ଘଡ଼ଘଡ଼ାପଲ୍ଲୀ, ନରେନ୍ଦ୍ରପୁରରେ କଣ୍ଟେନ୍ମେଣ୍ଟ୍ ଅବଧି ୭ ଦିନକୁ ବୃଦ୍ଧି
ଛତ୍ରପୁର,୨୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲ୍ଲୀ ଏବଂ ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ନରେନ୍ଦ୍ରପୁର ଗାଁର ଷ୍ଟେଶନ ରୋଡ୍ ଓ ଗୋପୀନାଥ ସାହିରେ କରୋନା ପଜିଟିଭ୍ ଚି଼ହ୍ନଟ ପରେ ଉକ୍ତ ଅଞ୍ଚଳକୁ ଜିଲାପାଳ ବିଜୟ ଅମୃତା…
ଖାଁ ଖାଁ ବ୍ରହ୍ମପୁର: ଘରୁ ବାହାରୁନାହାନ୍ତି ଲୋକେ
ବ୍ରହ୍ମପୁର ଅଫିସ,୨୭।୬- ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବନ୍ଦ ହେବାର ନା ନେଉନାହିଁ। ଦିନକୁ ଦିନ ଏହା ବଢ଼ିବାରେ ଲାଗିଛି। ଏହାକୁ ଆଖି ଆଗରେ ରଖି ରାଜ୍ୟ ସରକାର ୧୧ ଟି ଜିଲାରେ ଜୁନ ମାସ ପ୍ରତି ସପ୍ତାହର ଶେଷ ଦୁଇ…
ଗୋଟିଏ ପରିବାରର ବାପା,ପୁଅ କରୋନା ଆକ୍ରାନ୍ତ: କାର୍ଯ୍ୟାଳୟ ସିଲ୍, ପ୍ରେମଚାନ୍ଦନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା
ବୁଗୁଡ଼ା,୨୭।୬(ଡି.ଏନ୍. ଏ.): ଗଞ୍ଜାମ ଜିଲା ବୁଗୁଡ଼ା ସହରରେ କିଛିଦିନ ତଳେ ଅଗ୍ନିଶମ ବିଭାଗର ତିନି ଜଣ କର୍ମଚାରୀ କରୋନା ପଜିଟିଭ ହୋଇଥିବା ବେଳେ ଶୁକ୍ରବାର ରାତିରେ ପ୍ରେମଚାନ୍ଦନଗରର ଗୋଟିଏ ପରିବାରର ବାପା, ପୁଅ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କୋଭିଡ…
ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବା ମନା: ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଜିଲାରେ ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବାକୁ ବାରଣ କରାଯାଇଛି। ଶନିବାର ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
ପୁଣି ୫ ପୋଲିସ କରୋନା ପଜିଟିଭ
ଛତ୍ରପୁର,୨୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୫ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ କରି…
ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ସମୀକ୍ଷାକଲେ ଜିଲାପାଳ
ଗଞ୍ଜାମ,୨୭।୬(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ କନ୍ଫରେନ୍ସ ହଲ୍ରେ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା (କୋଭିଡ ୧୯) ମୁକାବିଲା କେମିତି ଚାଲିଛି ସେ ନେଇ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଅହେତୁକ ବୃଦ୍ଧି ପାଉଥିବାରୁ…
ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ
ଛତ୍ରପୁର, ୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ ସୁରଟ ଫେରନ୍ତା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରୁ ପଜିଟିଭ…
ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍ କେୟାର ହୋମ୍ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା
ଶେରଗଡ଼,୨୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ ଶେରଗଡ଼ ବ୍ଲକରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବ୍ଲକର ସମସ୍ତ ଗ୍ରାମପଞ୍ଚାୟତରେ କୋଭିଡ୍…
କୋଭିଡ ନିୟମ ନ ମାନି ବାହାଘର ଭୋଜି, ୧୮ ହଜାର ଜରିମାନା ଆଦାୟ୍
ବୁଗୁଡ଼ା,୨୭ା୬(ଡି.ଏନ୍.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ୪ ସ୍ଥାନରେ କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ଭୋଜି ଚାଲିଥିବାବେଳେ ସେମାନଙ୍କ ଠାରୁ ୧୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗୋଲିଆ ଗ୍ରାମର ୩ଟି ସ୍ଥାନରେ ଗୁରୁବାର ଲକ୍ଡାଉନ ତଥା କୋଭିଡ୍ ନିୟମ…
ବାରାକ୍ ସାହି କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ଛତ୍ରପୁର,୨୭ା୬(ଡି.ଏନ୍.ଏ.)-ଛତ୍ରପୁର ଏନ୍ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍ ସାହିକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ଶଙ୍କରମଠ ସାହି, ରିକାପଲ୍ଲି ଛକ,…
ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ
ଛତ୍ରପୁର, ୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ ଚି଼ହ୍ନଟ…
ଟ୍ରକ୍କୁ ପଛରୁ ଧକ୍କା ଦେଇ ତଳକୁ ଖସିଲା ଟ୍ରକ୍: ଲାଗିଲା ନିଆଁ
ଛତ୍ରପୁର,୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ ସମ୍ମୁଖ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି। ପଶ୍ଚିମବଙ୍ଗରୁ ଆନ୍ଧ୍ର ଯାଉଥିବା ଟ୍ରକ୍କୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିବା ଏକ ଟ୍ରକ୍ ପଛରୁ…

