ଗଞ୍ଜାମ

ଦଲାଲଙ୍କ ଗିରଫ ଦାବି କଲେ ଦାଦନ

ବ୍ରହ୍ମପୁର ଅଫିସ୍‌,୬ା୧୨- କର୍ନାଟକରୁ ଖସି ଆସିଥିବା ୪୨ ଦାଦନ ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ନିକଟରେ ଦଲାଲଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଜଣେ ମୁଖ୍ୟ ଦଲାଲ୍‌ ଏବଂ ତାଙ୍କର ୩ ସହଯୋଗୀ ଏହି ଦାଦନ ଶ୍ରମିକମାନଙ୍କୁ କର୍ନାଟକ ଚାଲାଣ କରିଥିଲେ। ମାସିକ…

ଭୁଶୁଡିଲା ନିର୍ମାଣାଧୀନ କମ୍ୟୁନିଟି ହଲ୍‌

  ଗଞ୍ଜାମ,୬ା୧୨(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ.୬ ଓଡ଼ିଆ ଢ଼ାମଣା ସାହି ରାମଲିଙ୍ଗେଶ୍ୱର ମନ୍ଦିର ପରିସରରେ ନିର୍ମିତ କମ୍ୟୁନିଟି ହଲ୍‌ ନିମ୍‌ଟାଲ୍‌ ଲେବଲ ତାଜା ଗୁରୁବାର ଭୂଶୁଡି ପଡିଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ୱାର୍ଡବାସୀ ଅଭିଯୋଗ କରି ହୋହଲ୍ଲା…

କାଳିଆ ଟଙ୍କା ମିଳିବ କହି ଠକେଇ

ଦିଗପହଣ୍ଡି,୬ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତରେ ଜଣେ ମହିଳାଙ୍କୁ କାଳିଆ ଟଙ୍କା ମିଳିବ କହି ଦୁର୍ବୃତ୍ତ ଟଙ୍କା ଓ ସୁନା ଗହଣା ଠକି ନେଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଓଡ଼ସିଙ୍ଗୀ ଗଁାର ଲକ୍ଷ୍ମୀ ରେଡ୍ଡୀ।ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଲକ୍ଷ୍ମୀଙ୍କ…

ବିଶାଖାପାଟଣା ଷ୍ଟେସନରୁ ଓଡିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଚିକିଟି,୫ା୧୨(ଡି.ଏନ୍‌.ଏ.)- ଗଞ୍ଜାମଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ କରବାଲୁଆ ଗ୍ରାମର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଶ୍ରମିକ କରବାଲୁଆର ବିଜୁଳି ସେଠୀ (୧୮)। ବିଜୁଳି ମା’ଙ୍କ ସହ ଦାଦନ ଖଟିବାକୁ ଚେନ୍ନାଇ ଯାଇଥିଲେ। ସେଠାରେ କିଛିଦିନ ହେଲା…

‘ତାରା’ ଯୋଜନା ଶୁଭାରମ୍ଭ କଲେ ମନ୍ତ୍ରୀ: ୩ ବର୍ଷରେ ଚାଷୀଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟ

ଛତ୍ରପୁର,୫ା୧୨(ଡି.ଏନ.ଏ)-ଗ୍ରାମାଞ୍ଚଳରେ କୃଷିର ବିକାଶ ସହ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ‘ତାରା’ ଯୋଜନା ଶୁଭାରମ୍ଭ ହୋଇଛି । ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ…

କ୍ଷେତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୫।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋସାଣି ନୂଆଗାଁ ପୋଲିସ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି। ଯୁବକଙ୍କ ପରିଚୟ ମିଳି ନ ଥିବାବେଳେ ତାଙ୍କ ବୟସ ପାଖାପାଖି ୩୫…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍‌ ଚକା ତଳେ ଆସି ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର କୃଷି କାର୍ଯ୍ୟାଳୟ ନିକଟରେ ଗୁରୁବାର ସକାଳେ ଏକ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ଜଣକ ପାଟପୁର ଥାନା ମାଟିଆ…

ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩) ମାଡ଼ିଯିବାରୁ ପାଟପୁର ଥାନା ମାଟିଆ ବୋରେଇ ଗାଁର ନାରାୟଣ ସେଠୀ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।…

ମଧ୍ୟପ୍ରଦେଶରେ ନାବାଳିକା ବଳାତ୍କାର ମାମଲା: ଗୋଳାବନ୍ଧରୁ ଯୁବକଙ୍କୁ ଉଠାଇନେଲା ପୋଲିସ

ଗୋପାଳପୁର,୫ା୧୨-ଗତ କିଛିଦିନ ହେଲା ଦେଶରେ ବଳାତ୍କାର ବଢ଼ି ଚାଲିଛି। ପୋଲିସ ତଦନ୍ତରେ ଢିଲା ଯୋଗୁ ବିଭିନ୍ନ ସମୟରେ ଅପରାଧୀ ସହଜରେ ଖସି ଯାଉଛନ୍ତି। ମଧ୍ୟପ୍ରଦେଶରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବୁଧବାର ସନ୍ଧ୍ୟାରେ ଗୋଳାବନ୍ଧ ଅଞ୍ଚଳରୁ ଜଣେ ଯୁବକଙ୍କୁ ପୋଲିସ ଉଠାଇ…

ନିଖୋଜ ଯୁବକଙ୍କ କଙ୍କାଳ ଉଦ୍ଧାର

ଆସିକା,୫ା୧୨(ଡି.ଏନ୍‌.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା ପ୍ୟାଣ୍ଟସାର୍ଟ ଓ ଆଧାର କାର୍ଡ ସହ ଫଟୋ ଏବଂ ଏକ ପକେଟଖାତାରୁ ମୃତକ ନଳବଣ୍ଟାର…

ମାଷ୍ଟର ମାଇଣ୍ଡଙ୍କ ସମେତ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ/ଦିଗପହଣ୍ଡି, ୫ା୧୨(ଡି.ଏନ.ଏ.)-ବ୍ରହ୍ମପୁର ଅବକାରୀ ବିଭାଗ ଷ୍ଟ୍ରାଇକିଂ ଫୋର୍ସ ଓ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା-ଭୀଷ୍ମଗିରି ଛକ କପିଳେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଥିବା ସ୍ବାଧୀନ ହୋମିଓପାଥି ଦୋକାନରୁ ୫ପେଟିରେ ଥିବା ପ୍ରାୟ ୧୨୦ନକଲି ବିଦେଶୀ ମଦ…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୫ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ସେ ଅଭିଯୁକ୍ତ ଶରତ ସାହୁଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri