧାମଦ ଜବତ, ୭ ଗିରଫ
ଧରାକୋଟ,୮ା୧୨(ଡି.ଏନ.ଏ.)- ଧରାକୋଟ ଥାନା ଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ପୋଲିସ ଶନିବାର ସକାଳୁ ଚଢ଼ାଉ କରି ୪ ଶହ ଲିଟର ଦେଶୀ ରନ୍ଧାମଦ ଜବତ କରିବା ସହ ୭ଜଣଙ୍କୁ ଗିରଫ କରିଛି। ଏଥିସହ ୮ ହଜାର ଲିଟର ପୋଚ ନଷ୍ଟ କରିଛି।…
କବିସୂର୍ଯ୍ୟନଗର କାମଦେବ ହତ୍ୟା ମାମଲା: ୨୪ ବର୍ଷ ପରେ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୮।୧୨: ଏକ ହତ୍ୟା ମାମଲାରେ ଦୀର୍ଘ ୨୪ ବର୍ଷ ଧରି ନାମ ବଦଳାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ଏ. ହରି ଦାସ (୫୦)ଓ ତାଙ୍କ…
ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିହୀନ ସୌମ୍ୟାଙ୍କ ହାତଧରିଲେ ମଦନ
ବ୍ରହ୍ମପୁର ଅଫିସ,୮।୧୨: ସାଧାରଣତଃ ଦୃଷ୍ଟିହୀନ ଝିଅମାନଙ୍କ ବିବାହରେ ଅନେକ ପ୍ରତିବନ୍ଧକ ଦେଖାଦେଇଥାଏ। ହେଲେ ଗଞ୍ଜାମରେ ଏହାର ବ୍ୟତିକ୍ରମ ସ୍ବରୂପ ଦୃଷ୍ଟିହୀନ ସୌମ୍ୟାଙ୍କ ହାତ ଧରିଛନ୍ତି ଆନ୍ଧ୍ରପ୍ରଦେଶର ମଦନ ମୋହନ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଛି…
ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର
ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏଥିସହ ସୂଚନାଦାତାଙ୍କ ନାଁ ଗୋପନ ରଖାଯିବ। ନିର୍ଭୟ…
କାର ଧକ୍କାରେ ଛାତ୍ର ମୃତ
କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଜପତି ଜିଲା…
ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ ଅର୍ଥ ଲୋଭ, ଋଣ ନ ଶୁଝିବାରୁ ହତ୍ୟା
ଶେରଗଡ଼,୮ା୧୨(ଡି.ଏନ୍.ଏ.) -ଶେରଗଡ ବ୍ଲକ ବାରସିଙ୍ଗି ଗ୍ରାମରେ ଗତ ୨୭ ତାରିଖ ରାତିରେ କବିତା ସେଠୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ଘଟଣାର ଫର୍ଦ୍ଦାଫାସ କରିଛି ବଡଗଡ ପୋଲିସ। ମୁଖ୍ୟ ଅଭିଯୁକ୍ତ ବାରସିଙ୍ଗି ଗ୍ରାମର ଶିବ ସେଠୀ ଶନିବାର ସୁରଟ ଚାଲିଯିବାକୁ…
ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା
ବୁଗୁଡ଼ା,୭ା୧୨(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ମତାଝରି ଗ୍ରାମରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଜଳିଯାଇଛି । ଘର ନିକଟ ଅଳିଆ ଗଦାରୁ ନିଆଁ ବାହାରି ଉକ୍ତ ଗ୍ରାମର ଅମି ପ୍ରଧାନ, ଭାନୁ ପ୍ରଧାନ ଓ ବିଜୟ ପ୍ରଧାନଙ୍କ…
କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ
ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।…
ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍କେସିଜି ମେଡିକଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଟ୍ରାଫିକ୍ ପୋଲିସ ମୃତଦେହ ଜବତ…
ଭୂତକୁ ଅପେକ୍ଷା
ଗଞ୍ଜାମ ଗ୍ରାମାଞ୍ଚଳରେ ଭୂତପ୍ରେତ, ଗୁଣିଗାରେଡ଼ି ଏବଂ ଡାହାଣୀ ଭଳି ଅନ୍ଧବିଶ୍ୱାସର ପ୍ରଭାବ ପ୍ରବଳ ଭାବେ ଦେଖିବାକୁ ମିଳୁଛି। ଗୁଣିଆ ସନ୍ଦେହରେ ହତ୍ୟା, ଡାହାଣୀ ବୋଲି ସନ୍ଦେହ କରାଯାଉଥିବା ବ୍ୟକ୍ତିଙ୍କୁ ଗଁ।ରୁ ବାସନ୍ଦ, ଭୂତ ଭୟରେ ସ୍କୁଲ ବନ୍ଦ ଭଳି ଶିରୋନାମା ଥିବା…
Archives


