ଗଞ୍ଜାମ

ସଂଗ୍ରାମୀ ନେତାଙ୍କୁ ଆଜି ବି ଝୁରେ ସାନଖେମୁଣ୍ଡି: ସେ ଥିଲେ କୃଷକ ଆନ୍ଦୋଳନର କର୍ଣ୍ଣଧାର

ଦିଗପହଣ୍ଡି,୧୬।୧୧(ଅଶେଷ ନାଥ ମିଶ୍ର): ବିଶିଷ୍ଟ କମ୍ୟୁନିଷ୍ଟ ନେତା ତଥା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ସାଥୀ ଉଦୟ ଚନ୍ଦ୍ର ପାତ୍ରଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି…

ବାଇକ-ସ୍କୁଟି ମୁହାଁମୁହିଁ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ମୋହନା ଓ ଅଡ଼ବା ଥାନା ଅଞ୍ଚଳରେ ଶନିବାର ପୃଥକ ପୃଥକ ବାଇକ ଦୁର୍ଘଟଣା ଘଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ୨ଜଣ…

ଜଗନ୍ନାଥ ମନ୍ଦିରରୁ ଚୋରି ଘଟଣା: ବାଳ ସୁଧାର ଗୃହ ଗଲେ ନାବାଳକ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଚୋରି ମାମଲାରେ ଦିଗପହଣ୍ଡି ପୋଲିସ ଜଣେ ନାବାଳକଙ୍କୁ ଶନିବାର ବ୍ରହ୍ମପୁରସ୍ଥିତ ଜେଜେବିରେ ହାଜର କରିଥିବା ଜଣାପଡ଼ିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ…

ନିର୍ମାଣାଧୀନ କୋର୍ଟ ବୁଲି ଦେଖିଲେ ଗଞ୍ଜାମ ଜିଲା ଜଜ୍‌

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦୌରା ଜଜ୍‌ ଅଶାନ୍ତ କୁମାର ଦାସ ଶନିବାର ଅପରାହ୍ନରେ ଦିଗପହଣ୍ଡି-ପୁଡ଼ାମାରୀ ରାସ୍ତାରେ ନିର୍ମାଣାଧୀନ ଦିଗପହଣ୍ଡି କୋର୍ଟ କୋଠା ପରିଦର୍ଶନ କରିଛନ୍ତି। ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ. ସୋମନାଥ ତ୍ରିପାଠୀ, ନିର୍ବାହୀ ଯନ୍ତ୍ରୀ ଇଂ.ତାପସ…

ମହିଳାଙ୍କୁ ଅସଦାଚରଣ କରିବା ପଡ଼ିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ…

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମର ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ…

ଚାଷଜମିରେ ପଶୁଛି ମେଗା ପାନୀୟ ଜଳ ପ୍ରକଳ୍ପର ମଇଳା ପାଣି, ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ବିଧାୟକଙ୍କ ପରାମର୍ଶ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପ ଦ୍ୱାରା ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ହେଉଛି। କିନ୍ତୁ ଉକ୍ତ ପ୍ରକଳ୍ପର ବର୍ଜ୍ୟ…

ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ନେଇ ସଚେତନ କରାଇଲା ଶିକ୍ଷକ ସଂଘ

ଭଞ୍ଜନଗର,୧୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା ) ଭଞ୍ଜନଗର ଶାଖା ପକ୍ଷରୁ ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ସାହିତ୍ୟ,…

ରାଗିଗଲେ ପଡ଼ୋଶୀ, ବ୍ଲେଡ୍‌ରେ କଲେ ଆକ୍ରମଣ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୫ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ୨ ପଡ଼ୋଶୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଜଣେ ଅନ୍ୟ ଜଣଙ୍କୁ ବ୍ଲେଡରେ ଆକ୍ରମଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଚିନ୍ତାମଣି ନାହାକ (୪୫)। ତେବେ ଆକ୍ରମଣରେ ଗୁରୁତର ହୋଇଛନ୍ତି ଭିକାରୀ…

ଯୁବତୀଙ୍କୁ ମାଡ଼ମାରି ଗହଣା ଲୁଟି ନେଲେ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ପାଳଧୁଆପଲ୍ଲୀ ନିମ୍ବେଶ୍ୱର ଶିବ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ମାଡ଼ମାରି ତାଙ୍କ କାନରୁ ଦୁର୍ବୃତ୍ତ ସୁନାଗହଣା ଲୁଟି ନେଇଛନ୍ତି। ସୂଚନାନୁଯାୟୀ, ଡିମିରିଆ ଅଞ୍ଚଳର ଜଣେ ଯୁବତୀ ଶନିବାର ସକାଳେ ସାଇକଲ ଯୋଗେ ପାଳଧୁଆପଲ୍ଲୀ…

ପଛୁଆବର୍ଗର ଲୋକଙ୍କୁ ବିକଶିିତ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: ମନ୍ତ୍ରୀ

ପୁୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରାଣି ଚିକିତ୍ସା ଅଧିକାରୀ ଡା.ମନୋଜ ଶତପଥୀଙ୍କ ପୌରହିତ୍ୟରେ ହୋଇଥିବା ଏହି କାର୍ଯ୍ୟକମରେ ମୁଖ୍ୟଅତିଥି ଭାବେ ମତ୍ସ୍ୟ ଓ ପ୍ରଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ…

ଦୀର୍ଘ ବର୍ଷର ସମସ୍ୟା ହେଲା ଦୂର, ଆରମ୍ଭ ହେବ ଠାକୁରାଣୀ ମନ୍ଦିର ରାସ୍ତା ସହ ଗାର୍ଡ ୱାଲ

ଗଞ୍ଜାମ,୧୫।୧୧,(ବିଦ୍ୟାଧର ସାହ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ଠାକୁରାଣୀ ମନ୍ଦିର ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡିଥିଲା l ଦୈନଦିନ ମନ୍ଦିରରକୁ ଯାଉଥିବା ଭକ୍ତଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଉଥିଲା l ସରପଞ୍ଚ ମମତା ବେହେରାଙ୍କ ନିଜସ୍ବ ପ୍ରଚେଷ୍ଟାରେ ନରେଗା…

ଯୁବକଙ୍କୁ  ସହାୟତାର ହାତ ବଢ଼ାଇଲେ, ସହାୟତାର ହାତ ବଢ଼ାଇଲେ…

ଛତ୍ରପୁର,୧୫।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାରଳାମହାରାଜା କଲେଜ ନିକଟରେ ଅଜଣା ଗାଡି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟାଙ୍ଗଣା ପଲ୍ଲୀ ଗ୍ରାମର ରବୀନ୍ଦ୍ର ସାହୁ (୩୦)। ଘଟଣାସ୍ଥଳରେ ଚମାଖଣ୍ଡି ପୋଲିସ ପହଞ୍ଚି ମୃତ ରବୀନ୍ଦ୍ରଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri