ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ୨ କରୋନା ଯୋଦ୍ଧା
ଛତ୍ରପୁର,୨୫ା୬(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଅଧୀନ କାର୍ଯ୍ୟ କରୁଥିବା ୨ ଜଣ କରୋନା ଯୋଦ୍ଧା ଗୁରୁବାର ସୁସ୍ଥ ହୋଇଛନ୍ତି। ଏମାନେ ହେଲେ ଛତ୍ରପୁର ଏସ୍ଡିପିଓ ଓ ଥାନା ଆଇଆଇସି। ଉଭୟ ଅଧିକାରୀ କାର୍ଯ୍ୟରେ ଯୋଗ ଦେଇଥିବା ସମ୍ପର୍କରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର…
ସାନିଟାଇଜ୍ ହେଲା ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ
ଛତ୍ରପୁର,୨୫ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବରିଷ୍ଠ ଅଫିସରମାନେ ମଧ୍ୟ ସଂକ୍ରମିତ ହେଲେଣି। ୧୦ଦିନ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କୁ ମନା ରହିଛି। ସମସ୍ତ ସରକାରୀ ଅଫିସକୁ ସାନିଟାଇଜ୍ କରାଯିବାକୁ ଥିବା ବେଳେ…
ଗଞ୍ଜାମରେ ପୁଣି ୫୮ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି
ଛତ୍ରପୁର,୨୫ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଜିଲାରେ ୫୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୧ଜଣ ବିଭିନ୍ନ…
ପୁରୁଷୋତ୍ତମପୁରରେ ବିଭିନ୍ନ ବଜାର, ବସ୍ଷ୍ଟାଣ୍ଡକୁ ସିଲ କଲା ଏନ୍ଏସି ପ୍ରଶାସନ
ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଗୁରୁବାର ବିଭିନ୍ନ ବଜାରକୁ ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ବଡବଜାର, ପରିବା ମାର୍କେଟ ଓ ବସ୍ଷ୍ଟାଣ୍ଡରେ ପ୍ରବଳ ଜନଗହଳି ହେଉଥିବା ବେଳେ ଲୋକେ…
ବାଲ୍ୟ ବିବାହ ରୋକିଲା ପ୍ରଶାସନ
ଧରାକୋଟ,୨୪ା୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ବିବାହ ବନ୍ଦ କରିଛି ପ୍ରଶାସନ। ଜୁନ୍ ୨୫ରେ ତାଙ୍କ ବିବାହ ଶେରଗଡ଼ ଅନ୍ତର୍ଗତ ପଲ୍ଲୀପଦ୍ମନାଭପୁରରେ ହୋଇଥାନ୍ତା। ଖବର ପାଇ ବ୍ରହ୍ମପୁର ଚାଇଲ୍ଡ ଲାଇନ କୋର୍ଡିନେଟର ସାଇ ପ୍ରସାଦ ସାମଲ,…
ଏସ୍ଏଚ୍ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍ଡିସିଙ୍କୁ ଦାବିପତ୍ର
ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ମଧ୍ୟ ସମସ୍ତ ଫାଇନାନ୍ସ କମ୍ପାନୀକୁ ଜୁଲାଇ ୧୫ ପର୍ଯ୍ୟନ୍ତ କିସ୍ତି ଆଦାୟ କରିବା…
ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍ଏସ୍ଏ
ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ( ଏନ୍ଏସ୍ଏ) ଲାଗିଛି। କୈଳାସଙ୍କ ନାମରେ ୨୦ ରୁ ଊର୍ଦ୍ଧ୍ୱ ହତ୍ୟା,ଡକାୟତି ଭଳି ସଙ୍ଗୀନ…
ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ
ଦିଗପହଣ୍ଡି,୨୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କେ. କୋରା ରେଡ୍ଡୀ। ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ପୋଲିସ ମୃତଦେହ…
ପୋଲିସ ମାଡ଼ ଅଭିଯୋଗ : ଏଏସ୍ପିଙ୍କୁ ଭେଟିଲେ ପରିବାର ସଦସ୍ୟ
ଛତ୍ରପୁର,୨୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ମଙ୍ଗଳବାର ରାତିରେ ବଡ଼ମାଧପୁର ଗାଁର ଶଙ୍କର୍ଷଣ ସାହୁଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶଙ୍କର୍ଷଣଙ୍କ ନତକଟରେ ମଦ ଥିବା ସନ୍ଦେହକରି ପୋଲିସ ତାଙ୍କ ସହ ପରିବାର ସଦସ୍ୟଙ୍କୁ ମାଡ଼ ମାରିଥିବା ସେ ଅଭିଯୋଗ କରିଛନ୍ତି।…
ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା
ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ହଜାରେ ଟପିଛି। ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧। ଏମାନଙ୍କ ମଧ୍ୟରୁ ୧୪ଜଣ କରୋନା…
ବରିଷ୍ଠ ଅଧିକାରୀଙ୍କୁ କରୋନା: ଗଞ୍ଜାମ ସରକାରୀ ଅଫିସକୁ ଆସନ୍ତା ୧୦ ଦିନ ସର୍ବସାଧାରଣ ମନା
ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମରେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚି ସାରିଥିବା ବେଳେ କରୋନା ଯୋଗୁ ୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା…
ଜମି ବିବାଦକୁ ନେଇ ମାଲିକ-କିନ୍ନର ଗୋଷ୍ଠୀ ମୁହଁ।ମୁହିଁ
ବ୍ରହ୍ମପୁର ଅଫିସ,୨୪ା୬-ଗୋଷାଣୀନୂଆଗଁ। ରେ ଥାନା ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ଥିବା ଏକ ଜମି ବିବାଦ ଏବେ ଉଗ୍ରରୂପ ନେଇଛି। ଗୋଟିଏ ପଟେ ଜମି ମାଲିକ ନିଜ ଜାଗାରେ କାମ ଆରମ୍ଭ କରିଥିବା ବେଳେ ସେଠାରେ ରହୁଥିବା କିନ୍ନର…

