ଗଞ୍ଜାମ

ଋଷିକୁଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ: ସମୟ ପୂର୍ବରୁ ଅଣ୍ଡାଦାନ

ଗଞ୍ଜାମ,୪୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଣା ବନ୍ଧ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ବେଳାଭୂମିରେ ନଭେମ୍ବରରୁ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହା ଜାନୁୟାରୀ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଖଲ୍ଲିକୋଟ ରେଞ୍ଜର ଦିଲୀପ କୁମାର ମାର୍ଥା ସୂଚନା ଦେଇଛନ୍ତି। ପ୍ରତିବର୍ଷ ଫେବୃୟାରୀରେ…

ପାର୍କ, ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛତ୍ରପୁର ଏନ୍‌ଏସି ପୋଲିସ ପଡିଆଠାରୁ ଜିଲାପାଳଙ୍କ ବଙ୍ଗଳା ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ, ପାର୍କ, ସେଲ୍‌ଫି ପଏଣ୍ଟ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିପାଇଁ ୩୦ ଲକ୍ଷ ଟଙ୍କା ବ୍ୟୟ ହୋଇଛି। ଛତ୍ରପୁରକୁ ଏକ ସ୍ମାର୍ଟ ସହରରେ ପରିଣତ କରିବା ଲକ୍ଷ୍ୟ ରଖି ଏହି କାର୍ଯ୍ୟକ୍ରମ…

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ ନଂ. ୨୫୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଅଟକ ରଖିଛି। ସନ୍ଧ୍ୟାରେ ବ୍ରହ୍ମପୁର…

ମୋ ଗେହ୍ଲା ଝିଅ, ନିର୍ଭୟ କଢ଼ି କାର୍ଯ୍ୟକ୍ରମ: ଅଷ୍ଟମ ଶ୍ରେଣୀ ଛାତ୍ରୀ ମାମାଲି ବ୍ରାଣ୍ଡ ଆମ୍ବାସଡର

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ମୋ’ ଗେହ୍ଲାଝିଅ ଓ ନିର୍ଭୟ କଢ଼ି କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। କନ୍ୟା ସନ୍ତାନ ଜନ୍ମ ଦେଉଥିତ୍ବା ମା’ମାନଙ୍କୁ ସମ୍ବର୍ଦ୍ଧନା ଦେବା ଠାରୁ ଆରମ୍ଭ କରି ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଟପ୍‌ରେ ଥିବା ଛାତ୍ରୀ ଓ…

ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ବମ୍‌କେଇରେ ଉତ୍ତେଜନା, ପୋଲିସ ମୁତୟନ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗଁା ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ…

ଛାତ୍ରୀଛାତ୍ରଙ୍କୁ ଟ୍ୟୁଶନ ଆବଶ୍ୟକ ପଡ଼ିବନି: ‘ମଧୁ ଆପ୍‌’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛାତ୍ରୀଛାତ୍ରମାନେ ମୋବାଇଲ ଫୋନରେ ଯେଭଳି ପଢ଼ିବେ ଓ ବିଦ୍ୟାଳୟରେ ବୁଝି ପାରି ନ ଥିବା ପାଠକୁ ଶିକ୍ଷକ ପଢ଼ାଉଥିବା ଭିଡିଓ ଦେଖି ବୁଝିପାରିବେ ସେଥିନିମନ୍ତେ ପ୍ରସ୍ତୁତ ‘ମଧୁ ଆପ୍‌’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି।…

ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଦିଗପହଣ୍ଡି,୩ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ :୪ ରୁଟ୍‌ରେ ସରକାରୀ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୩ା୧୨-ସୋମବାରରୁ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ କରାଯାଉଛି । ପୂର୍ବରୁ ସପ୍ତାହ ପାଳନ ବେଳେ ବ୍ୟାପକ ହିଂସା ହୋଇଥାଏ। ସରକାରୀ ଗାଡ଼ିଗୁଡ଼ିକକୁ ମାଓବାଦୀମାନେ ଜାଳି ଦେଉଥିବା ନଜିର ରହିଛି । ଏହାକୁ ଦୃଷ୍ଟିରେ ରଖି ସତର୍କ…

ନରସିଂହପୁରରେ ମେଣ୍ଢା ମଡ଼କ

କୁକୁଡାଖଣ୍ଡି,୩ା୧୨ (ଡି.ଏନ.ଏ.)- କୁକୁଡ଼ାଖଣ୍ଡି ବ୍ଲକ ମହୁଡା ପଞ୍ଚାୟତର ନରସିଂହପୁରରେ ଗତ କିଛିଦିନ ମଧ୍ୟରେ ୮୧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ମେଣ୍ଢା ପ୍ରଥମେ ନିମୋନିଆରେ ଆକ୍ରାନ୍ତ ହେଉଛନ୍ତି। ପରେ ସେମାନଙ୍କ ଫୁସଫୁସରେ କ୍ଷତ ସୃଷ୍ଟି ହୋଇ ମୃତ୍ୟୁ ହୋଇଛି ବୋଲି କଟକରୁ ଆସିଥିବା…

ସଫେଇ କାମକୁ ନେଇ ଗଣ୍ଡଗୋଳ ଘଟଣା ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ,୩ା୧୨-ବ୍ରହ୍ମପୁର ମହାନଗର ନିଗମ ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଂଗଠିତ ଗଣ୍ଡଗୋଳ ଘଟଣାରେ ବଡବଜାର ପୋଲିସ ୨ ମାମଲାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ (ଜେଜେବି)…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଖଣ୍ଡାରେ ଆକ୍ରମଣ ୩ ଗୁରୁତର, ୧୧ ଅଟକ

ଗୋପାଳପୁର,୩ା୧୨-ବ୍ରହ୍ମପୁର ମହାନଗର ନିଗମ ଆମ୍ବପୁଆ ଦଳିତସାହିରେ ରବିବାର ରାତିରେ କୁଳ ବୈଠକ ବସିିଥିଲା। ଏଥିରେ ଅପର ଗୋଷ୍ଠୀର କେତେଜଣ ଲୋକ ପୂର୍ବ ଶତ୍ରୁତାକୁ ନେଇ ଲଙ୍କାଗୁଣ୍ଡ ଫିଙ୍ଗିବା ସହ ୩ ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ବୁଲୁ ଦାସ, ଶ୍ରୀକାନ୍ତ…

ଜନସେବା କେନ୍ଦ୍ର ଖୋଲିବା ପାଇଁ ଟଙ୍କା ଆଦାୟ ଅଭିଯୋଗ ତଦନ୍ତ ନିର୍ଦ୍ଦେଶ ଦେଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୩ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ଏପରିକି କେତେଜଣ ବ୍ୟକ୍ତିଙ୍କ ନାଁରେ ଜନସେବା କେନ୍ଦ୍ର କରିଦେବା ନେଇ ଅର୍ଥ କାରବାର ହୋଇଥିବା ଗଞ୍ଜାମ ଭିଏଲଇ ସୋସାଇଟି ପକ୍ଷରୁ ଅଭିଯୋଗ କରାଯାଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri