ଗଞ୍ଜାମ

ଚଳନ୍ତା ଟ୍ରାକ୍ଟରରୁ ଅଲଗା ହେଲା ଚକା, ଅଳ୍ପକେ ବର୍ତ୍ତିଲେ ଲୋକେ

ଜି.ଉଦୟଗିରି,୧ା୧୨(ଡି.ଏନ୍‌.ଏ.)- ଜି.ଉଦୟଗିରି ବରାଳିନୀ ମାର୍କେଟ ତହସିଲ ଗେଟ୍‌ ସମ୍ମୁଖରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ମାଟି ବୋଝେଇ ଟ୍ରାକ୍ଟରର ଏକ୍ସିଲ ଭାଙ୍ଗି ବଡଚକ ଅଲଗା ହୋଇଯାଇଥିଲା। ସୌଭାଗ୍ୟବଶତଃ ଚକାଟି ପାଖରେ ଯାଉଥିବା ଟ୍ରଲି ଚକାରେ ଲାଗି ଅଟକି ଯାଇଥିଲା। ଫଳରେ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅକ୍ଷୟ ନାଇକ। ନାବାଳିକାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ପାଟପୁର ଥାନାରେ ନଂ. ୨୫୭/୧୯ରେ…

ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୧ା୧୨(ଡି.ଏନ.ଏ.)-ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେଦାରପୁର ଗାଁ ପୋଖରୀରୁ ରବିବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଦ୍ଧେଶ୍ୱର ଗାଁ ମାଳିସାହିର ରୁପାଙ୍ଗ ବେହେରା। ସକାଳେ ରୁପାଙ୍ଗ ନିଜ ଜମିକୁ ଧାନ କାଟିବାକୁ ଯାଇଥିଲେ। କାମ ସାରି ପୋଖରୀରେ ଗାଧୋଇବା…

ଆଜି ବିଶ୍ୱ ଏଡ୍‌ସ ଦିବସ: ଗଞ୍ଜାମରେ ରାଜ୍ୟର ଏକତୃତୀୟାଂଶ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୧ା୧୨-ଗଞ୍ଜାମ ଜିଲାରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ସ୍ଥିତି ସଙ୍ଗିନ ରହିଛି। ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ, ସେଥିରୁ ଏକ ତୃତୀୟାଂଶ ଆକ୍ରାନ୍ତ କେବଳ ଗଞ୍ଜାମ ଜିଲାରେ ରହିଛନ୍ତି। ୪୯,୬୬୧ଜଣ ଆକ୍ରାନ୍ତ ସାରା ରାଜ୍ୟରେ ଥିବା ବେଳେ…

ବାହାଘର ୨ମାସ ପରେ ନାବାଳିକା ଉଦ୍ଧାର: ଶିକ୍ଷୟିତ୍ରୀଙ୍କ ଟୁଇଟ୍‌ ପରେ ଘଟଣାର ପର୍ଦ୍ଦାଫାଶ

ସୋରଡା,୧ା୧୨(ଡି.ଏନ୍‌.ଏ.)- ପୁରୀ ଜିଲା ପିପିଲି ଅଞ୍ଚଳର ଏକ ସରକାରୀ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ୨ ମାସ ହେଲା ସ୍କୁଲକୁ ଆସୁ ନଥିଲେ। ଶିକ୍ଷୟିତ୍ରୀ ଜାଣିଲେ ଯେ, ତାଙ୍କର ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ଅଞ୍ଚଳରେ ବିବାହ ହୋଇଯାଇଛି।…

ଅପହୃତା ଛାତ୍ରୀ ଉଦ୍ଧାର, ବୟାନ ରେକର୍ଡ : ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧ା୧୨-ବୈଦ୍ୟନାଥପୁର ପୋଲିସ ଅପହରଣ ହୋଇଥିବା ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଉଦ୍ଧାର କରିଛି। ତାଙ୍କ ବୟାନ ପ୍ରଥମଶ୍ରେଣୀ ବିଚାର ବିଭାଗ ମାଜିଷ୍ଟ୍ରେଟଙ୍କ ନିକଟରେ ରେକର୍ଡ କରାଯାଇଛି। ଅନ୍ୟପଟେ ଅପହରଣକାରୀ ତଥା ବଳାତ୍କାରୀଙ୍କୁ ଶନିବାର ଗିରଫ କରାଯାଇଛି ବୋଲି ପୋଲିସ କହିଛି।…

ହତ୍ୟା ଉଦ୍ୟମ, ଜଣେ ଗିରଫ

ଗୋପାଳପୁର,୧ା୧୨-ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶନିବାର ଗୋପାଳପୁର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଏସ. ଚନ୍ଦ୍ରେୟା। ଏ ନେଇ ପୋଲିସ ନଂ.୧୩୭/୧୯ରେ ମାମଲା ରୁଜୁ କରିଛି। ଚନ୍ଦ୍ରେୟାଙ୍କୁ ରବିବାର କୋର୍ଟ…

ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ ଜିଲାପାଳଙ୍କ ପାଖକୁ ଆସିଛି। ଏହିପରିପ୍ରେକ୍ଷୀରେ ସ୍ପିଡ୍‌ ଗାଡି ଚଳାଇବା, ରେଡ୍‌ ଲାଇଟ୍‌ ଜମ୍ପିଂ, ମଦ୍ୟ…

ମହିଳାଙ୍କ ବେକରୁ ଦୁର୍ବୃତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌

ହିଞ୍ଜିଳିକାଟୁ,୩୦।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ମାଣିକ ନଗରଠାରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ବାଇକ୍‌ରେ ଆସି ୨ ଜଣ ଦୁର୍ବୃତ୍ତ ପ୍ରାୟ ୪ ଭରି ଓଜନର ୨ଟି ସୁନା ଚେନ୍‌ ଝାମ୍ପି ନେଇଛନ୍ତିି। ଏନେଇ ହିଞ୍ଜିଳି ଥାନାରେ ଅଭିଯୋଗ…

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚତ୍ ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।…

ଜାଲ୍‌ ସାର୍ଟିଫିକେଟ୍‌ରେ ଶିକ୍ଷକତା: ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ

ବ୍ରହ୍ମପୁର ଅଫିସ୍‌,୩୦ା୧୧-ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତାଲିକା ଗଞ୍ଜାମ ଜିଲାରେ ବଢ଼ିବାରେ ଲାଗିଛି। ଶିକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଜଣକ ପରେ ଜଣେ ଧରାପଡ଼ୁଛନ୍ତି। ନକଲି ସାର୍ଟିଫିକେଟ ଦେଇ ପୂର୍ବରୁ ୭ ଶିକ୍ଷୟିତ୍ରୀ ଶିକ୍ଷକ…

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri