ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ
ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅନୁଧ୍ୟାନ କରିଛନ୍ତି। ବିଧାୟକ ନାୟକ ବିଭିନ୍ନ ୱାର୍ଡ…
ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ
ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି ପଶିଯିବାରୁ ୩ ହଜାରରୁ ଅଧିକ କୁକୁଡ଼ା ମରିଯାଇଛନ୍ତି। ଏଥିଯୋଗୁଁ ଫାର୍ମ ମାଲିକା କାମିନୀ…
ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା
ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ ଆହୁରି ବୃଦ୍ଧି ପାଇଛି। ପ୍ରାୟ ୪ ଫୁଟ ଜଳସ୍ତର ବଢ଼ିବା ଯୋଗୁଁ ଅଞ୍ଚଳବାସୀଙ୍କ…
ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର
ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ କୂଳ ଲଂଘି ଭୟାବହ କ୍ଷୟ ଘଟାଉଛି। ଫଳରେ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳରେ ଲୋକଙ୍କ ଚିନ୍ତା…
ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ
ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ. ମୋହନ ରେଡ୍ଡୀ (୩୦) ଓ ମାଧବ ବେହେରା ଓରଫ ମିଥୁନ। ପୋଲିସ ଦେଇଥିବା…
କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ
ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ ହେଲା ଘାଟି ରାସ୍ତା ବନ୍ଦ ରହିଛି। ଫଳରେ ୧୫ଟି ଜିଲାର ଯାତାୟାତ ବ୍ୟବସ୍ଥା…
ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ
ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ କାଳୀପଲ୍ଲୀ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର ସ୍ବାଗତିକା ମାଝୀ…
ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ
ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ ମଧ୍ୟ ବ୍ୟାପକ ଭାବେ କ୍ଷତି ହୋଇପଡ଼ିଥିବା ଜଣାପଡ଼ିଛି। ଗଞ୍ଜାମ ବ୍ଲକ ଝାରେଡ଼ି ରାଧା…
କେଏସ୍ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…
ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ଗ୍ଲୋବାଲ ଇଣ୍ଟରଭ୍ୟୁ ଆଣ୍ଡ୍…
ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ
ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗର ପ୍ରବେଶଦ୍ୱାର ପାର୍ଶ୍ୱରେ ଥିବା ପାଚେରୀର ଇଟା ଧସିପଡ଼ିଛି। ଏହାକୁ ନେଇ ପର୍ଯ୍ୟଟକ…
ଘୋଡ଼ାହାଡ଼ ଡ୍ୟାମ୍ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍ ଖୋଲି ନଦୀକୁ ଛଡ଼ାଗଲା ପାଣି
ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ ୮ ଟାରୁ ପାଣି ଛଡ଼ାଯାଉଥିବା ଜଳସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.…
ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା
ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି ରହିଥିଲା। ଏହାଯୋଗୁ ଜନଜୀବନ ପ୍ରଭାବିତ ହୋଇପଡ଼ିଥିଲା। ଏପଟେ ରୁଷିକୁଲ୍ୟା ନଦୀର ଜଳପତ୍ତନ କ୍ରମାଗତ…

