ଗଞ୍ଜାମ

୧୨ଫୁଟ୍‌ର ଅହିରାଜ ଉଦ୍ଧାର

ପାତ୍ରପୁର, ୨୪ (ଡିଏନ.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଜଗଦେବପୁର ରାସ୍ତା କଡରେ ଥିବା ଗଛ ଉପରୁ ମଙ୍ଗଳବାର ରାତିରେ ଏକ ୧୨ଫୁଟର ଅହିରାଜ ସାପ ଉଦ୍ଧାର କରାଯାଇଛି। କେତେଜଣ ଲୋକ ଗ୍ରାମକୁ ଯାଉଥିବା ବେଳେ ସାପକୁ ଦେଖି…

ଚିକିଟି ଏନ୍‌ଏସିର ୫ ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ଚିକିଟି,୨୪ା୬(ଡି.ଏନ.ଏ.)- ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୫ ଓ୍ବାର୍ଡକୁ ମଙ୍ଗଳବାର ଜିଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ୧୨ ଓ୍ବାର୍ଡ ବିଶିଷ୍ଟ ଏନ୍‌ଏସିର ଅନ୍ୟ ଓ୍ବାର୍ଡର କେତେକ ସ୍ଥାନକୁ ବଫର ଜୋନ୍‌ ଘୋଷଣା କରାଯାଇଥିବା ତହସିଲଦାର ହରପ୍ରସାଦ ଭୋଇ…

ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ମଦ ଚୋରି

ଗୋପାଳପୁର,୨୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋଳନ୍ଥରା ଚଟିସ୍ଥିତ ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ହୋଇ ରଖାଯାଇଥିବା ବିଦେଶୀ ମଦ ସୋମବାର ସନ୍ଧ୍ୟାରେ ଚୋରି ହୋଇଛି। ଏନେଇ ଗୋଳନ୍ଥରା ପୋଲିସ ତଦନ୍ତ ଚଳାଇଥିବାବେଳେ ଖବର ଲେଖାହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ ଥିବା…

ସଂକ୍ରମିତ କୋଭିଡ୍‌ ଯୋଦ୍ଧାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଓଲଟିଲା

ଗୋପାଳପୁର,୨୩ା୬- ଗଞ୍ଜାମ ଜିଲା କନିଷି ବ୍ଲକର ଜଣେ କରୋନା ଯୋଦ୍ଧାଙ୍କ ଗତ ୧୮ ତାରିଖରେ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ କଟକ ଅଶ୍ୱିନୀ ହସ୍ପିଟାଲ ସ୍ଥାନାନ୍ତର ପାଇଁ…

ଗାର୍ଡଙ୍କୁ ମାଡ ମାରି ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ

ଗଞ୍ଜାମ,୨୩ା୬(ଡି.ଏନ୍‌.ଏ.)- ଗଞ୍ଜାମ ସହର ଦୁର୍ଗାଦେବୀ ସାହି ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡ ଜିତୁ ପଣ୍ଡାଙ୍କୁ ମାଡମାରି ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରିଥିଲେ। ସାହିଲୋକେ ପହଞ୍ଚିଥିବାରୁ ସେମାନେ ଦୌଡି ପଳାଇଥିଲେ।…

ସାନ ରାମଚନ୍ଦ୍ରପୁରରେ ଗୋଷ୍ଠୀ ସଂଘର୍ଷ: ପୋଲିସର ମୃଦୁ ଲାଠିଚାଳନା, ୭୦ରୁ ଉର୍ଦ୍ଧ୍ୱ ଅଟକ

ଗଞ୍ଜାମ,୨୩ା୬(ଡି.ଏନ.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ଗ୍ରାମରେ ଓଡିଆର୍‌ପି ଯୋଜନାରେ ମିଳୁଥିବା ଗୃହକୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ୪ ବର୍ଷରୁ ଉର୍ଦ୍ଧ୍ୱ ହେବ ଛକାପଞ୍ଝା ଲାଗି ରହିଥିଲା। ଗତ ଦୁଇ ଦିନ ତଳେ ଗ୍ରାମର କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ…

ଅମାନିଆଙ୍କଠାରୁ ୪୫ ହଜାର ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ ,୨୩।୬: ଲକ୍‌ଡାଉନ ସମୟରେ ଅମାନିଆଙ୍କୁ ପୋଲିସ ଅଟକାଇ ପ୍ରତିଦିନ ଯାଞ୍ଚ କରି ଜରିମାନା ଆଦାୟ କରୁଛି। ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଉଛିଦ୍‌। ସୋମବାର ସକାଳୁ ମଙ୍ଗଳବାର ସକାଳ ୬ଟା…

ପୁରୁଷୋତ୍ତମପୁରରେ ରଥଯାତ୍ରା ବନ୍ଦ: ଦେବନୀତିରେ ପୂଜା ପାଇଲେ କଳାଠାକୁର

ପୁରୁଷୋତ୍ତମପୁର, ୨୩।୬(ଡି.ଏନ.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ସମ୍ପୁର୍ଣ୍ଣ ରୂପେ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ମାତ୍ର ବିଧି ପରମ୍ପରା ରକ୍ଷା କରି କେବଳ ସୀମିତ ସେବାୟତ ଜଗନ୍ନାଥ ମନ୍ଦିର ମଧ୍ୟରେ…

ପୁରୁଷୋତ୍ତମପୁରରେ ଖୋଲିବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ: ସ୍ଥିତି ଅନୁଧ୍ୟାନ କଲେ ଉପ ଜିଲାପାଳ

ପୁରୁଷୋତ୍ତମପୁର, ୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଖୋଲିବା ଲାଗି ମଙ୍ଗଳବାର ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସହରର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ନୂତନ ଭାବେ ନିର୍ମାଣ କରାଯାଇଥିବା ତାରାତାରିଣି…

ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯ ଜଣ…

ପୋଖରୀରେ ଗାଧୋଇବାକୁ ବାରଣ: ଚାରିପଟେ ବ୍ୟାରିକେଟ୍‌, ବନ୍ଦ ହେଉନି ଗାଧୁଆ

ବୁଗୁଡ଼ା,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଏବଂ ଏନ୍‌ଏସିରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ପୋଖରୀରେ ଗାଧୋଇବାକୁ ନେଇ ବାରଣ କରାଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ପୋଖରୀରେ ସମୂହ ଭାବେ ନ ଗାଧୋଇବା…

୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି। ସିମିଲିସାହିଠାରେ ଚଢ଼ାଉ ବେଳେ ଏକ ଟାଟା ସୁମୋରୁ ୧ ଲକ୍ଷ ୧୩ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?